• Latest
  • Trending
ଏକ୍ସପ୍ରେସ୍ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ

ଏକ୍ସପ୍ରେସ୍ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ

July 30, 2024
              +3 ଶ୍ରେଣୀରେ 2ୟ ପର୍ଯ୍ୟାୟ ନାମଲେଖା ବିଜ୍ଞପ୍ତି ତୁରନ୍ତ ପ୍ରକାଶ ପାଇଁ ଦାବି

              +3 ଶ୍ରେଣୀରେ 2ୟ ପର୍ଯ୍ୟାୟ ନାମଲେଖା ବିଜ୍ଞପ୍ତି ତୁରନ୍ତ ପ୍ରକାଶ ପାଇଁ ଦାବି

August 10, 2025
ଟ୍ରମ୍ପଙ୍କ 50 ପ୍ରତିଶତ ଟାରିଫ 100 ପ୍ରତିଶତ ଧୋକା

ଟ୍ରମ୍ପଙ୍କ 50 ପ୍ରତିଶତ ଟାରିଫ 100 ପ୍ରତିଶତ ଧୋକା

August 9, 2025

ଏବେ ବିଦେଶୀ ନୁହେଁ ସ୍ବଦେଶୀ ! କଣ ପଡ଼ିବ ପ୍ରଭାବ

August 9, 2025

ଭୋଟ ଚୋରି

August 9, 2025

କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ମାନହାନି ମାମଲାରେ ଜାମିନ

August 6, 2025

ରିସେପ୍ସନ ଦେଲେ ପିନାକୀ-ମହୁଆ

August 6, 2025
ବଳଙ୍ଗା ପୀଡିତା ମୃତ୍ୟୁ ପରେ ବିଜେଡିର ତୀବ୍ର ପ୍ରତିକ୍ରିୟା

ବଳଙ୍ଗା ପୀଡିତା ମୃତ୍ୟୁ ପରେ ବିଜେଡିର ତୀବ୍ର ପ୍ରତିକ୍ରିୟା

August 3, 2025

ମୋଦି କହିଲେ ଅପରେସନ ସିନ୍ଦୂର ସମୟରେ କଣ ଘଟିଥିଲା

July 30, 2025

କଂଗ୍ରେସର ଅନାସ୍ଥା ପ୍ରସ୍ତାବ ଦାବି- ବିଜେଡି କହିଲା ନିଷ୍ପତ୍ତି ହୋଇନି

July 23, 2025
ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

July 19, 2025
  • About
  • Careers
  • Contact Us
Sunday, August 10, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ଏକ୍ସପ୍ରେସ୍ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ

by M M
July 30, 2024
in ଦେଶ ବିଦେଶ, ବଡ଼ ଖବର, ଭିଡ଼ିଓ
0
ଏକ୍ସପ୍ରେସ୍ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ
491
SHARES
1.4k
VIEWS
Share on FacebookShare on Twitter

ଏକ୍ସପ୍ରେସ୍ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ।  ହାଓ୍ବଡା-ମୁମ୍ବାଇ ଏକ୍ସପ୍ରେସ୍ ଝାଡଖଣ୍ଡର ରାଜଖରସୁଆଁରେ ଲାଇନଚ୍ୟୁତ ହୋଇଛି। ଆଜି ଭୋର୍ ସମୟରେ ଏକ୍ସପ୍ରେସଟି ଏକ ମାଲବାହୀକୁ ଧକ୍କା ଦେଇ ଲାଇନଚ୍ୟୁତ ହୋଇଛି। ପ୍ରାଥମିକ ସୂଚନା ଅନୁଯାୟୀ ଏଥିରେ ୬ ଜଣ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି। ବର୍ତ୍ତମାନ ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଚକ୍ରଧରପୁର ଡିଭିଜନର ରାଜଖରସୁଆଁରୁ ୭ କିଲୋମିଟର ଦୂରରେ ଏହି ଦୁର୍ଘଟଣା ଘଟିଛି। ରାଉରକେଲା, ଝାରସୁଗୁଡା , ଚକ୍ରଧରପୁର , ଟାଟାନଗର ପାଇଁ ହେଲ୍ପଲାଇନ୍ ନମ୍ବର ଜାରି ହୋଇଛି। ରାଉରକେଲାପାଇଁ୦୬୬୧-୨୫୦୧୦୭୨/୨୫୦୦୨୪୪/୨୫୦୦୨୪୪/୨୫୦୦୧୯୧/୨୫୦୦୧୭୧ନମ୍ବର ରହିଥିବା ବେଳେ ଝାରସୁଗୁଡା ପାଇଁ ହେଲ୍ପଲାଇନ ନମ୍ବର ୦୬୬୪୫-୨୭୨୫୩୦ ରହିଛି। ସେହିପରି ଚକ୍ରଧରପୁର ପାଇଁ ୭୨୭୭୦,୦୬୫୮୭-୨୩୮୦୭୨, ଟାଟାନଗର ପାଇଁ ୦୬୫୭-୨୨୯୦୩୨୪ ରହିଛି।

Tags: newsroomodisha
Share196Tweet123
M M

M M

  • Trending
  • Comments
  • Latest
ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

February 10, 2025
ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

July 9, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
              +3 ଶ୍ରେଣୀରେ 2ୟ ପର୍ଯ୍ୟାୟ ନାମଲେଖା ବିଜ୍ଞପ୍ତି ତୁରନ୍ତ ପ୍ରକାଶ ପାଇଁ ଦାବି

              +3 ଶ୍ରେଣୀରେ 2ୟ ପର୍ଯ୍ୟାୟ ନାମଲେଖା ବିଜ୍ଞପ୍ତି ତୁରନ୍ତ ପ୍ରକାଶ ପାଇଁ ଦାବି

August 10, 2025
ଟ୍ରମ୍ପଙ୍କ 50 ପ୍ରତିଶତ ଟାରିଫ 100 ପ୍ରତିଶତ ଧୋକା

ଟ୍ରମ୍ପଙ୍କ 50 ପ୍ରତିଶତ ଟାରିଫ 100 ପ୍ରତିଶତ ଧୋକା

August 9, 2025

ଏବେ ବିଦେଶୀ ନୁହେଁ ସ୍ବଦେଶୀ ! କଣ ପଡ଼ିବ ପ୍ରଭାବ

August 9, 2025

Weather

Bhubaneswar
August 10, 2025, 10:17 am
 

SSW
Slight rain showers
33°C
2.3 m/s
Apparent: 34°C
Pressure: 1006 mb
Humidity: 90%
Winds: 2.3 m/s SSW
Windgusts: 6.1 m/s
UV-Index: 0
Precip.: 0mm /50% / Rain
Sunrise: 5:24 am
Sunset: 6:18 pm
© 2025 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • About
  • Contact Us
  • Home 1
  • sitemap

Copyright © 2025 Odisha Newsroom