• Latest
  • Trending
ଭୁବନେଶ୍ୱରରେ ଧୀରେ ଧୀରେ କାୟା ମେଲାଉଛି ଡେଙ୍ଗୁ ସଂକ୍ରମଣ

ଭୁବନେଶ୍ୱରରେ ଧୀରେ ଧୀରେ କାୟା ମେଲାଉଛି ଡେଙ୍ଗୁ ସଂକ୍ରମଣ

July 29, 2024

କଂଗ୍ରେସର ଅନାସ୍ଥା ପ୍ରସ୍ତାବ ଦାବି- ବିଜେଡି କହିଲା ନିଷ୍ପତ୍ତି ହୋଇନି

July 23, 2025
ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

July 19, 2025

ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଲା ଇଂଲଣ୍ଡ

July 10, 2025

ହେମାନନ୍ଦ ବିଶ୍ୱାଳଙ୍କ ଝିଅ ସୁନୀତା ବିଶ୍ବାଳ କଂଗ୍ରେସରେ ଯୋଗ ଦେଇଛନ୍ତି

July 10, 2025
ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

July 9, 2025
ବିଜେପି ଭିତରେ ମନମୋହନଙ୍କ ଶକ୍ତି ବଢ଼ିଛି

ବିଜେପି ଭିତରେ ମନମୋହନଙ୍କ ଶକ୍ତି ବଢ଼ିଛି

July 10, 2025
ଲୋକଙ୍କ ସହ ଭଲ ବ୍ୟବହାର କରିବାକୁ ପଡ଼ିବ: ମନମୋହନ ସାମଲ

ଲୋକଙ୍କ ସହ ଭଲ ବ୍ୟବହାର କରିବାକୁ ପଡ଼ିବ: ମନମୋହନ ସାମଲ

July 8, 2025

ମନମୋହନ ସାମଲଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜୋରଦାର ପ୍ରଶଂସା

July 8, 2025

ଜୁଲାଇ ୭ରେ ଜନସାଧାରଣଙ୍କର ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

July 5, 2025
କିଏ ହେବେ ଦଲାଇଲାମାଙ୍କ ଉତ୍ତରାଧିକାରୀ

କିଏ ହେବେ ଦଲାଇଲାମାଙ୍କ ଉତ୍ତରାଧିକାରୀ

July 3, 2025
  • About
  • Careers
  • Contact Us
Sunday, July 27, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ଭୁବନେଶ୍ୱରରେ ଧୀରେ ଧୀରେ କାୟା ମେଲାଉଛି ଡେଙ୍ଗୁ ସଂକ୍ରମଣ

by M M
July 29, 2024
in ବଡ଼ ଖବର, ଭିଡ଼ିଓ, ସ୍ୱାସ୍ଥ୍ୟ ଏବଂ ଜୀବନଶୈଳୀ
0
ଭୁବନେଶ୍ୱରରେ ଧୀରେ ଧୀରେ କାୟା ମେଲାଉଛି ଡେଙ୍ଗୁ ସଂକ୍ରମଣ
491
SHARES
1.4k
VIEWS
Share on FacebookShare on Twitter

ରାଜଧାନୀ ଭୁବନେଶ୍ୱରରେ ଧୀରେ ଧୀରେ କାୟା ମେଲାଉଛି ଡେଙ୍ଗୁ ସଂକ୍ରମଣ। ଏବେ ବର୍ଷାଋତୁ ଚାଲିଥିବାରୁ ସଂକ୍ରମଣ ବଢ଼ି ଚାଲିଛି। ଜୁଲାଇ ୧୬ ସୁଦ୍ଧା ସହରରୁ ୧୧୫ଜଣ ଡେଙ୍ଗୁ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଏବେ ୨ଶହ ପାର୍‌ କରିଛି। ସେହିପରି ରାଜ୍ୟରୁ ପ୍ରାୟ ୧ହଜାର ସଂକ୍ରମଣ ଚିହ୍ନଟ ହୋଇଥିବାବେଳେ ଏଥର ମଧ୍ୟ ଖୋର୍ଦ୍ଧା ଜିଲା ଭୁବନେଶ୍ୱର ପାଇଁ ହଟ୍‌ସ୍ପଟ୍‌ ପାଲଟିଛି। ମିଳିଥିବା ତଥ୍ୟ ମୁତାବକ, ଗତ ୨୭ ତାରିଖ ସୁଦ୍ଧା ସହରରୁ ମୋଟ୍‌ ୨୧୧ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କେବଳ ଜୁଲାଇ ମାସରେ ୧୬୦ଜଣ ସଂକ୍ରମିତ ସହରରୁ ବାହାରିଥିବାବେଳେ ଶେଷ ୧୧ଦିନରେ ୯୬ଜଣ ନୂତନ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଜାଗମରା, ସାଲିଆସାହି, ପଟିଆ ଆଦି ସ୍ଥାନରୁ ବେଶି ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଖଣ୍ଡଗିରି ହଟ୍‌ସ୍ପଟ୍‌ ପାଲଟିଛି। ଏଠାରୁ ସର୍ବାଧିକ ୨୧ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏପରିକି ଗତ ମାସେ ହବ ଏହି ଅଞ୍ଚଳରୁ ଦୈନିକ ଡେଙ୍ଗୁରୋଗୀ ବାହାରୁଥିବା ଜଣାପଡିଛି। ଜାନୁଆରୀରୁ ଜୁଲାଇ ୨୭ ପର୍ଯ୍ୟନ୍ତ ଭୁବନେଶ୍ୱରରେ ମୋଟ୍‌ ୧୧ ହଜାର ୯୧୦ ଟେଷ୍ଟିଂ ହୋଇଛି। ଏଥିରୁ ୪୬୭ ଡେଙ୍ଗୁ ପଜିଟିଭ୍‌ ଚିହ୍ନଟ ହୋଇଥିବାବେଳେ ବିଏମ୍‌ସି ଅଞ୍ଚଳର ୨୧୧ ଜଣ ଓ ଖୋର୍ଦ୍ଧା ଗ୍ରାମାଞ୍ଚଳରୁ ୮୩ଜଣ ରହିଛନ୍ତି। ବାକି ୧୭୩ଜଣ ସଂକ୍ରମିତଙ୍କ ସମ୍ପର୍କରେ କୌଣସି ତଥ୍ୟ ମିଳିପାରୁ ନାହିଁ। ଟେଷ୍ଟିଂ ସମୟରେ ଠିକ୍‌ ତଥ୍ୟ ଦେଇ ନ ଥିବାରୁ ସେମାନଙ୍କୁ ଟ୍ରେସିଂ କରିବା ସମ୍ଭବ ହୋଇପାରୁ ନ ଥିବା ସ୍ବାସ୍ଥ୍ୟ ଅଧିକାରୀ କହିଛନ୍ତି।

Tags: newsroomodisha
Share196Tweet123
M M

M M

  • Trending
  • Comments
  • Latest
ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

February 10, 2025
ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

July 9, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0

କଂଗ୍ରେସର ଅନାସ୍ଥା ପ୍ରସ୍ତାବ ଦାବି- ବିଜେଡି କହିଲା ନିଷ୍ପତ୍ତି ହୋଇନି

July 23, 2025
ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

July 19, 2025

ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଲା ଇଂଲଣ୍ଡ

July 10, 2025

Weather

Bhubaneswar
July 27, 2025, 2:24 pm
 

SW
Slight rain showers
29°C
1.6 m/s
Apparent: 34°C
Pressure: 999 mb
Humidity: 90%
Winds: 1.6 m/s SW
Windgusts: 8.9 m/s
UV-Index: 0
Precip.: 0mm /28% / Rain
Sunrise: 5:19 am
Sunset: 6:26 pm
© 2025 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • About
  • Contact Us
  • Home 1
  • sitemap

Copyright © 2025 Odisha Newsroom