• Latest
  • Trending

ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

Aug-01-2024 01:58 PM IST
odisha.newsroom.in

ତାମିଲନାଡୁରେ ବିଜୟଙ୍କ ଦବଦବା…ଛତ୍ରଭଙ୍ଗ ଦେଲେଣି DMK କର୍ମୀ

May-04-2026 11:20 AM IST
odisha.newsroom.in

ବେଙ୍ଗଲରେ ବିଜେପି ଆଗରେ, ତାମିଲନାଡୁରେ ବିଜୟଙ୍କ TVK ର କମାଲ

May-04-2026 10:37 AM IST
odisha.newsroom.in

ପ୍ରାରମ୍ଭିକ ଟ୍ରେଣ୍ଡରେ ମମତାଙ୍କୁ ପଛରେ ପକାଇଲେ ଶୁଭେନ୍ଦୁ ଅଧିକାରୀ

May-04-2026 09:54 AM IST
odisha.newsroom.in

ସାନି ମତଦାନ ବେଳେ ବେଙ୍ଗଲରେ ଭୟଙ୍କର ହିଂସା…TMC – BJP କର୍ମୀ ହାତାହାତି

May-02-2026 05:59 PM IST
odisha.newsroom.in

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ …ଜାଣିବାକୁ ଏହି Link ରେ କ୍ଲିକ କରନ୍ତୁ…

May-02-2026 04:27 PM IST
odisha.newsroom.in

ମମତା ବାନାର୍ଜୀଙ୍କୁ ସୁପ୍ରିମକୋର୍ଟରେ ବଡ଼ ଝଟ୍‌କା…ଆବେଦନ ଖାରଜ…

May-02-2026 03:51 PM IST
odisha.newsroom.in

ଆପଣଙ୍କ ମୋବାଇଲକୁ ଆସିଲା କି ଏମର୍ଜେନ୍ସି ଆଲର୍ଟ ? ଭୟଭୀତ ହୁଅନ୍ତୁନି…

May-02-2026 12:44 PM IST
odisha.newsroom.in

ମାଡ଼ି ଆସୁଛି ବଡ଼ ଲଘୁଚାପ: ଅଧିକ ଘନୀଭୂତ ହୋଇ ନେଇପାରେ ବାତ୍ୟାର ରୂପ…

May-02-2026 12:20 PM IST
odisha.newsroom.in

EVM ଟାମ୍ପରିଂ ଅଭିଯୋଗ…ପଶ୍ଚିମବଙ୍ଗର ୧୫ଟି ବୁଥରେ ପୁନଃ ମତଦାନ ଆରମ୍ଭ…

May-02-2026 11:45 AM IST
odisha.newsroom.in

ବଲାଙ୍ଗିର ଜିଲ୍ଲାରେ ଭୂକମ୍ପ ଝଟକା…ଭୟରେ ଘରୁ ବାହାରି ଆସିଲେ ଲୋକେ…

May-02-2026 11:24 AM IST
  • About
  • Careers
  • Contact Us
Monday, May 4, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

by M M
Aug-01-2024 01:58 PM IST
in ବଡ଼ ଖବର, ରାଜନୀତି, ରାଜ୍ୟ
0
491
SHARES
1.4k
VIEWS
Share on FacebookShare on Twitter

କିଏ ହେବେ ସଭାପତି ।  ରାଜ୍ୟରେ କଂଗ୍ରେସ ହାଇକମାଣ୍ଡ କାହା ଉପରେ ଭରସା କରିବେ ତାକୁ ନେଇ ଚାଲିଛି ଆଲୋଚନା । ଦିଲ୍ଲୀରେ ଏନେଇ ସବୁ କିଛି ନିଷ୍ପତ୍ତି ହେବ । ତେବେ କେଉଁ ନେତା ସଭାପତି ହେବେ ସେ ନେଇ ଲବି ଆରମ୍ଭ ହୋଇଯାଇଛି ।  ପିସିସି ସଭାପତି ଦୌଡ଼ରେ ଅନେକ ବରିଷ୍ଠ ନେତା ଚାହୁଁଛନ୍ତି ସଭାପତି ହେବା ପାଇଁ  । ଓଡିଶାର କେତେକ କଂଗ୍ରେସ ନେତା ଦିଲ୍ଲୀ ଗସ୍ତ କରିଥିବା ଜଣାପଡିଛି।  ଦିଲ୍ଲୀରୁ ଫେରିବା ପରେ ବରିଷ୍ଠ କଂଗ୍ରେସ ନେତା ବିଜୟ ପଟ୍ଟନାୟକ କହିଛନ୍ତି ଓଡ଼ିଶା ସ୍ୱାର୍ଥ ପାଇଁ ଯିଏ ଲଢ଼ିପାରୁଥିବ, ସରକାରରେ ଆସିବା ପାଇଁ ଯିଏ ସମ୍ପୂର୍ଣ ପ୍ରୟାସ କରିପାରୁଥିବ ସେଭଳି ଲୋକଙ୍କୁ ଏଆଇସିସି ପିସିସି ସଭାପତି ଭାବେ ନିଯୁକ୍ତ କରିବ । ରାହୁଲ ଗାନ୍ଧୀ ଚାହୁଁଛନ୍ତି ଯୁବ ନେତୃତ୍ବଙ୍କୁ ଦାୟିତ୍ବ ମିଳିବ  । ତେବେ କାହା ଲବି ଦିଲ୍ଲୀରେ କାମ କରୁଛି ତାହା କୁ ଅପେକ୍ଷା କରିଛନ୍ତି କଂଗ୍ରେସର ବରିଷ୍ଠ ନେତାମାନେ । ନିର୍ବାଚନରେ ଦଳର ଶୋଚନୀୟ ପରାଜୟ ପରେ ରାଜ୍ୟ କଂଗ୍ରେସ ପୁଣି ଶକ୍ତି ସଂଚାର କରି ଆଗାମୀ ନିର୍ବାଚନ ପାଇଁ ପ୍ରସ୍ତୁତ ହେବାକୁ ନୂଆ ନେତୃତ୍ବ ସନ୍ଧାନରେ ଅଛି । ପଂଚାୟତ ନିର୍ବାଚନ ପୂର୍ବରୁ ଦଳୁ ବଳ ବଢ଼ାଇବାକୁ କସରତ କରିବାକୁ ପଡ଼ିପାରେ ।

Share196Tweet123
M M

M M

ଆଜିର ପାଗ

Bhubaneswar
May 4, 2026, 11:52 AM
 

S
Mainly clear
34°C
3.5 m/s
Apparent: 31°C
Pressure: 1007 mb
Humidity: 97%
Winds: 3.5 m/s S
Windgusts: 10.8 m/s
UV-Index: 0
Precip.: 0mm /35% / Rain
Sunrise: 5:15 AM
Sunset: 6:11 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom