• Latest
  • Trending
ବିଧାୟକଙ୍କ ପ୍ରତି ନୀତୀଶଙ୍କ ବିବାଦୀୟ ମନ୍ତବ୍ୟ

ବିଧାୟକଙ୍କ ପ୍ରତି ନୀତୀଶଙ୍କ ବିବାଦୀୟ ମନ୍ତବ୍ୟ

Jul-25-2024 01:12 PM IST
ଆଗାମୀ ଦୁଇ ସପ୍ତାହ ପର୍ଯ୍ୟନ୍ତ ଜାରି ରହିବ ହାଡ଼ଭଙ୍ଗା ଜାଡ଼

ଆଗାମୀ ଦୁଇ ସପ୍ତାହ ପର୍ଯ୍ୟନ୍ତ ଜାରି ରହିବ ହାଡ଼ଭଙ୍ଗା ଜାଡ଼

Dec-13-2025 07:05 AM IST
କ’ଣ କହୁଛି ଆଜିର ରାଶିଫଳ

କ’ଣ କହୁଛି ଆଜିର ରାଶିଫଳ

Dec-13-2025 06:34 AM IST
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

Dec-13-2025 06:49 AM IST
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

Dec-12-2025 07:14 AM IST

ଆମେରିକା-ପାକିସ୍ତାନ ବୃହତ୍ ଅସ୍ତ୍ରଶସ୍ତ୍ର ଚୁକ୍ତି : F-16 ପୁଣି କିଣିବ ପାକିସ୍ତାନ

Dec-11-2025 07:38 PM IST
ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି ପଛରେ କାରଣ କହିଲେ ସୂର୍ଯ୍ୟ

ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି ପଛରେ କାରଣ କହିଲେ ସୂର୍ଯ୍ୟ

Dec-11-2025 07:10 PM IST
ବାହାଘର ବାତିଲ ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଲେ ମନ୍ଧାନା

ବାହାଘର ବାତିଲ ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଲେ ମନ୍ଧାନା

Dec-11-2025 04:33 PM IST
ବନ୍ଦେ ମାତରମ୍‌ କିପରି ସ୍ୱାଧୀନତା ସଂଗ୍ରାମର ମହାମନ୍ତ୍ର ଥିଲା?

ବନ୍ଦେ ମାତରମ୍‌ କିପରି ସ୍ୱାଧୀନତା ସଂଗ୍ରାମର ମହାମନ୍ତ୍ର ଥିଲା?

Dec-11-2025 08:36 AM IST
ରାହୁଲଙ୍କ ‘ଖୋଲା ବିତର୍କ’ ଆହ୍ୱାନକୁ ଶାହଙ୍କ ପ୍ରତ୍ୟାଖ୍ୟାନ

ରାହୁଲଙ୍କ ‘ଖୋଲା ବିତର୍କ’ ଆହ୍ୱାନକୁ ଶାହଙ୍କ ପ୍ରତ୍ୟାଖ୍ୟାନ

Dec-11-2025 07:08 AM IST
ଓଡ଼ିଶାରେ ପ୍ରବଳ ଶୀତ ଲହରି; ଅନେକ ସ୍ଥାନରେ ୧୦°C ତଳେ ତାପମାତ୍ରା

ଓଡ଼ିଶାରେ ପ୍ରବଳ ଶୀତ ଲହରି; ଅନେକ ସ୍ଥାନରେ ୧୦°C ତଳେ ତାପମାତ୍ରା

Dec-11-2025 06:21 AM IST
  • About
  • Careers
  • Contact Us
Saturday, December 13, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ବିଧାୟକଙ୍କ ପ୍ରତି ନୀତୀଶଙ୍କ ବିବାଦୀୟ ମନ୍ତବ୍ୟ

by M M
Jul-25-2024 01:12 PM IST
in ଦେଶ ବିଦେଶ, ଭିଡ଼ିଓ, ରାଜନୀତି
0
ବିଧାୟକଙ୍କ ପ୍ରତି ନୀତୀଶଙ୍କ ବିବାଦୀୟ ମନ୍ତବ୍ୟ
491
SHARES
1.4k
VIEWS
Share on FacebookShare on Twitter

ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି)ର ବିଧାୟକ ରେଖା ଦେବୀଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେଇ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ପୁଣି ଥରେ ବିବାଦଘେରକୁ ଆସିଛନ୍ତି। ଜେଡିୟୁ ସରକାରଙ୍କ ମହିଳା ସମ୍ପର୍କିତ ନୀତିକୁ ରେଖା ଦେବୀଙ୍କ ସମାଲୋଚନାର ଜବାବ ଦେଇ ମୁଖ୍ୟମନ୍ତ୍ରୀ ଆଜି ବିଧାନସଭାରେ କହିଛନ୍ତି- ‘ତୁମେ ଜଣେ ମହିଳା ଏବଂ ତୁମେ କିଛି ବି ଜାଣିନାହଁ।’ ବିହାର ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବିରୋଧୀ ଆରଜେଡି କେବେ ବି ମହିଳାଙ୍କ ଅଂଶଗ୍ରହଣକୁ ପ୍ରୋତ୍ସାହିତ କରିନଥିଲା ଏବଂ ଜେଡିୟୁ ସରକାର ହିଁ ୨୦୦୫ରେ କ୍ଷମତାକୁ ଆସିବା ପରେ ମହିଳାଙ୍କ ପାଇଁ ଅନେକ କଲ୍ୟାଣମୂଳକ ପଦକ୍ଷେପ ନେଇଥିଲା। ଅନ୍ୟପକ୍ଷରେ ରାଜ୍ୟରେ ସଂଶୋଧିତ ସଂରକ୍ଷଣ ଆଇନକୁ ସମ୍ବିଧାନର ନବମ ଅନୁସୂଚୀରେ ରଖିବାକୁ ଦାବି କରି ବିରୋଧୀ ସଦସ୍ୟମାନେ ଗୃହରେ ପ୍ରବଳ ହଟ୍ଟଗୋଳ କରିବାରୁ ବିଧାନସଭାକୁ ମୁଲତବୀ ରଖାଯାଇଥିଲା।ସର୍ବୋଚ୍ଚ ନ୍ୟାୟାଳୟ ଦ୍ୱାରା ଧାର୍ଯ୍ୟ କରାଯାଇଥିବା କୋଟା ଉପରେ ୫୦ ପ୍ରତିଶତ ସୀମା ଉଲ୍ଲଂଘନ କରୁଥିବା ଆଇନଗୁଡ଼ିକୁ ନବମ ଅନୁସୂଚୀରେ ରଖିବା ଦ୍ୱାରା ଏହା ନ୍ୟାୟିକ ସମୀକ୍ଷାରୁ ବଞ୍ଚିତ ହେବ ବୋଲି ସରକାର କହିଥିବା ବେଳେ ବିରୋଧୀ ଦଳ ସଦସ୍ୟମାନେ ନିରବଚ୍ଛିନ୍ନ ଭାବେ ନାରାବାଜି ଜାରି ରଖିଥିବାରୁ ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ ହୋଇପଡ଼ିଥିଲେ। ଏହି ସମୟରେ ରେଖା ଦେବୀ କହିଥିଲେ ଯେ ସରକାର ମହିଳା ବିରୋଧୀ ହୋଇଯାଇଛନ୍ତି। ଏହାର ଜବାବରେ ମୁଖ୍ୟମନ୍ତ୍ରୀ ବିଧାୟକଙ୍କ ଆଡ଼କୁ ଅଙ୍ଗୁଳି ଦେଖାଇ କହିଥିଲେ, ‘ତୁମେ ମହିଳା, ତୁମେ କିଛି ଜାଣିନାହଁ ଏବଂ ଅଯଥା ଚିତ୍କାର କରୁଛ।

Tags: newsroomodisha
Share196Tweet123
M M

M M

ଆଜିର ପାଗ

Bhubaneswar
December 13, 2025, 12:03 PM
 

NE
Clear sky
26°C
1.6 m/s
Apparent: 16°C
Pressure: 1016 mb
Humidity: 88%
Winds: 1.6 m/s NE
Windgusts: 4.4 m/s
UV-Index: 0
Precip.: 0mm /0% / Rain
Sunrise: 6:13 AM
Sunset: 5:08 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

November 16, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଆଗାମୀ ଦୁଇ ସପ୍ତାହ ପର୍ଯ୍ୟନ୍ତ ଜାରି ରହିବ ହାଡ଼ଭଙ୍ଗା ଜାଡ଼

ଆଗାମୀ ଦୁଇ ସପ୍ତାହ ପର୍ଯ୍ୟନ୍ତ ଜାରି ରହିବ ହାଡ଼ଭଙ୍ଗା ଜାଡ଼

December 13, 2025
କ’ଣ କହୁଛି ଆଜିର ରାଶିଫଳ

କ’ଣ କହୁଛି ଆଜିର ରାଶିଫଳ

December 13, 2025
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom