• Latest
  • Trending
ବିଶ୍ବର ସର୍ବବୃହତ୍ କ୍ରୀଡ଼ା ମହାକୁମ୍ଭ ପ୍ୟାରିସ୍ ଅଲିମ୍ପିକ୍ସ ଉଦଘାଟନ ଉତ୍ସବ ଆଜି

ବିଶ୍ବର ସର୍ବବୃହତ୍ କ୍ରୀଡ଼ା ମହାକୁମ୍ଭ ପ୍ୟାରିସ୍ ଅଲିମ୍ପିକ୍ସ ଉଦଘାଟନ ଉତ୍ସବ ଆଜି

Jul-26-2024 04:11 PM IST
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

Feb-01-2026 06:32 PM IST
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

Feb-01-2026 06:29 PM IST
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

Feb-01-2026 06:26 PM IST
କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

Feb-01-2026 06:22 PM IST
ବଜେଟ ପରେ ସୁନା ବଢ଼ିଲା ନା କମିଲା ?

ବଜେଟ ପରେ ସୁନା ବଢ଼ିଲା ନା କମିଲା ?

Feb-01-2026 06:18 PM IST
ବଜେଟ୍ ୨୦୨୬ , ବଡ଼ ଆଶା

ବଜେଟ୍ ୨୦୨୬ , ବଡ଼ ଆଶା

Feb-01-2026 11:20 AM IST
ପର୍ଯ୍ୟଟନ ଶିଳ୍ପକୁ ଆଗକୁ ନେବ ‘ଗୋପାଳପୁର ବେଳାଭୂମି ମହୋତ୍ସବ

ପର୍ଯ୍ୟଟନ ଶିଳ୍ପକୁ ଆଗକୁ ନେବ ‘ଗୋପାଳପୁର ବେଳାଭୂମି ମହୋତ୍ସବ

Jan-31-2026 11:30 PM IST
T20 ବିଶ୍ବକପ ବିବାଦରେ ସମୟ ବିତୁଛି ; ଚିନ୍ତା ବଢୁଛି; ଡ୍ରାମା କରୁଛି ପାକିସ୍ତାନ

T20 ବିଶ୍ବକପ ବିବାଦରେ ସମୟ ବିତୁଛି ; ଚିନ୍ତା ବଢୁଛି; ଡ୍ରାମା କରୁଛି ପାକିସ୍ତାନ

Jan-31-2026 11:27 PM IST
ବିଜେଡି ବଞ୍ଚିବାର ଫର୍ମୁଲା କଣ ? ଇତିହାସ କହିଲେ ରାଜାରାମ

ବିଜେଡି ବଞ୍ଚିବାର ଫର୍ମୁଲା କଣ ? ଇତିହାସ କହିଲେ ରାଜାରାମ

Jan-31-2026 11:25 PM IST
ସୁଶାନ୍ତ ସିଂଙ୍କ ପରେ କଳିକେଶଙ୍କୁ ନେଇ ଚର୍ଚ୍ଚା; ପଛରେ କିଏ କରୁଛି ରାଜନୀତି ?

ସୁଶାନ୍ତ ସିଂଙ୍କ ପରେ କଳିକେଶଙ୍କୁ ନେଇ ଚର୍ଚ୍ଚା; ପଛରେ କିଏ କରୁଛି ରାଜନୀତି ?

Jan-31-2026 11:22 PM IST
  • About
  • Careers
  • Contact Us
Monday, February 2, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଖେଳ

ବିଶ୍ବର ସର୍ବବୃହତ୍ କ୍ରୀଡ଼ା ମହାକୁମ୍ଭ ପ୍ୟାରିସ୍ ଅଲିମ୍ପିକ୍ସ ଉଦଘାଟନ ଉତ୍ସବ ଆଜି

by M M
Jul-26-2024 04:11 PM IST
in ଖେଳ, ଭିଡ଼ିଓ
0
ବିଶ୍ବର ସର୍ବବୃହତ୍ କ୍ରୀଡ଼ା ମହାକୁମ୍ଭ ପ୍ୟାରିସ୍ ଅଲିମ୍ପିକ୍ସ ଉଦଘାଟନ ଉତ୍ସବ ଆଜି
491
SHARES
1.4k
VIEWS
Share on FacebookShare on Twitter

ବିଶ୍ବର ସର୍ବବୃହତ୍ କ୍ରୀଡ଼ା ମହାକୁମ୍ଭ ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ପ୍ରଶଂସକଙ୍କ ମଧ୍ୟରେ ବେଶ ଆଗ୍ରହ। ଅଲିମ୍ପିକ ପାଇଁ ପ୍ୟାରିସ ସହର ସଜେଇ ହୋଇଛି ।  ଗ୍ରୀଷ୍ମକାଳୀନ ଅଲିମ୍ପିକ୍ସର ଏହା ୩୩ତମ ସଂସ୍କରଣ। ୧୯୦୦ରେ ପ୍ୟାରିସରେ ଅଲିମ୍ପିକ୍ସର ୨ୟ ସଂସ୍କରଣ ଅନୁଷ୍ଠିତ ହୋଇଥିବା ବେଳେ ୧୯୨୪ରେ ୨ୟ ଥର ପ୍ୟାରିସ୍ ସହରରେ ଅଲିମ୍ପିକ୍ସ ଅନୁଷ୍ଠିତ ହୋଇଥିଲା। ଏହାର ଶହେ ବର୍ଷ ପରେ ପ୍ୟାରିସ୍ ଅଲିମ୍ପିକ୍ କ୍ରୀଡ଼ା ଆୟୋଜନ କରୁଛି। ଏଥିରେ ୧୭ ଦିନ ଧରି ୨୦୬ ଦେଶରୁ ପ୍ରାୟ ୧୦,୭୦୦ କ୍ରୀଡ଼ାବିତ୍ ୩୨ଟି କ୍ରୀଡ଼ାରେ ମୋଟ ୩୨୯ଟି ପଦକ ପାଇଁ ପ୍ରତିଯୋଗିତାରେ ମାତିବେ। ମୋଟ ୩୪ଟି କ୍ରୀଡ଼ାଙ୍ଗନରେ ପ୍ରତିଯୋଗିତା ହେବ। ଭାରତୀୟ ସମୟ ରାତି ୧୧.୩୦ରୁ ଉଦ୍ଘାଟନୀ ଉତ୍ସବ ଅନୁଷ୍ଠିତ ହେବ। ପ୍ରଥମ ଥର ଷ୍ଟାଡିୟମ୍ ବାହାରେ ଉଦ୍ଘାଟନ ଉତ୍ସବ ହେବାକୁ ଯାଉଛି। ପ୍ୟାରିସ୍ ସହର ମଧ୍ୟରେ ଥିବା ସିଏନ୍ ନଦୀରେ ୮୦ରୁ ୧୦୦ ନୌକା ଉପରେ ମାର୍ଚ୍ଚପାଷ୍ଟ ହେବ। ଏହି ନୌକାସବୁ ସିଏନ୍ ନଦୀ ଜଳରେ ପ୍ରାୟ ୬ କିଲୋମିଟର ଯାତ୍ରାକରିବେ। ନଦୀର ଉଭୟ ପାର୍ଶ୍ବରେ ହଜାର ହଜାର ଦର୍ଶକ ସ୍ବାଗତ କରିବେ। ଇଫେଲ୍ ଟାୱର ନିକଟରେ ଏହା ସମ୍ପନ୍ନ ହେବ। ଏଠାରେ ଚମ୍ପିଆନ୍ ପାର୍କରେ ଉଦ୍ଘାଟନୀ ଉତ୍ସବର ଅନ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏହିଠାରେ ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ୍ ମାକ୍ରନ୍ ଅଲିମ୍ପିକ କ୍ରୀଡ଼ାର ଶୁଭାରମ୍ଭ ଘୋଷଣା କରିବେ। ଉଦ୍ଘାଟନୀ ଉତ୍ସବରେ ୩୦୦୦ରୁ ଅଧିକ କଳାକାର ନୃତ୍ୟ ଓ ସଂଗୀତ ପରିବେଷଣ କରିବେ।

Tags: newsroomodisha
Share196Tweet123
M M

M M

ଆଜିର ପାଗ

Bhubaneswar
February 2, 2026, 4:24 AM
 
N
Overcast
19°C
0.6 m/s
Apparent: 23°C
Pressure: 1018 mb
Humidity: 88%
Winds: 0.6 m/s N
Windgusts: 6.5 m/s
UV-Index: 0
Precip.: 0mm /0% / Rain
Sunrise: 6:21 AM
Sunset: 5:38 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

February 1, 2026
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

February 1, 2026
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

February 1, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom