• Latest
  • Trending
ବୋଲବମ୍ ଯାତ୍ରା ପାଇଁ ପାଣି ଉଠାଇବା ବେଳେ ନଦୀରେ ବୁଡ଼ି କାଉଡ଼ିଆଙ୍କ ମୃତ୍ୟୁ

ବୋଲବମ୍ ଯାତ୍ରା ପାଇଁ ପାଣି ଉଠାଇବା ବେଳେ ନଦୀରେ ବୁଡ଼ି କାଉଡ଼ିଆଙ୍କ ମୃତ୍ୟୁ

Jul-28-2024 05:46 PM IST
ବାଚସ୍ପତିଙ୍କୁ ଚିଠି ଲେଖିଲା କଂଗ୍ରେସ: ସଂରକ୍ଷଣରେ ସଂଶୋଧନ ପାଇଁ ଦାବି

ବାଚସ୍ପତିଙ୍କୁ ଚିଠି ଲେଖିଲା କଂଗ୍ରେସ: ସଂରକ୍ଷଣରେ ସଂଶୋଧନ ପାଇଁ ଦାବି

Dec-08-2025 04:51 PM IST
ଶୁଭମନ ଗିଲ୍ ଫିଟ୍- ଆସନ୍ତାକାଲି ଖେଳିବେ ବାରବାଟୀରେ ମ୍ୟାଚ୍

ଶୁଭମନ ଗିଲ୍ ଫିଟ୍- ଆସନ୍ତାକାଲି ଖେଳିବେ ବାରବାଟୀରେ ମ୍ୟାଚ୍

Dec-08-2025 02:57 PM IST
ଇଣ୍ଡିଗୋ ଏୟାରଲାଇନ୍ସର ଆଜି ୩୫୦ରୁ ଅଧିକ ଫ୍ଲାଇଟ୍ ବାତିଲ୍, ବଢ଼ୁଛି ଯାତ୍ରୀ ଅସନ୍ତୋଷ

ଇଣ୍ଡିଗୋ ଏୟାରଲାଇନ୍ସର ଆଜି ୩୫୦ରୁ ଅଧିକ ଫ୍ଲାଇଟ୍ ବାତିଲ୍, ବଢ଼ୁଛି ଯାତ୍ରୀ ଅସନ୍ତୋଷ

Dec-08-2025 10:26 AM IST
ଶିକ୍ଷକଙ୍କ ଅଭିନବ ପ୍ରତିବାଦ; ବିଦ୍ୟାଳୟରେ ପାଠପଢ଼ା ଚାଲିବ କେମିତି ?

ଶିକ୍ଷକଙ୍କ ଅଭିନବ ପ୍ରତିବାଦ; ବିଦ୍ୟାଳୟରେ ପାଠପଢ଼ା ଚାଲିବ କେମିତି ?

Dec-08-2025 10:15 AM IST
କ୍ଷମତାଚ୍ୟୁତ ପରେ ଫିକା ପଡୁଛି ‘ନବୀନ ମ୍ୟାଜିକ୍’,

କ୍ଷମତାଚ୍ୟୁତ ପରେ ଫିକା ପଡୁଛି ‘ନବୀନ ମ୍ୟାଜିକ୍’,

Dec-08-2025 10:08 AM IST
ଉତ୍ସବ ମୁଖର ବାରବାଟୀ: ଟି-୨୦ ମହାସମର ପାଇଁ ପ୍ରସ୍ତୁତି ଶେଷ

ଉତ୍ସବ ମୁଖର ବାରବାଟୀ: ଟି-୨୦ ମହାସମର ପାଇଁ ପ୍ରସ୍ତୁତି ଶେଷ

Dec-08-2025 09:32 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Dec-08-2025 09:21 AM IST

‘ମେହବୁବା’ ଗୀତ ବାଜୁଥିବା ବେଳେ କ୍ଲବରେ ମୃତ୍ୟୁର ତାଣ୍ଡବ : ଅଗ୍ନିକାଣ୍ଡରେ ୨୫ ମୃତ

Dec-07-2025 06:45 PM IST
ସମୃଦ୍ଧ ଓଡିଶା ଗଠନ ପାଇଁ ଏନର୍ଜି ସପ୍ଲାଇ ଚେନ୍‍କୁ ସୁଦୃଢ କରିବା ପାଇଁ ପଦକ୍ଷେପ ନିଆଯାଉଛି : ମୁଖ୍ୟମନ୍ତ୍ରୀ

ସମୃଦ୍ଧ ଓଡିଶା ଗଠନ ପାଇଁ ଏନର୍ଜି ସପ୍ଲାଇ ଚେନ୍‍କୁ ସୁଦୃଢ କରିବା ପାଇଁ ପଦକ୍ଷେପ ନିଆଯାଉଛି : ମୁଖ୍ୟମନ୍ତ୍ରୀ

Dec-07-2025 11:11 AM IST
ବିଶ୍ୱ ଅକ୍ଷୟ ଶକ୍ତି ବୃଦ୍ଧିର ଭାରତ ଏକ ପ୍ରମୁଖ ବାହକ: କେନ୍ଦ୍ରମନ୍ତ୍ରୀ ପ୍ରହଲ୍ଲାଦ ଜୋଶୀ

ବିଶ୍ୱ ଅକ୍ଷୟ ଶକ୍ତି ବୃଦ୍ଧିର ଭାରତ ଏକ ପ୍ରମୁଖ ବାହକ: କେନ୍ଦ୍ରମନ୍ତ୍ରୀ ପ୍ରହଲ୍ଲାଦ ଜୋଶୀ

Dec-07-2025 11:07 AM IST
  • About
  • Careers
  • Contact Us
Tuesday, December 9, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ବୋଲବମ୍ ଯାତ୍ରା ପାଇଁ ପାଣି ଉଠାଇବା ବେଳେ ନଦୀରେ ବୁଡ଼ି କାଉଡ଼ିଆଙ୍କ ମୃତ୍ୟୁ

by M M
Jul-28-2024 05:46 PM IST
in ବଡ଼ ଖବର, ଭିଡ଼ିଓ, ରାଜ୍ୟ
0
ବୋଲବମ୍ ଯାତ୍ରା ପାଇଁ ପାଣି ଉଠାଇବା ବେଳେ ନଦୀରେ ବୁଡ଼ି କାଉଡ଼ିଆଙ୍କ ମୃତ୍ୟୁ
491
SHARES
1.4k
VIEWS
Share on FacebookShare on Twitter

ବୋଲବମ୍ ଯାତ୍ରା ପାଇଁ ପାଣି ଉଠାଇବା ବେଳେ ନଦୀରେ ବୁଡ଼ି କାଉଡ଼ିଆଙ୍କ ମୃତ୍ୟୁ। ବୈତରଣୀ ନଦୀର ବଲ୍ଲଭିଘାଟରେ ଘଟିଛି ଏଭଳି ଅଘଟଣ। ଆରଡ଼ିସ୍ଥିତ ଆଖଣ୍ଡଳମଣିକୁ ପାଣି ନେବା ପାଇଁ ଆସି ବୁଡ଼ିଗଲେ କାଉଡ଼ିଆ। ମୃତ କାଉଡ଼ିଆ ହେଲେ ଭଣ୍ଡାରିପୋଖରୀ ବ୍ଲକ ପୁରୁଷୋତ୍ତମପୁର ଅଞ୍ଚଳର ପ୍ରଶାନ୍ତ ସାମଲ। ପ୍ରଶାନ୍ତ ବୁଡ଼ିବା ଦେଖି ଆଉ ଜଣେ କାଉଡ଼ିଆ ମନ୍ମଥ ସାମଲ ଉଦ୍ଧାର କରିବାକୁ ଯାଇ ବୁଡ଼ି ଯାଇଥିଲେ। ତେବେ ତାଙ୍କୁ  ସ୍ଥାନୀୟ ଲୋକେ ଉଦ୍ଧାର କରିଛନ୍ତି।ଅନ୍ୟପଟେ ଯାଜପୁର ପୁଲିସ ମୃତ ଶରୀରକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ ଆରମ୍ଭ କରିଛି।ଭଣ୍ଡାରିପୋଖରୀ ବ୍ଲକ ରହଣିଆ ପଞ୍ଚାୟତ ପୁରସ୍ତମପୁର ଗ୍ରାମର ଦେବେନ୍ଦ୍ର ସାମଲଙ୍କ ପୁଅ ପ୍ରଶାନ୍ତ(୩୨)ଙ୍କର ଆଜି ଶୋଚନୀୟ ମୃତ୍ୟୁ ଘଟିଛି। ପ୍ରଶାନ୍ତ ଆଜି ଦିନ ପ୍ରାୟ ୧୦ ଟା ସମୟରେ ଗାଁର ଅନ୍ୟ ତିନି/ଚାରି ଜଣଙ୍କ ସହିତ ଆଖଣ୍ଡଳମଣି ପୀଠକୁ ପାଣି ଭାର ନେଇ ଯିବାକୁ ଘରୁ ବାହାରିଥିଲେ। ସ୍ଥାନୀୟ ଯାଜପୁର ଵଲ୍ଲଭିଘାଟ ସେତୁ ନାଉରିଆସାହି ଗଡାରେ ସମସ୍ତ ୪ଜଣ କାଉଡ଼ିଆ ପାଣି ନେବା ପାଇଁଁ ସ୍ନାନ କରିଵୁ ନଦୀ ଭିତରକୁ ପ୍ରବେଶ କରିଥିଲେ। ତିନି ଜଣ ସ୍ନାନ ସାରି ଉପରକୁ ଉଠି ଆସିଥିବା ବେଳେ ପ୍ରଶାନ୍ତ ନଦୀ ଶ୍ରୋତରେ ଵୁଡ଼ି ଯାଇଥିଲେ। ଖବର ପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ଉଦ୍ଧାର କରି ମେଡିକାଲକୁ ନେଇଥିଲେ ସୁଦ୍ଧା ଡାକ୍ତର ପ୍ରଶାନ୍ତଙ୍କୁ ମୃତ ଘୋଷଣା କରିଥିଲେ।

Tags: newsroomodisha
Share196Tweet123
M M

M M

ଆଜିର ପାଗ

Bhubaneswar
December 9, 2025, 6:56 AM
 

N
Mainly clear
13°C
1.1 m/s
Apparent: 16°C
Pressure: 1016 mb
Humidity: 79%
Winds: 1.1 m/s N
Windgusts: 6.3 m/s
UV-Index: 0
Precip.: 0mm /0% / Rain
Sunrise: 6:10 AM
Sunset: 5:07 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

November 16, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ବାଚସ୍ପତିଙ୍କୁ ଚିଠି ଲେଖିଲା କଂଗ୍ରେସ: ସଂରକ୍ଷଣରେ ସଂଶୋଧନ ପାଇଁ ଦାବି

ବାଚସ୍ପତିଙ୍କୁ ଚିଠି ଲେଖିଲା କଂଗ୍ରେସ: ସଂରକ୍ଷଣରେ ସଂଶୋଧନ ପାଇଁ ଦାବି

December 8, 2025
ଶୁଭମନ ଗିଲ୍ ଫିଟ୍- ଆସନ୍ତାକାଲି ଖେଳିବେ ବାରବାଟୀରେ ମ୍ୟାଚ୍

ଶୁଭମନ ଗିଲ୍ ଫିଟ୍- ଆସନ୍ତାକାଲି ଖେଳିବେ ବାରବାଟୀରେ ମ୍ୟାଚ୍

December 8, 2025
ଇଣ୍ଡିଗୋ ଏୟାରଲାଇନ୍ସର ଆଜି ୩୫୦ରୁ ଅଧିକ ଫ୍ଲାଇଟ୍ ବାତିଲ୍, ବଢ଼ୁଛି ଯାତ୍ରୀ ଅସନ୍ତୋଷ

ଇଣ୍ଡିଗୋ ଏୟାରଲାଇନ୍ସର ଆଜି ୩୫୦ରୁ ଅଧିକ ଫ୍ଲାଇଟ୍ ବାତିଲ୍, ବଢ଼ୁଛି ଯାତ୍ରୀ ଅସନ୍ତୋଷ

December 8, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom