• Latest
  • Trending

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

Aug-01-2024 01:34 PM IST
ବାତ୍ୟା ଦ୍ୱନ୍ଦ୍ୱ ମଧ୍ୟରେ ସୃଷ୍ଚି ହେଲା ଘୂର୍ଣ୍ଣିବଳୟ, ଦିନକ ପରେ ନେବ ଲଘୁଚାପର ରୂପ

ବାତ୍ୟା ଦ୍ୱନ୍ଦ୍ୱ ମଧ୍ୟରେ ସୃଷ୍ଚି ହେଲା ଘୂର୍ଣ୍ଣିବଳୟ, ଦିନକ ପରେ ନେବ ଲଘୁଚାପର ରୂପ

May-09-2026 03:55 PM IST
‘ନବୀନ ନିବାସ’ ସାମ୍ନାରୁ ହଟିବ ବ୍ୟାରିକେଡ୍‌ !

‘ନବୀନ ନିବାସ’ ସାମ୍ନାରୁ ହଟିବ ବ୍ୟାରିକେଡ୍‌ !

May-09-2026 03:42 PM IST
ଭାତ ଖାଇଲେ ବଢ଼େ କି ମୋଟା ପଣ , ଜାଣନ୍ତୁ ଏହା ପଛର ସତ ?

ଭାତ ଖାଇଲେ ବଢ଼େ କି ମୋଟା ପଣ , ଜାଣନ୍ତୁ ଏହା ପଛର ସତ ?

May-09-2026 01:22 PM IST
ଶୁଭେନ୍ଦୁ ଅଧିକାରୀଙ୍କ ସହିତ ଶପଥ ନେଇଥିବା ପାଞ୍ଚ ଜଣ ମନ୍ତ୍ରୀ କିଏ ?

ଶୁଭେନ୍ଦୁ ଅଧିକାରୀଙ୍କ ସହିତ ଶପଥ ନେଇଥିବା ପାଞ୍ଚ ଜଣ ମନ୍ତ୍ରୀ କିଏ ?

May-09-2026 01:08 PM IST
ପଶ୍ଚିମବଙ୍ଗରେ ଚାଲିଥିଲା ଶପଥ ଗ୍ରହଣ ଉତ୍ସବ; ପାଦ ଛୁଇଁ ମୁଣ୍ଡିଆ ମାରିଲେ ପ୍ରଧାନମନ୍ତ୍ରୀ, ଜାଣନ୍ତୁ ସେ କିଏ?

ପଶ୍ଚିମବଙ୍ଗରେ ଚାଲିଥିଲା ଶପଥ ଗ୍ରହଣ ଉତ୍ସବ; ପାଦ ଛୁଇଁ ମୁଣ୍ଡିଆ ମାରିଲେ ପ୍ରଧାନମନ୍ତ୍ରୀ, ଜାଣନ୍ତୁ ସେ କିଏ?

May-09-2026 01:02 PM IST
ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ

May-09-2026 12:21 PM IST
ଶନି ଦେବଙ୍କ ପୂଜାରେ କାହିଁକି ବ୍ୟବହାର ହୁଏ ନାହିଁ ତମ୍ବା ପାତ୍ର ? ଜାଣନ୍ତୁ ଏହା ପଛର କାରଣ

ଶନି ଦେବଙ୍କ ପୂଜାରେ କାହିଁକି ବ୍ୟବହାର ହୁଏ ନାହିଁ ତମ୍ବା ପାତ୍ର ? ଜାଣନ୍ତୁ ଏହା ପଛର କାରଣ

May-09-2026 11:16 AM IST
କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା; ସିଡିଏସ୍ ହେବେ ଏନଏସ ରାଜା ସୁବ୍ରମଣି

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା; ସିଡିଏସ୍ ହେବେ ଏନଏସ ରାଜା ସୁବ୍ରମଣି

May-09-2026 10:56 AM IST
ଆଜିଠୁ ପଶ୍ଚିମବଙ୍ଗରେ ବିଜେପି ସରକାର; ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶୁଭେନ୍ଦୁ ଅଧିକାରୀ, ସୁରକ୍ଷା ବ୍ୟବସ୍ଥା କଡାକଡି

ଆଜିଠୁ ପଶ୍ଚିମବଙ୍ଗରେ ବିଜେପି ସରକାର; ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶୁଭେନ୍ଦୁ ଅଧିକାରୀ, ସୁରକ୍ଷା ବ୍ୟବସ୍ଥା କଡାକଡି

May-09-2026 08:32 AM IST
ଆଜି କେମିତି କଟିବ ଆପଣଙ୍କ ଦିନ? କ’ଣ କହୁଛି ଆପଣଙ୍କ ରାଶିଫଳ? ଜାଣନ୍ତୁ…

ଆଜି କେମିତି କଟିବ ଆପଣଙ୍କ ଦିନ? କ’ଣ କହୁଛି ଆପଣଙ୍କ ରାଶିଫଳ? ଜାଣନ୍ତୁ…

May-09-2026 07:10 AM IST
  • About
  • Careers
  • Contact Us
Saturday, May 9, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

by M M
Aug-01-2024 01:34 PM IST
in ଦେଶ ବିଦେଶ, ବଡ଼ ଖବର, ଭିଡ଼ିଓ
0
491
SHARES
1.4k
VIEWS
Share on FacebookShare on Twitter

ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା । କାଦୁଅ ମାଟିରେ ଏବେ ବି ଚାଲିଛି ଜୀବନର ସନ୍ଧାନ । ସେନା ଓ ଏନଡିଆରଏଫ ଉଦ୍ଧାରକାମ ଜାରି ରଖିଛନ୍ତି । ତେବେ ବର୍ଷାକୁ ନେଇ ପୂର୍ବାନୁମାନ କରିଥିଲା ପାଣିପାଗ ବିଭାଗ । ସତର୍କ କରିଥିଲା କେନ୍ଦ୍ର । କିନ୍ତୁ ଏହାକୁ ଖାତିର କରିନଥିଲେ କେରଳ ସରକାର । ଏନେଇ ଦୁଃଖପ୍ରକାଶ କରିବା ସହ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ କେରଳ ସରକାରଙ୍କୁ ଟାର୍ଗେଟ କରିଛନ୍ତି । ଓଡ଼ିଶା , ଗୁଜରାଟ ଭଳି ରାଜ୍ୟ ଆଗୁଆ ସୂଚନାକୁ ନେଇ ସତର୍କ ରହୁଥିବା ବେଳେ କେରଳ ସରକାରଙ୍କ ଖାମଖିଆଲି ମନୋଭାବ ଅନେକ ଲୋକଙ୍କ ପ୍ରାଣହାନୀ ଘଟାଇଥିବା ସେ କହିଛନ୍ତି ।

ପାହାଡ଼ ଧସିଯିବାରୁ କେତେକ ଗାଁ ମାଟି ତଳେ ରହିଯାଇଛି । ଏବେ ସୁଦ୍ଧା 250 ଲୋକଙ୍କ ଜୀବନ ଚାଲିଯାଇଥିବା ସୂଚନା ମିଳିଛି । ସେହିପରି 240 ଜଣ ନିଖୋଜ ଅଛନ୍ତି, ସେମାନଙ୍କ କୌଣସି ଖୋଜ ଖବର କି ପତ୍ତା ମିଳୁନାହିଁ । ପ୍ରଭାବିତଙ୍କୁ ଅସ୍ଥାୟୀ ଶିବିରରେ ରଖାଯାଇଛି । ୱାୟନାଡର ଭୟଙ୍କର ଭୁସ୍ଖଳନରେ ଗୋଟିଏ ସ୍ଥାନରୁ ଅନ୍ୟସ୍ଥାନ ବିଚ୍ଛିନ୍ନ ହେବା ଯୋଗୁଁ ଯୋଗାଯୋଗ ଓ ଯାତାୟତ ବେଶ ବାଧାପ୍ରାପ୍ତ ହୋଇପଡିଛି । ତେଣୁ ଅସ୍ଥାୟୀ ପୋଲ କରି  ଉଦ୍ଧାର କାର୍ଯ୍ୟ ଚାଲିଛି । କେରଳ ପୁଲିସ, ଏନଡିଆରଏଫ ଟିମ ଓ ଭାରତୀୟ ବାୟୁସେନା ଉଦ୍ଧାରକାର୍ଯ୍ୟ ଜାରି ରଖିଛି । ଭୁସ୍ଖଳନ ପ୍ରଭାବିତଙ୍କ ପାଇଁ ଶତାଧିକ ଅସ୍ଥାୟୀ ଶିବିର ବନ୍ଦୋବସ୍ତ କରାଯିବା ସହ ୫ହଜାର ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି ।

Tags: newsroomodisha
Share196Tweet123
M M

M M

ଆଜିର ପାଗ

Bhubaneswar
May 9, 2026, 8:55 PM
 
S
Clear sky
28°C
2.8 m/s
Apparent: 33°C
Pressure: 1009 mb
Humidity: 96%
Winds: 2.8 m/s S
Windgusts: 9.4 m/s
UV-Index: 0
Precip.: 0mm /63% / Rain
Sunrise: 5:12 AM
Sunset: 6:13 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom