• Latest
  • Trending
ଖୋଲିଲା ହୀରାକୁଦ ଡ୍ୟାମ ,୨୦ଟି ଗେଟରେ ନିଷ୍କାସିତ ହେଉଛି ବନ୍ୟାଜଳ

ଖୋଲିଲା ହୀରାକୁଦ ଡ୍ୟାମ ,୨୦ଟି ଗେଟରେ ନିଷ୍କାସିତ ହେଉଛି ବନ୍ୟାଜଳ

July 28, 2024

କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ମାନହାନି ମାମଲାରେ ଜାମିନ

August 6, 2025

ରିସେପ୍ସନ ଦେଲେ ପିନାକୀ-ମହୁଆ

August 6, 2025
ବଳଙ୍ଗା ପୀଡିତା ମୃତ୍ୟୁ ପରେ ବିଜେଡିର ତୀବ୍ର ପ୍ରତିକ୍ରିୟା

ବଳଙ୍ଗା ପୀଡିତା ମୃତ୍ୟୁ ପରେ ବିଜେଡିର ତୀବ୍ର ପ୍ରତିକ୍ରିୟା

August 3, 2025

ମୋଦି କହିଲେ ଅପରେସନ ସିନ୍ଦୂର ସମୟରେ କଣ ଘଟିଥିଲା

July 30, 2025

କଂଗ୍ରେସର ଅନାସ୍ଥା ପ୍ରସ୍ତାବ ଦାବି- ବିଜେଡି କହିଲା ନିଷ୍ପତ୍ତି ହୋଇନି

July 23, 2025
ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

July 19, 2025

ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଲା ଇଂଲଣ୍ଡ

July 10, 2025

ହେମାନନ୍ଦ ବିଶ୍ୱାଳଙ୍କ ଝିଅ ସୁନୀତା ବିଶ୍ବାଳ କଂଗ୍ରେସରେ ଯୋଗ ଦେଇଛନ୍ତି

July 10, 2025
ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

July 9, 2025
ବିଜେପି ଭିତରେ ମନମୋହନଙ୍କ ଶକ୍ତି ବଢ଼ିଛି

ବିଜେପି ଭିତରେ ମନମୋହନଙ୍କ ଶକ୍ତି ବଢ଼ିଛି

July 10, 2025
  • About
  • Careers
  • Contact Us
Thursday, August 7, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ଖୋଲିଲା ହୀରାକୁଦ ଡ୍ୟାମ ,୨୦ଟି ଗେଟରେ ନିଷ୍କାସିତ ହେଉଛି ବନ୍ୟାଜଳ

by M M
July 28, 2024
in ବଡ଼ ଖବର, ଭିଡ଼ିଓ, ରାଜ୍ୟ
0
ଖୋଲିଲା ହୀରାକୁଦ ଡ୍ୟାମ ,୨୦ଟି ଗେଟରେ ନିଷ୍କାସିତ ହେଉଛି ବନ୍ୟାଜଳ
491
SHARES
1.4k
VIEWS
Share on FacebookShare on Twitter

ହୀରାକୁଦ ଡ୍ୟାମ୍‌ରୁ ଚଳିତ ବର୍ଷ ପ୍ରଥମ ବନ୍ୟା ଜଳ ନିଷ୍କାସନ କରାଯାଇଛି। ବର୍ତ୍ତମାନ ୨୦ଟି ଗେଟ୍‌ ଦେଇ ନିଷ୍କାସିତ ହେଉଛି ଜଳ। ରବିବାର ୩ଟି ପର୍ଯ୍ୟାୟରେ ମୋଟ୍‌ ୨୦ଟି ଗେଟ୍‌ ଖୋଲାଯାଇଛି। ପରମ୍ପରା ଅନୁଯାୟୀ ପୂଜାର୍ଚ୍ଚନା ପରେ ପ୍ରଥମ ପର୍ଯ୍ୟାୟରେ ୭ଟି ଗେଟ୍‌ ଖୋଲାଯାଇଥିବାବେଳେ ଦ୍ଵିତୀୟ ପର୍ଯ୍ୟାୟରେ ଆଉ ୭ଟି ଗେଟ୍‌ ଖୋଲାଯାଇଥିଲା ଏବଂ ତୃତୀୟ ପର୍ଯ୍ୟାୟରେ ୬ଟି ଗେଟ୍‌ ସହ ମୋଟ୍‌ ୨୦ଟି ଗେଟ୍‌ ଖୋଲାଯାଇଛି। ବନ୍ୟାଜଳ ନିଷ୍କାସନ ପ୍ରକ୍ରିୟା ଆରମ୍ଭ ହୋଇଥିବାରୁ ତଳିଆ ଅଂଚଳରେ ଲୋକମାନଙ୍କୁ ସତର୍କ କରାଯାଇଛି। ମହାନଦୀ ଭିତରକୁ ନ ଯିବା ପାଇଁ ସ୍ୱତନ୍ତ୍ର ରିଲିଫ କମିଶନର ୭ଟି ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସତର୍କ କରାଇଛନ୍ତି। ସମ୍ବଲପୁର, ସୋନପୁର, ନୟାଗଡ଼, ପୁରୀ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାପାଳଙ୍କୁ ଏ ନେଇ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି। ପଶୁମାନଙ୍କୁ ମଧ୍ୟ ନଦୀ ନିକଟବର୍ତ୍ତୀ ଅଂଚଳକୁ ନ ଛାଡିବା ପାଇଁ କୁହାଯାଇଛି। ଜିଲ୍ଲାପାଳମାନେ ମଧ୍ୟ ସତର୍କ ରହିବା ସହ ସ୍ଥିତି ଉପରେ ନଜର ରଖିବାକୁ ଅନୁରୋଧ କରାଯାଇଛି।

 

Tags: newsroomodisha
Share196Tweet123
M M

M M

  • Trending
  • Comments
  • Latest
ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

February 10, 2025
ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

July 9, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0

କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ମାନହାନି ମାମଲାରେ ଜାମିନ

August 6, 2025

ରିସେପ୍ସନ ଦେଲେ ପିନାକୀ-ମହୁଆ

August 6, 2025
ବଳଙ୍ଗା ପୀଡିତା ମୃତ୍ୟୁ ପରେ ବିଜେଡିର ତୀବ୍ର ପ୍ରତିକ୍ରିୟା

ବଳଙ୍ଗା ପୀଡିତା ମୃତ୍ୟୁ ପରେ ବିଜେଡିର ତୀବ୍ର ପ୍ରତିକ୍ରିୟା

August 3, 2025

Weather

Bhubaneswar
August 7, 2025, 4:19 pm
 

S
Slight rain showers
28°C
1.1 m/s
Apparent: 35°C
Pressure: 1004 mb
Humidity: 91%
Winds: 1.1 m/s S
Windgusts: 5.9 m/s
UV-Index: 0
Precip.: 10.2mm /93% / Rain
Sunrise: 5:23 am
Sunset: 6:20 pm
© 2025 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • About
  • Contact Us
  • Home 1
  • sitemap

Copyright © 2025 Odisha Newsroom