• Latest
  • Trending
ଗୋଲାମୁଣ୍ଡା ବିଡିଓ ଅକ୍ଷମିତା କାର୍ତ୍ତିକ ଭିଜିଲାନ୍ସ ଦ୍ବାରା ଗିରଫ

ଗୋଲାମୁଣ୍ଡା ବିଡିଓ ଅକ୍ଷମିତା କାର୍ତ୍ତିକ ଭିଜିଲାନ୍ସ ଦ୍ବାରା ଗିରଫ

Aug-02-2024 05:00 PM IST
ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

Feb-02-2026 07:41 PM IST
ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

Feb-02-2026 07:36 PM IST
ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

Feb-02-2026 07:06 PM IST
ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

Feb-02-2026 07:03 PM IST
କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

Feb-02-2026 07:00 PM IST
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

Feb-01-2026 06:32 PM IST
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

Feb-01-2026 06:29 PM IST
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

Feb-01-2026 06:26 PM IST
କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

Feb-01-2026 06:22 PM IST
ବଜେଟ ପରେ ସୁନା ବଢ଼ିଲା ନା କମିଲା ?

ବଜେଟ ପରେ ସୁନା ବଢ଼ିଲା ନା କମିଲା ?

Feb-01-2026 06:18 PM IST
  • About
  • Careers
  • Contact Us
Monday, February 2, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ଗୋଲାମୁଣ୍ଡା ବିଡିଓ ଅକ୍ଷମିତା କାର୍ତ୍ତିକ ଭିଜିଲାନ୍ସ ଦ୍ବାରା ଗିରଫ

ଲୋଭୀ ବିଡିଓଙ୍କ ଟଙ୍କା ପ୍ରେମ

by M M
Aug-02-2024 05:00 PM IST
in ବଡ଼ ଖବର, ଭିଡ଼ିଓ, ରାଜ୍ୟ
0
ଗୋଲାମୁଣ୍ଡା ବିଡିଓ ଅକ୍ଷମିତା କାର୍ତ୍ତିକ ଭିଜିଲାନ୍ସ ଦ୍ବାରା ଗିରଫ
491
SHARES
1.4k
VIEWS
Share on FacebookShare on Twitter

କାରରେ ରଖିଥିଲେ ପୁଳା ପୁଳା ଟଙ୍କା  । ଧରାପଡ଼ିଲେ ଗିରଫ ହେଲେ ବିଡିଓ ।  କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବିଡିଓ ଅକ୍ଷମିତା କାର୍ତ୍ତିକ ୪ ଲକ୍ଷ ୯୨ ହଜାର ଟଙ୍କା ନେଇ ଯାଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିବା ପରେ ତାଙ୍କୁ ଭିଜିଲାନ୍ସ ଗିରଫ କରିଛି।  କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ପଟୁ ଗୋଲାମୁଣ୍ଡା ଯାଉଥିବା ବେଳେ ଜାରିଙ୍ଗ ଛକ ନିକଟରେ ଗୋଲାମୁଣ୍ଡା ବିଡ଼ିଓ ଅକ୍ଷମିତା କାର୍ତ୍ତିକଙ୍କ ଗାଡ଼ିକୁ ଅଟକାଇ ଭିଜିଲାନ୍ସ ବିଭାଗ ଚଢ଼ାଉ କରିଥିଲେ। ବିଡିଓ ଅକ୍ଷମିତା କାର୍ତ୍ତିକ ଗାଡ଼ି ନମ୍ବର ଓଡ଼ି ୦୨ ସିଏଚ ୨୪୨୪ ବୋଲେରୋରେ ୪ଲକ୍ଷ ୯୨ ଲକ୍ଷ ଟଙ୍କା ନେଉଥିବା ଦେଖାଯାଇଥିଲା । ଏହି ଟଙ୍କା କାହାର ବୋଲି ପଚାରିବାରୁ ସଠିକ ଉତ୍ତର ଦେଇ  ପାରିଥିନଲେ ସେ । ବିଡିଓଙ୍କ ବ୍ୟତୀତ ଏହି ଗାଡ଼ିରେ ଥିବା କ୍ଷେତ୍ରମୋହନ ମାଝୀ, ବ୍ଲକ ପ୍ରୋଗ୍ରାମ କୋର୍ଡ଼ିନେଟର ମଧୁସୂଦନ ସାହୁଙ୍କୁ ମଧ୍ୟ ଭିଜିଲାନ୍ସ ବିଭାଗ ଅଟକ ରଖିଥିଲା। ସେହିଭଳି ଅକ୍ଷମିତା କାର୍ତ୍ତିକଙ୍କ ପୈତୃକ ଘର କୋରାପୁଟ, ଭୁବନେଶ୍ୱର, ରାୟଗଡ଼ା ଏବଂ ଗୋଲାମୁଣ୍ଡା ବ୍ଲକର ଦୁଇଟି ଜାଗାରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଜାରି ରହିଥିବା ନେଇ ଭିଜିଲାନ୍ସ ବିଭାଗ ପକ୍ଷରୁ ସୂଚନା ମିଳିଛି।

Tags: newsroomodisha
Share196Tweet123
M M

M M

ଆଜିର ପାଗ

Bhubaneswar
February 2, 2026, 11:40 PM
 
E
Clear sky
20°C
0.2 m/s
Apparent: 23°C
Pressure: 1018 mb
Humidity: 88%
Winds: 0.2 m/s E
Windgusts: 6.8 m/s
UV-Index: 0
Precip.: 0mm /0% / Rain
Sunrise: 6:21 AM
Sunset: 5:38 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

February 2, 2026
ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

February 2, 2026
ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

February 2, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom