• Latest
  • Trending
କେରଳରେ ଭୟଙ୍କର ଭୂସ୍ଖଳନ: ବଢୁଛି ମୃତ୍ୟୁସଂଖ୍ୟା

କେରଳରେ ଭୟଙ୍କର ଭୂସ୍ଖଳନ: ବଢୁଛି ମୃତ୍ୟୁସଂଖ୍ୟା

Jul-30-2024 01:21 PM IST
ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

Feb-02-2026 07:41 PM IST
ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

Feb-02-2026 07:36 PM IST
ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

Feb-02-2026 07:06 PM IST
ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

Feb-02-2026 07:03 PM IST
କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

Feb-02-2026 07:00 PM IST
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

Feb-01-2026 06:32 PM IST
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

Feb-01-2026 06:29 PM IST
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

Feb-01-2026 06:26 PM IST
କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

Feb-01-2026 06:22 PM IST
ବଜେଟ ପରେ ସୁନା ବଢ଼ିଲା ନା କମିଲା ?

ବଜେଟ ପରେ ସୁନା ବଢ଼ିଲା ନା କମିଲା ?

Feb-01-2026 06:18 PM IST
  • About
  • Careers
  • Contact Us
Monday, February 2, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

କେରଳରେ ଭୟଙ୍କର ଭୂସ୍ଖଳନ: ବଢୁଛି ମୃତ୍ୟୁସଂଖ୍ୟା

by M M
Jul-30-2024 01:21 PM IST
in ଦେଶ ବିଦେଶ, ବଡ଼ ଖବର, ଭିଡ଼ିଓ
0
କେରଳରେ ଭୟଙ୍କର ଭୂସ୍ଖଳନ: ବଢୁଛି ମୃତ୍ୟୁସଂଖ୍ୟା
491
SHARES
1.4k
VIEWS
Share on FacebookShare on Twitter

କେରଳର ଓ୍ବାଇନାଡରେ ଲଗାଣ ବର୍ଷା ପରେ ଭୟଙ୍କର ଭୂସ୍ଖଳନ ହୋଇଛି। ଏଥିରେ ୧୯ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୦୦ରୁ ଅଧିକ ଲୋକ ମାଟି ତଳେ ପୋତି ହୋଇ ରହିଥିବା ସୂଚନା ମିଳିଛି।  ପ୍ରଥମେ ରାତି ୨ଟାରେ ଓ ପରେ ସକାଳ ପ୍ରାୟ ୪ଟା ୧୦ରେ ଆଉ ଏକ ଭୂସ୍ଖଳନ ଘଟିଥିଲା । ପ୍ରାୟ ୧୦୦ରୁ ଅଧିକ ଲୋକ ମାଟି ତଳେ ପଶିରହିଛନ୍ତି। ସେମାନଙ୍କୁ ଉଦ୍ଧାର କରିବା ଲାଗି ଉଦ୍ୟମ ଜାରି ରହିଛି। ମୃତକଙ୍କ ମଧ୍ୟରେ ଦୁଇ ଜଣ ଶିଶୁ ଥିବା ଜଣାପଡିଛି। ଆଗକୁ ଆହୁରି ମୃତକଙ୍କ ସଂଖ୍ୟା ବଢିବାର ଆଶଙ୍କା ରହିଛି। ଉଦ୍ଧାର କାର୍ଯ୍ୟରେ ଏନଡିଆରଏଫ୍ ଟିମ୍ ଏବଂ ବାୟୁସେନାର ଦୁଇଟି ହେଲିକପ୍ଟର ନିୟୋଜିତ ଅଛି। ଜରୁରୀକାଳୀନ ସହାୟତା ପାଇଁ ହେଲ୍ପଲାଇନ୍ ନମ୍ବର ଜାରି କରାଯାଇଛି। ଭୂସ୍ଖଳନ ଯୋଗୁ ୧୬ ଲୋକ ଆହତ ହୋଇଛନ୍ତି। ସେମାନଙ୍କୁ ଓ୍ୱାଇନାଡର ମେପ୍ପାଡିସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେପଟେ ଏହି ଅଘଟଣକୁ ନେଇ କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ କହିଛନ୍ତି ଉଦ୍ଧାର କାର୍ଯ୍ୟରେ ରାଜ୍ୟର ସମସ୍ତ ସରକାରୀ ଏଜେନ୍ସି ନିୟୋଜିତ ଅଛନ୍ତି ।  ପ୍ରପୀତିତ ଲୋକଙ୍କୁ ସମସ୍ତ ପ୍ରକାର ସାହାର୍ଯ୍ୟ ସହଯୋଗ ଯୋଗାଇ ଦିଆଯିବ। ଅନ୍ୟପଟେ ଆସନ୍ତା ତିନି ଘଣ୍ଟା ମଧ୍ୟରେ କେରଳର କୋଲାମ, ଆଲାପୁଝା, କୋଟାୟାମ, ଏର୍ନାକୁଲମ୍ଏବଂ ମାଲାପୁରମ୍ ଜିଲ୍ଲାର ବିଚ୍ଛିନ୍ନ ସ୍ଥାନରେ ପ୍ରବଳରୁ ପ୍ରବଳ ବର୍ଷା ହେବାର ନେଇ ସମ୍ଭାବନା ରହିଛି।

Tags: newsroomodisha
Share196Tweet123
M M

M M

ଆଜିର ପାଗ

Bhubaneswar
February 2, 2026, 8:37 PM
 
SSE
Clear sky
22°C
1.7 m/s
Apparent: 23°C
Pressure: 1018 mb
Humidity: 88%
Winds: 1.7 m/s SSE
Windgusts: 6.3 m/s
UV-Index: 0
Precip.: 0mm /0% / Rain
Sunrise: 6:21 AM
Sunset: 5:38 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

February 2, 2026
ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

February 2, 2026
ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

February 2, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom