• Latest
  • Trending
ରତ୍ନଭଣ୍ଡାର ଚାବି ଷଡଯନ୍ତ୍ରର ହେବ ଖୁଲାସା

ରତ୍ନଭଣ୍ଡାର ଚାବି ଷଡଯନ୍ତ୍ରର ହେବ ଖୁଲାସା

Jul-28-2024 05:41 PM IST
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

Dec-12-2025 07:14 AM IST

ଆମେରିକା-ପାକିସ୍ତାନ ବୃହତ୍ ଅସ୍ତ୍ରଶସ୍ତ୍ର ଚୁକ୍ତି : F-16 ପୁଣି କିଣିବ ପାକିସ୍ତାନ

Dec-11-2025 07:38 PM IST
ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି ପଛରେ କାରଣ କହିଲେ ସୂର୍ଯ୍ୟ

ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି ପଛରେ କାରଣ କହିଲେ ସୂର୍ଯ୍ୟ

Dec-11-2025 07:10 PM IST
ବାହାଘର ବାତିଲ ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଲେ ମନ୍ଧାନା

ବାହାଘର ବାତିଲ ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଲେ ମନ୍ଧାନା

Dec-11-2025 04:33 PM IST
ବନ୍ଦେ ମାତରମ୍‌ କିପରି ସ୍ୱାଧୀନତା ସଂଗ୍ରାମର ମହାମନ୍ତ୍ର ଥିଲା?

ବନ୍ଦେ ମାତରମ୍‌ କିପରି ସ୍ୱାଧୀନତା ସଂଗ୍ରାମର ମହାମନ୍ତ୍ର ଥିଲା?

Dec-11-2025 08:36 AM IST
ରାହୁଲଙ୍କ ‘ଖୋଲା ବିତର୍କ’ ଆହ୍ୱାନକୁ ଶାହଙ୍କ ପ୍ରତ୍ୟାଖ୍ୟାନ

ରାହୁଲଙ୍କ ‘ଖୋଲା ବିତର୍କ’ ଆହ୍ୱାନକୁ ଶାହଙ୍କ ପ୍ରତ୍ୟାଖ୍ୟାନ

Dec-11-2025 07:08 AM IST
ଓଡ଼ିଶାରେ ପ୍ରବଳ ଶୀତ ଲହରି; ଅନେକ ସ୍ଥାନରେ ୧୦°C ତଳେ ତାପମାତ୍ରା

ଓଡ଼ିଶାରେ ପ୍ରବଳ ଶୀତ ଲହରି; ଅନେକ ସ୍ଥାନରେ ୧୦°C ତଳେ ତାପମାତ୍ରା

Dec-11-2025 06:21 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Dec-11-2025 06:11 AM IST
ବିଧାୟକଙ୍କ ଦରମା ଦେଶରେ ସର୍ବାଧିକ: ‘ବିଲ୍’ ପାସ୍ ପରେ ସାଧାରଣରେ ଅସନ୍ତୋଷ

ବିଧାୟକଙ୍କ ଦରମା ଦେଶରେ ସର୍ବାଧିକ: ‘ବିଲ୍’ ପାସ୍ ପରେ ସାଧାରଣରେ ଅସନ୍ତୋଷ

Dec-10-2025 11:01 PM IST
ସୋନିଆଙ୍କୁ ମୋକିମଙ୍କ ଚିଠି; ପିସିସି ସଭାପତିଙ୍କ ବିଫଳତାକୁ ନେଇ ରାଜ୍ୟ କଂଗ୍ରେସରେ କମ୍ପନ

ସୋନିଆଙ୍କୁ ମୋକିମଙ୍କ ଚିଠି; ପିସିସି ସଭାପତିଙ୍କ ବିଫଳତାକୁ ନେଇ ରାଜ୍ୟ କଂଗ୍ରେସରେ କମ୍ପନ

Dec-10-2025 10:19 PM IST
  • About
  • Careers
  • Contact Us
Friday, December 12, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ରତ୍ନଭଣ୍ଡାର ଚାବି ଷଡଯନ୍ତ୍ରର ହେବ ଖୁଲାସା

by M M
Jul-28-2024 05:41 PM IST
in ବଡ଼ ଖବର, ଭିଡ଼ିଓ, ରାଜନୀତି, ରାଜ୍ୟ
0
ରତ୍ନଭଣ୍ଡାର ଚାବି ଷଡଯନ୍ତ୍ରର ହେବ ଖୁଲାସା
491
SHARES
1.4k
VIEWS
Share on FacebookShare on Twitter

ରତ୍ନଭଣ୍ଡାର ଚାବିକୁ ନେଇ ଆଇନ୍ ମନ୍ତ୍ରୀଙ୍କ ବଡ ବୟାନ । ରତ୍ନଭଣ୍ଡାର ଚାବି ହଜିବା ଘଟଣା ଉପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ହେବ ବୋଲି ବଡ ବୟାନ ଦେଇଛନ୍ତି ଆଇନ୍ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ମନ୍ତ୍ରୀ କହିଛନ୍ତି, ଚାବି ପ୍ରହେଳିକା ଗତ ସରକାର ବାବୁମାନେ କରିଥିଲେ । ପ୍ରହେଳିକା କରି ରତ୍ନଭଣ୍ଡାର ନଖୋଲିବାକୁ ଷଡଯନ୍ତ୍ର ହୋଇଥିଲା । କିନ୍ତୁ କିଏ ଦାୟୀ ତାହା ଏବେଯାଏଁ ଜଣାପଡିନାହିଁ । ଏବେ ଏହି ଷଡଯନ୍ତ୍ରର ଖୁଲାସା ହେବ ଏବଂ ଯେଉଁମାନେ ଚଞ୍ଚକତା କରିଛନ୍ତି ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ ବୋଲି କହିଛନ୍ତି ମନ୍ତ୍ରୀ ।ସେପଟେ ଖୁବଶୀଘ୍ର ରତ୍ନଭଣ୍ଡାର ମରାମତି କାମ ଆରମ୍ଭ ହେବ ବୋଲି କହିଛନ୍ତି ମନ୍ତ୍ରୀ । ମନ୍ତ୍ରୀ କହିଛନ୍ତି, ରତ୍ନଭଣ୍ଡାରର ପ୍ରାଥମିକ ଯାଞ୍ଚ ସରିଛି । କେବଳ କାମ ଆରମ୍ଭ ପ୍ରକ୍ରିୟା ବାକି ଅଛି । ପ୍ରଥମେ ବାହାର ରତ୍ନଭଣ୍ଡାରର କାମ ଆରମ୍ଭ ହେବ । ପରେ ଭିତର ଭଣ୍ଡାର ମରାମତି କାମ ହେବ । ଲେଜର ସ୍କାନିଂ ହେବ କି ନାହିଁ ନିଷ୍ପତ୍ତି ନିଆଯିବ । ଏସଓପିରେ କିଛି ସଂଶୋଧନ ଆବଶ୍ୟକତା ଥିଲା । ସେନେଇ ସରକାର ନିଷ୍ପତ୍ତି ନେଇ ସାରିଛନ୍ତି । ମହାପ୍ରଭୁଙ୍କ ରୀତିନୀତିରେ ଯେପରି କୌଣସି ଅସୁବିଧା ନହେବ ତାକୁ ପ୍ରଥମିକତା ଦିଆଯିବ । ସେ ସମ୍ପର୍କରେ ସେବାୟତଙ୍କ ସହ ଆଲୋଚନା ସରିଛି ବୋଲି ସୂଚନା ଦେଇଛନ୍ତି ଆଇନ୍ ମନ୍ତ୍ରୀ

Tags: newsroomodisha
Share196Tweet123
M M

M M

ଆଜିର ପାଗ

Bhubaneswar
December 12, 2025, 9:16 AM
 

N
Mainly clear
20°C
0.7 m/s
Apparent: 24°C
Pressure: 1017 mb
Humidity: 75%
Winds: 0.7 m/s N
Windgusts: 3.7 m/s
UV-Index: 3.65
Precip.: 0mm /0% / Rain
Sunrise: 6:12 AM
Sunset: 5:07 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

November 16, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025

ଆମେରିକା-ପାକିସ୍ତାନ ବୃହତ୍ ଅସ୍ତ୍ରଶସ୍ତ୍ର ଚୁକ୍ତି : F-16 ପୁଣି କିଣିବ ପାକିସ୍ତାନ

December 11, 2025
ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି ପଛରେ କାରଣ କହିଲେ ସୂର୍ଯ୍ୟ

ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି ପଛରେ କାରଣ କହିଲେ ସୂର୍ଯ୍ୟ

December 11, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom