• Latest
  • Trending
ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା ଇସ୍ତଫା ଦେଇ ଭାରତ ଆସିଲେ

ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା ଇସ୍ତଫା ଦେଇ ଭାରତ ଆସିଲେ

Aug-05-2024 04:05 PM IST

ବିକ୍ରମ ଜେଲରେ, ନବୀନଙ୍କ ଗଂଜାମ ଗଡ଼ ଏବେ ସଙ୍କଟରେ !

Oct-26-2025 10:42 AM IST
ପାର୍ବଣ ଋତୁରେ ଲୋକଙ୍କ ପସନ୍ଦ ଟ୍ରେନ୍ , ବଢ଼ୁଛି ଯାତ୍ରୀଙ୍କ ସଂଖ୍ୟା

ପାର୍ବଣ ଋତୁରେ ଲୋକଙ୍କ ପସନ୍ଦ ଟ୍ରେନ୍ , ବଢ଼ୁଛି ଯାତ୍ରୀଙ୍କ ସଂଖ୍ୟା

Oct-26-2025 10:02 AM IST
ବିଜେପି ସରକାରଙ୍କ ୫୦୦ ଦିନକୁ ନେଇ ଟାର୍ଗେଟ କଲା ବିଜେଡି

ବିଜେପି ସରକାରଙ୍କ ୫୦୦ ଦିନକୁ ନେଇ ଟାର୍ଗେଟ କଲା ବିଜେଡି

Oct-26-2025 09:54 AM IST
ରୋହତିଙ୍କ ଦମଦାର ଶତକ, ଅଷ୍ଟ୍ରେଲିଆକୁ ପରାସ୍ତ କଲା ଭାରତ

ରୋହତିଙ୍କ ଦମଦାର ଶତକ, ଅଷ୍ଟ୍ରେଲିଆକୁ ପରାସ୍ତ କଲା ଭାରତ

Oct-26-2025 09:41 AM IST
କ’ଣ କହୁଛି ଆପଣଙ୍କ ରାଶିଫଳ ?

କ’ଣ କହୁଛି ଆପଣଙ୍କ ରାଶିଫଳ ?

Oct-26-2025 09:35 AM IST
ଜମ୍ମୁକାଶ୍ମୀରରେ ରାଜ୍ୟସଭା ନିର୍ବାଚନ, ସଂଖ୍ୟା ନଥାଇ ବିଜେପି ଜିତିଲା ଗୋଟିଏ ଆସନ

ଜମ୍ମୁକାଶ୍ମୀରରେ ରାଜ୍ୟସଭା ନିର୍ବାଚନ, ସଂଖ୍ୟା ନଥାଇ ବିଜେପି ଜିତିଲା ଗୋଟିଏ ଆସନ

Oct-25-2025 10:17 AM IST
ଲଘୁଚାପ ଆଣିବ କି ବାତ୍ୟା ? ଚିତ୍ର ଅସ୍ପଷ୍ଟ

ଲଘୁଚାପ ଆଣିବ କି ବାତ୍ୟା ? ଚିତ୍ର ଅସ୍ପଷ୍ଟ

Oct-25-2025 09:21 AM IST
କ’ଣ କହୁଛି ଆପଣଙ୍କ ରାଶିଫଳ

କ’ଣ କହୁଛି ଆପଣଙ୍କ ରାଶିଫଳ

Oct-25-2025 09:07 AM IST
ଭାରତ-ଅଷ୍ଟ୍ରେଲିଆ ତୃତୀୟ ଦିନିକିଆ: ଗିଲ୍ , କୋହଲିଙ୍କ ଉପରେ ନଜର

ଭାରତ-ଅଷ୍ଟ୍ରେଲିଆ ତୃତୀୟ ଦିନିକିଆ: ଗିଲ୍ , କୋହଲିଙ୍କ ଉପରେ ନଜର

Oct-25-2025 09:02 AM IST

ଜୀବନ ହାରିଲେ… ପାପୁଲିରେ ଲେଖିଲେ ସୁଇସାଇଡ୍ ନୋଟ୍

Oct-24-2025 05:56 PM IST
  • About
  • Careers
  • Contact Us
Sunday, October 26, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା ଇସ୍ତଫା ଦେଇ ଭାରତ ଆସିଲେ

by M M
Aug-05-2024 04:05 PM IST
in ବଡ଼ ଖବର
0
ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା ଇସ୍ତଫା ଦେଇ ଭାରତ ଆସିଲେ
491
SHARES
1.4k
VIEWS
Share on FacebookShare on Twitter

ଦେଶରେ ଉଗ୍ର ଛାତ୍ର ଆନ୍ଦୋଳନକୁ ସମ୍ଭାଳି ନପାରି ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା ଆଜି ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ ପଦରୁ ଇସ୍ତଫା ଦେବା ପାଇଁ ବାଂଲାଦେଶ ସେନା ଚେତାବନୀ ଦେବା ପରେ ସେ ଭାରତ ପଳାଇ ଆସିଥିବା କୁହାଯାଉଛି । ଚାକିରିରେ ସଂରକ୍ଷଣକୁ ବିରୋଧ କରି ହିଂସାତ୍ମକ ଆନ୍ଦୋଳନ ବାଂଲାଦେଶରେ ଲାଗିଥିଲା । ଆଜି ତାଙ୍କ ବାସଭବନରେ ଶତାଧିକ ବିକ୍ଷୋଭକାରୀ ପ୍ରବେଶ କରିବାକୁ ଧମକ ଦେବାରୁ ପରିସ୍ଥିତି ଖରାପ ହେଉଥିବା ଦେଖି ଇସ୍ତଫା ଦେବା ପରେ ସେ ସେନା ହେଲିକପ୍ଟରରେ ଭାରତ ଚାଲିଆସିଥିବା କୁହାଯାଉଛି। ସେନା ମୁଖ୍ୟ ଜେନେରାଲ ବକାର-ଉଜ-ଜମାନ ଦେଶକୁ ସମ୍ବୋଧିତ କରି କହିଛନ୍ତି ଦେଶରେ ଶାନ୍ତି ବଜାୟ ରହୁ ।  ଅନ୍ୟପକ୍ଷରେ ଦେଶବ୍ୟାପୀ କର୍ଫ୍ୟୁକୁ ଅଣଦେଖା କରି ହଜାର ହଜାର ବିକ୍ଷୋଭକାରୀ ଦୀର୍ଘ ପଦଯାତ୍ରା ପାଇଁ ଢ଼ାକାସ୍ଥିତ ଶାହାବାଗ ଛକ ନିକଟରେ ଏକାଠି ହୋଇଛନ୍ତି। କିଛିଦିନ ଧରି  ବିକ୍ଷୋଭକାରୀମାନେ ସରକାରଙ୍କ ଇସ୍ତଫା ଦାବି କରି ଏକ ‘ଅସହଯୋଗ କାର୍ଯ୍ୟକ୍ରମ’ରେ ଅଂଶଗ୍ରହଣ କରିବାକୁ ପହଞ୍ଚିଥିଲେ। ଆୱାମୀ ଲିଗ୍, ଛତ୍ର ଲିଗ୍ ଓ ଜୁବୋ ଲିଗ୍ ର କର୍ମକର୍ତ୍ତାମାନେ ଏହାକୁ ବିରୋଧ କରିବା ପରେ ଉଭୟ ପକ୍ଷ ମଧ୍ୟରେ ସଂଘର୍ଷ ହୋଇଥିଲା। ପରିସ୍ଥିତି ବିଗୁଡୁଥିବା ଦେଖି ଶେଖ ହସିନା ଇସ୍ତଫା ଦେଇ ଦେଶ ଛାଡ଼ିଛନ୍ତି।

Share196Tweet123
M M

M M

ଆଜିର ପାଗ

Bhubaneswar
October 26, 2025, 11:05 AM
 

NE
Partly cloudy
31°C
2.3 m/s
Apparent: 31°C
Pressure: 1011 mb
Humidity: 92%
Winds: 2.3 m/s NE
Windgusts: 6.5 m/s
UV-Index: 0
Precip.: 0mm /10% / Rain
Sunrise: 5:45 AM
Sunset: 5:15 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0

ବିକ୍ରମ ଜେଲରେ, ନବୀନଙ୍କ ଗଂଜାମ ଗଡ଼ ଏବେ ସଙ୍କଟରେ !

October 26, 2025
ପାର୍ବଣ ଋତୁରେ ଲୋକଙ୍କ ପସନ୍ଦ ଟ୍ରେନ୍ , ବଢ଼ୁଛି ଯାତ୍ରୀଙ୍କ ସଂଖ୍ୟା

ପାର୍ବଣ ଋତୁରେ ଲୋକଙ୍କ ପସନ୍ଦ ଟ୍ରେନ୍ , ବଢ଼ୁଛି ଯାତ୍ରୀଙ୍କ ସଂଖ୍ୟା

October 26, 2025
ବିଜେପି ସରକାରଙ୍କ ୫୦୦ ଦିନକୁ ନେଇ ଟାର୍ଗେଟ କଲା ବିଜେଡି

ବିଜେପି ସରକାରଙ୍କ ୫୦୦ ଦିନକୁ ନେଇ ଟାର୍ଗେଟ କଲା ବିଜେଡି

October 26, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom