• Latest
  • Trending
ମହାନଦୀରେ ଭାସିଗଲେ କାଉଡ଼ିଆ

ମହାନଦୀରେ ଭାସିଗଲେ କାଉଡ଼ିଆ

August 5, 2024

କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ମାନହାନି ମାମଲାରେ ଜାମିନ

August 6, 2025

ରିସେପ୍ସନ ଦେଲେ ପିନାକୀ-ମହୁଆ

August 6, 2025
ବଳଙ୍ଗା ପୀଡିତା ମୃତ୍ୟୁ ପରେ ବିଜେଡିର ତୀବ୍ର ପ୍ରତିକ୍ରିୟା

ବଳଙ୍ଗା ପୀଡିତା ମୃତ୍ୟୁ ପରେ ବିଜେଡିର ତୀବ୍ର ପ୍ରତିକ୍ରିୟା

August 3, 2025

ମୋଦି କହିଲେ ଅପରେସନ ସିନ୍ଦୂର ସମୟରେ କଣ ଘଟିଥିଲା

July 30, 2025

କଂଗ୍ରେସର ଅନାସ୍ଥା ପ୍ରସ୍ତାବ ଦାବି- ବିଜେଡି କହିଲା ନିଷ୍ପତ୍ତି ହୋଇନି

July 23, 2025
ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

July 19, 2025

ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଲା ଇଂଲଣ୍ଡ

July 10, 2025

ହେମାନନ୍ଦ ବିଶ୍ୱାଳଙ୍କ ଝିଅ ସୁନୀତା ବିଶ୍ବାଳ କଂଗ୍ରେସରେ ଯୋଗ ଦେଇଛନ୍ତି

July 10, 2025
ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

July 9, 2025
ବିଜେପି ଭିତରେ ମନମୋହନଙ୍କ ଶକ୍ତି ବଢ଼ିଛି

ବିଜେପି ଭିତରେ ମନମୋହନଙ୍କ ଶକ୍ତି ବଢ଼ିଛି

July 10, 2025
  • About
  • Careers
  • Contact Us
Friday, August 8, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ମହାନଦୀରେ ଭାସିଗଲେ କାଉଡ଼ିଆ

by M M
August 5, 2024
in ବଡ଼ ଖବର, ଭିଡ଼ିଓ, ରାଜ୍ୟ
0
ମହାନଦୀରେ ଭାସିଗଲେ କାଉଡ଼ିଆ
491
SHARES
1.4k
VIEWS
Share on FacebookShare on Twitter

ମହାନଦୀର ଭଦିମୂଳ ଘାଟରେ ରବିବାର ଏକ ଅଘଟଣ ଘଟିଛି। ଘାଟରେ ପାଣି ଉଠାଇବା ବେଳେ ଜଣେ କାଉଡ଼ିଆ ଭାସିଯାଇ ନିଖୋଜ ହୋଇଯାଇଛନ୍ତି। ତାଙ୍କ ପରିଚୟ ମିଳିପାରି ନାହିଁ। ଖବର ପାଇ ଅଗ୍ନିଶମ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ଖୋଜାଖୋଜି ଆରମ୍ଭ କରିଛନ୍ତି।

ମିଳିଥିବା ସୂଚନା ମୁତାବକ, ଗତ ୨୮ ତାରିଖରେ ଗଡ଼ଗଡ଼ିଆ ଘାଟରୁ ମଧ୍ୟ ଏଭଳି ଦୁଃଖଦ ଘଟଣା ସାମ୍ନାକୁ ଆସିଥିଲା। ଘାଟରେ ପାଣି ଉଠାଇବାକୁ ଆସିଥିବା ୨ଜଣ କାଉଡ଼ିଆ ବୁଡି ଯାଇଥିଲେ। ହେଲେ ଜଣଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଥିଲା।

Tags: newsroomodisha
Share196Tweet123
M M

M M

  • Trending
  • Comments
  • Latest
ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

February 10, 2025
ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

July 9, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0

କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ମାନହାନି ମାମଲାରେ ଜାମିନ

August 6, 2025

ରିସେପ୍ସନ ଦେଲେ ପିନାକୀ-ମହୁଆ

August 6, 2025
ବଳଙ୍ଗା ପୀଡିତା ମୃତ୍ୟୁ ପରେ ବିଜେଡିର ତୀବ୍ର ପ୍ରତିକ୍ରିୟା

ବଳଙ୍ଗା ପୀଡିତା ମୃତ୍ୟୁ ପରେ ବିଜେଡିର ତୀବ୍ର ପ୍ରତିକ୍ରିୟା

August 3, 2025

Weather

Bhubaneswar
August 8, 2025, 1:41 am
 

W
Thunderstorm
26°C
0.2 m/s
Apparent: 34°C
Pressure: 1004 mb
Humidity: 94%
Winds: 0.2 m/s W
Windgusts: 4.8 m/s
UV-Index: 0
Precip.: 20.3mm /88% / Rain
Sunrise: 5:24 am
Sunset: 6:20 pm
© 2025 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • About
  • Contact Us
  • Home 1
  • sitemap

Copyright © 2025 Odisha Newsroom