• Latest
  • Trending

ସେପ୍ଟେମ୍ବର ୩ରେ ରାଜ୍ୟସଭା ନିର୍ବାଚନ: ୯ ରାଜ୍ୟରେ ଖାଲି ପଡିଛି ୧୨ଟି ରାଜ୍ୟସଭା ଆସନ

Aug-07-2024 03:40 PM IST
ବାତ୍ୟା ଦ୍ୱନ୍ଦ୍ୱ ମଧ୍ୟରେ ସୃଷ୍ଚି ହେଲା ଘୂର୍ଣ୍ଣିବଳୟ, ଦିନକ ପରେ ନେବ ଲଘୁଚାପର ରୂପ

ବାତ୍ୟା ଦ୍ୱନ୍ଦ୍ୱ ମଧ୍ୟରେ ସୃଷ୍ଚି ହେଲା ଘୂର୍ଣ୍ଣିବଳୟ, ଦିନକ ପରେ ନେବ ଲଘୁଚାପର ରୂପ

May-09-2026 03:55 PM IST
‘ନବୀନ ନିବାସ’ ସାମ୍ନାରୁ ହଟିବ ବ୍ୟାରିକେଡ୍‌ !

‘ନବୀନ ନିବାସ’ ସାମ୍ନାରୁ ହଟିବ ବ୍ୟାରିକେଡ୍‌ !

May-09-2026 03:42 PM IST
ଭାତ ଖାଇଲେ ବଢ଼େ କି ମୋଟା ପଣ , ଜାଣନ୍ତୁ ଏହା ପଛର ସତ ?

ଭାତ ଖାଇଲେ ବଢ଼େ କି ମୋଟା ପଣ , ଜାଣନ୍ତୁ ଏହା ପଛର ସତ ?

May-09-2026 01:22 PM IST
ଶୁଭେନ୍ଦୁ ଅଧିକାରୀଙ୍କ ସହିତ ଶପଥ ନେଇଥିବା ପାଞ୍ଚ ଜଣ ମନ୍ତ୍ରୀ କିଏ ?

ଶୁଭେନ୍ଦୁ ଅଧିକାରୀଙ୍କ ସହିତ ଶପଥ ନେଇଥିବା ପାଞ୍ଚ ଜଣ ମନ୍ତ୍ରୀ କିଏ ?

May-09-2026 01:08 PM IST
ପଶ୍ଚିମବଙ୍ଗରେ ଚାଲିଥିଲା ଶପଥ ଗ୍ରହଣ ଉତ୍ସବ; ପାଦ ଛୁଇଁ ମୁଣ୍ଡିଆ ମାରିଲେ ପ୍ରଧାନମନ୍ତ୍ରୀ, ଜାଣନ୍ତୁ ସେ କିଏ?

ପଶ୍ଚିମବଙ୍ଗରେ ଚାଲିଥିଲା ଶପଥ ଗ୍ରହଣ ଉତ୍ସବ; ପାଦ ଛୁଇଁ ମୁଣ୍ଡିଆ ମାରିଲେ ପ୍ରଧାନମନ୍ତ୍ରୀ, ଜାଣନ୍ତୁ ସେ କିଏ?

May-09-2026 01:02 PM IST
ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ

May-09-2026 12:21 PM IST
ଶନି ଦେବଙ୍କ ପୂଜାରେ କାହିଁକି ବ୍ୟବହାର ହୁଏ ନାହିଁ ତମ୍ବା ପାତ୍ର ? ଜାଣନ୍ତୁ ଏହା ପଛର କାରଣ

ଶନି ଦେବଙ୍କ ପୂଜାରେ କାହିଁକି ବ୍ୟବହାର ହୁଏ ନାହିଁ ତମ୍ବା ପାତ୍ର ? ଜାଣନ୍ତୁ ଏହା ପଛର କାରଣ

May-09-2026 11:16 AM IST
କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା; ସିଡିଏସ୍ ହେବେ ଏନଏସ ରାଜା ସୁବ୍ରମଣି

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା; ସିଡିଏସ୍ ହେବେ ଏନଏସ ରାଜା ସୁବ୍ରମଣି

May-09-2026 10:56 AM IST
ଆଜିଠୁ ପଶ୍ଚିମବଙ୍ଗରେ ବିଜେପି ସରକାର; ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶୁଭେନ୍ଦୁ ଅଧିକାରୀ, ସୁରକ୍ଷା ବ୍ୟବସ୍ଥା କଡାକଡି

ଆଜିଠୁ ପଶ୍ଚିମବଙ୍ଗରେ ବିଜେପି ସରକାର; ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶୁଭେନ୍ଦୁ ଅଧିକାରୀ, ସୁରକ୍ଷା ବ୍ୟବସ୍ଥା କଡାକଡି

May-09-2026 08:32 AM IST
ଆଜି କେମିତି କଟିବ ଆପଣଙ୍କ ଦିନ? କ’ଣ କହୁଛି ଆପଣଙ୍କ ରାଶିଫଳ? ଜାଣନ୍ତୁ…

ଆଜି କେମିତି କଟିବ ଆପଣଙ୍କ ଦିନ? କ’ଣ କହୁଛି ଆପଣଙ୍କ ରାଶିଫଳ? ଜାଣନ୍ତୁ…

May-09-2026 07:10 AM IST
  • About
  • Careers
  • Contact Us
Saturday, May 9, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ସେପ୍ଟେମ୍ବର ୩ରେ ରାଜ୍ୟସଭା ନିର୍ବାଚନ: ୯ ରାଜ୍ୟରେ ଖାଲି ପଡିଛି ୧୨ଟି ରାଜ୍ୟସଭା ଆସନ

by M M
Aug-07-2024 03:40 PM IST
in ବଡ଼ ଖବର, ଭିଡ଼ିଓ, ରାଜ୍ୟ
0
491
SHARES
1.4k
VIEWS
Share on FacebookShare on Twitter

କିଏ ଯିବ ରାଜ୍ୟସଭା । ତାକୁ ନେଇ ଚାଲିଛି କଳ୍ପନା ଜଳ୍ପନା ।  ସେପ୍ଟେମ୍ବର ୩ରେ ରାଜ୍ୟସଭା ନିର୍ବାଚନ ହେବାକୁ ଥିବା ବେଳେ ବିଜେପି କାହାକୁ ରାଜ୍ୟସଭା ପଠାଉଛି ତାକୁ ନେଇ ଚାଲିଚି ଚର୍ଚା । ଓଡିଶା ସମେତ ଦେଶର ୯ ରାଜ୍ୟରେ ଖାଲି ପଡିଥିବା ୧୨ଟି ରାଜ୍ୟସଭା ଆସନ ପାଇଁ ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ପଡିବ ଭୋଟ୍ । ଏନେଇ ନିର୍ବାଚନ ଆୟୋଗ ବିଜ୍ଞପ୍ତି ମୁତାବକ, ଆସନ୍ତା ଅଗଷ୍ଟ ୧୪ ତାରିଖରେ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇବ । ଏହାପରେ ଅଗଷ୍ଟ ୨୧ ସୁଦ୍ଧା ପ୍ରାର୍ଥୀମାନେ ନାମାଙ୍କନ ଦାଖଲ କରିବେ । ଅଗଷ୍ଟ ୨୨ ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ କରାଯିବ । ଏହାପରେ ସେପ୍ଟେମ୍ବର ୩ ତାରିଖରେ ରାଜ୍ୟସଭା ନିର୍ବାଚନ ପାଇଁ ଭୋଟ୍ ପଡିବ । ସେହିଦିନ ସକାଳ ୯ଟାରୁ ଅପରାହ୍ନ ୪ଟା ଯାଏଁ ଭୋଟ୍ ପଡିବ ବୋଲି ନିର୍ବାଚନ ଆୟୋଗଙ୍କ ତରଫରୁ କୁହାଯାଇଛି । ଏହାପରେ ଭୋଟ୍ ଗଣନା କରାଯାଇ ନିର୍ବାଚନ ଫଳାଫଳ ଘୋଷଣା କରାଯିବ । ତେବେ ବିଜେପି ମନମୋହନ ସାମଲଙ୍କୁ ପଠାଇବ କି ମମତାଙ୍କୁ ପଠାଇବ ତାକୁ ନେଇ ଆଲୋଚନା ଜୋର ଧରିଛି ।

Tags: newsroomodishapolitics
Share196Tweet123
M M

M M

ଆଜିର ପାଗ

Bhubaneswar
May 9, 2026, 11:17 PM
 
SSW
Clear sky
26°C
1.8 m/s
Apparent: 31°C
Pressure: 1010 mb
Humidity: 91%
Winds: 1.8 m/s SSW
Windgusts: 9.4 m/s
UV-Index: 0
Precip.: 0mm /63% / Rain
Sunrise: 5:12 AM
Sunset: 6:13 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom