• Latest
  • Trending
କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

Aug-01-2024 01:24 PM IST
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

Feb-01-2026 06:32 PM IST
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

Feb-01-2026 06:29 PM IST
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

Feb-01-2026 06:26 PM IST
କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

Feb-01-2026 06:22 PM IST
ବଜେଟ ପରେ ସୁନା ବଢ଼ିଲା ନା କମିଲା ?

ବଜେଟ ପରେ ସୁନା ବଢ଼ିଲା ନା କମିଲା ?

Feb-01-2026 06:18 PM IST
ବଜେଟ୍ ୨୦୨୬ , ବଡ଼ ଆଶା

ବଜେଟ୍ ୨୦୨୬ , ବଡ଼ ଆଶା

Feb-01-2026 11:20 AM IST
ପର୍ଯ୍ୟଟନ ଶିଳ୍ପକୁ ଆଗକୁ ନେବ ‘ଗୋପାଳପୁର ବେଳାଭୂମି ମହୋତ୍ସବ

ପର୍ଯ୍ୟଟନ ଶିଳ୍ପକୁ ଆଗକୁ ନେବ ‘ଗୋପାଳପୁର ବେଳାଭୂମି ମହୋତ୍ସବ

Jan-31-2026 11:30 PM IST
T20 ବିଶ୍ବକପ ବିବାଦରେ ସମୟ ବିତୁଛି ; ଚିନ୍ତା ବଢୁଛି; ଡ୍ରାମା କରୁଛି ପାକିସ୍ତାନ

T20 ବିଶ୍ବକପ ବିବାଦରେ ସମୟ ବିତୁଛି ; ଚିନ୍ତା ବଢୁଛି; ଡ୍ରାମା କରୁଛି ପାକିସ୍ତାନ

Jan-31-2026 11:27 PM IST
ବିଜେଡି ବଞ୍ଚିବାର ଫର୍ମୁଲା କଣ ? ଇତିହାସ କହିଲେ ରାଜାରାମ

ବିଜେଡି ବଞ୍ଚିବାର ଫର୍ମୁଲା କଣ ? ଇତିହାସ କହିଲେ ରାଜାରାମ

Jan-31-2026 11:25 PM IST
ସୁଶାନ୍ତ ସିଂଙ୍କ ପରେ କଳିକେଶଙ୍କୁ ନେଇ ଚର୍ଚ୍ଚା; ପଛରେ କିଏ କରୁଛି ରାଜନୀତି ?

ସୁଶାନ୍ତ ସିଂଙ୍କ ପରେ କଳିକେଶଙ୍କୁ ନେଇ ଚର୍ଚ୍ଚା; ପଛରେ କିଏ କରୁଛି ରାଜନୀତି ?

Jan-31-2026 11:22 PM IST
  • About
  • Careers
  • Contact Us
Monday, February 2, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଖେଳ

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

by M M
Aug-01-2024 01:24 PM IST
in ଖେଳ, ବଡ଼ ଖବର, ଭିଡ଼ିଓ
0
କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ
491
SHARES
1.4k
VIEWS
Share on FacebookShare on Twitter

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ। ୭୧ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । ଅନେକ ଦିନ ଧରି ସେ ରକ୍ତ କର୍କଟ ରୋଗରେ ପୀଡିତ ଥିଲେ । ଲଣ୍ଡନର କିଙ୍ଗସ କଲେଜ ହସ୍ପିଟାଲରେ ଚିକିତ୍ସା ପରେ ଗତ ମାସରେ ସେ ଭାରତ ଫେରିଥିଲେ। ଏମିତିକି ତାଙ୍କ ଚିକିତ୍ସା ପାଇଁ ବିସିସିଆଇ ପକ୍ଷରୁ ମଧ୍ୟ ୧ କୋଟି ଟଙ୍କାର ସହାୟତା ପ୍ରଦାନ କରାଯାଇଥିଲା। ୧୯୮୩ ଦିନିକିଆ ବିଶ୍ୱକପ୍ ବିଜୟୀ ଭାରତୀୟ ଦଳର ସଦସ୍ୟ ହେଉଛନ୍ତି ଗାଏକ୍ୱାଡ। ୧୯୭୫ ମସିହାଠାରୁ ୧୯୮୭ ମସିହା ପର୍ଯ୍ୟନ୍ତ ସେ ୪୦ ଟେଷ୍ଟ, ୧୫ ଦିନିକିଆ ମ୍ୟାଚ ଖେଳିଛନ୍ତି। ୧୯୯୭ ମସିହାରେ ତାଙ୍କୁ ଭାରତୀୟ ଦଳର ପ୍ରଶିକ୍ଷକ ଭାବେ ନିଯୁକ୍ତ କରାଯାଇଥିଲା ।ତାଙ୍କ ସମୟରେ ପୂର୍ବତନ କ୍ରିକେଟର ଅନୀଲ କୁମ୍ବଲେ ପାକିସ୍ତାନ ବିପକ୍ଷରେ ଗୋଟିଏ ପାଳିରେ ସମସ୍ତ ୱିକେଟ ଅକ୍ତିଆର କରି ଚର୍ଚ୍ଚାକୁ ଆସିଥିଲେ । ଗାଏକ୍ୱାଡଙ୍କ ମୃତ୍ୟୁରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବିସିସିଆଇ ସମ୍ପାଦକ ଜୟ ଶାହା ଶୋକ ପ୍ରକାଶ କରିଛନ୍ତି।

Share196Tweet123
M M

M M

ଆଜିର ପାଗ

Bhubaneswar
February 2, 2026, 4:24 AM
 
N
Overcast
19°C
0.6 m/s
Apparent: 23°C
Pressure: 1018 mb
Humidity: 88%
Winds: 0.6 m/s N
Windgusts: 6.5 m/s
UV-Index: 0
Precip.: 0mm /0% / Rain
Sunrise: 6:21 AM
Sunset: 5:38 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

February 1, 2026
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

February 1, 2026
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

February 1, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom