• Latest
  • Trending
ବାଂଲାଦେଶର ଅନ୍ତରୀଣ ସରକାର : ପ୍ରଫେସର ମହମ୍ମଦ ୟୁନୁସଙ୍କୁ ମୋଦୀ ଜଣାଇଲେ ଶୁଭେଚ୍ଛା

ବାଂଲାଦେଶର ଅନ୍ତରୀଣ ସରକାର : ପ୍ରଫେସର ମହମ୍ମଦ ୟୁନୁସଙ୍କୁ ମୋଦୀ ଜଣାଇଲେ ଶୁଭେଚ୍ଛା

Aug-09-2024 02:35 PM IST
ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

Feb-02-2026 07:41 PM IST
ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

Feb-02-2026 07:36 PM IST
ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

Feb-02-2026 07:06 PM IST
ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

Feb-02-2026 07:03 PM IST
କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

Feb-02-2026 07:00 PM IST
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

Feb-01-2026 06:32 PM IST
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

Feb-01-2026 06:29 PM IST
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

Feb-01-2026 06:26 PM IST
କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

Feb-01-2026 06:22 PM IST
ବଜେଟ ପରେ ସୁନା ବଢ଼ିଲା ନା କମିଲା ?

ବଜେଟ ପରେ ସୁନା ବଢ଼ିଲା ନା କମିଲା ?

Feb-01-2026 06:18 PM IST
  • About
  • Careers
  • Contact Us
Tuesday, February 3, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ବାଂଲାଦେଶର ଅନ୍ତରୀଣ ସରକାର : ପ୍ରଫେସର ମହମ୍ମଦ ୟୁନୁସଙ୍କୁ ମୋଦୀ ଜଣାଇଲେ ଶୁଭେଚ୍ଛା

by M M
Aug-09-2024 02:35 PM IST
in ଦେଶ ବିଦେଶ, ବଡ଼ ଖବର
0
ବାଂଲାଦେଶର ଅନ୍ତରୀଣ ସରକାର : ପ୍ରଫେସର ମହମ୍ମଦ ୟୁନୁସଙ୍କୁ ମୋଦୀ ଜଣାଇଲେ ଶୁଭେଚ୍ଛା
491
SHARES
1.4k
VIEWS
Share on FacebookShare on Twitter

ବାଂଲାଦେଶରେ ନୂତନ ଭାବେ ଗଠିତ ଅନ୍ତରୀଣ ସରକାରରେ ମୁଖ୍ୟ ପରାମର୍ଶଦାତା ଭାବେ ଦାୟିତ୍ୱ ଗ୍ରହଣ କରିଥିବାରୁ ନୋବେଲ ବିଜେତା ପ୍ରଫେସର ମହମ୍ମଦ ୟୁନୁସଙ୍କୁ ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀ ଆଜି ଶୁଭେଚ୍ଛା ଜଣାଇଛନ୍ତି । ଏହି ପଡ଼ୋଶୀ ରାଷ୍ଟ୍ରରେ ଶାନ୍ତି ଫେରିବା ସହ ହିନ୍ଦୁ ଓ ଅନ୍ୟାନ୍ୟ ସଂଖ୍ୟାଲଘୁ ସମ୍ପ୍ରଦାୟଗୁଡ଼ିକର ସୁରକ୍ଷା ନିଶ୍ଚିତ ହୋଇପାରିବ ବୋଲି ଶ୍ରୀ ମୋଦୀ ମଧ୍ୟ ଆଶା ପ୍ରକାଶ କରିଛନ୍ତି । ପ୍ରଧାନମନ୍ତ୍ରୀ ଏକ୍ସ ରେ ପୋଷ୍ଟ କରିଛନ୍ତି: “ନୂତନ ଦାୟିତ୍ୱ ଗ୍ରହଣ ପାଇଁ ପ୍ରଫେସର ମହମ୍ମଦ ୟୁନୁସଙ୍କୁ ମୋର ଶୁଭେଚ୍ଛା । ଦେଶରେ ଶୀଘ୍ର ଶାନ୍ତି ଫେରିବା ସହ ହିନ୍ଦୁ ଓ ଅନ୍ୟାନ୍ୟ ସଂଖ୍ୟାଲଘୁମାନଙ୍କ ସୁରକ୍ଷା ନିଶ୍ଚିତ ହୋଇପାରିବ ବୋଲି ଆଶା କରୁଛି । ଶାନ୍ତି, ନିରାପତ୍ତା ଓ ବିକାଶ ପାଇଁ ଉଭୟ ଦେଶର ଜନସାଧାରଣଙ୍କ ଆକାାଂକ୍ଷା ପୂରଣ କରିବା ଦିଗରେ ବାଂଲାଦେଶ ସହ ମିଳିତ ଭାବେ କାମ କରିବାକୁ ଭାରତ ପ୍ରତିବଦ୍ଧ ।” ସପ୍ତାହେ ଧରି ଚାଲିଥିବା ହିଂସାତ୍ମକ ବିରୋଧ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ ଇସ୍ତଫା ପରେ ବାଂଲାଦେଶ ସ୍ୱାଭାବିକ ଅବସ୍ଥାକୁ ଫେରିବା ପାଇଁ ସଂଘର୍ଷ କରୁଥିବା ବେଳେ ଏବେ ଆଶାର କିରଣ ଦେଖାଦେଇଛି। ଷଡଯନ୍ତ୍ରକାରୀଙ୍କ ଉପରେ କଟକଣା ଲଗାଇବାକୁ ନୂତନ ଶପଥ ଗ୍ରହଣ କରିଥିବା ପ୍ରଫେସର ମହମ୍ମଦ ୟୁନୁସ କହିବା ପରେ ସାମାନ୍ୟ ଆଶ୍ବସ୍ତ ହୋଇଛନ୍ତି ବାଂଲାଦେଶୀମାନେ। ଷଡଯନ୍ତ୍ରକାରୀମାନେ ଛାତ୍ର-ଜନତାଙ୍କ ମଧ୍ୟରେ ବିଦ୍ରୋହ ସୃଷ୍ଟି କରି ଦେଶରେ ଅରାଜକତା ଏବଂ ଭୟର ବାତାବରଣ ଉପୁଜାଇଛନ୍ତି। ଅରାଜକତା ଆମର ଶତ୍ରୁ, ଏବଂ ଏହାକୁ ଶୀଘ୍ର ପରାସ୍ତ କରିବାକୁ ହେବ।” ଏହା କହିଛନ୍ତି ୟୁନୁଷ

ହିଂସାଗ୍ରସ୍ତ ବାଂଲାଦେଶରେ ଗତକାଲି ନୂଆ ସରକାର ଗଠନ ହୋଇଛି। ନୋବେଲ ବିଜେତା ମହମ୍ମଦ ୟୁନୁସ ଏହି ଅନ୍ତରୀଣ ସରକାରର ନୂଆ ମୁଖ୍ୟ ହୋଇଛନ୍ତି। ସେ ଅନ୍ତରୀଣ ସରକାରର ମୁଖ୍ୟ ପରାମର୍ଶଦାତା ଭାବେ ଗତକାଲି ଶପଥ ନେଇଛନ୍ତି। ବଙ୍ଗଭବନରେ ଆୟୋଜିତ ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ଗତକାଲି ରାଷ୍ଟ୍ରପତି ମହମ୍ମଦ ସାହାବୁଦ୍ଦିନ ତାଙ୍କୁ ଶପଥ ପାଠ କରାଇଛନ୍ତି। ୟୁନୁସଙ୍କ ସହ ଆଜି ଅନ୍ୟ ୭ ଜଣ ନେତା ମଧ୍ୟ ଶପଥ ନେଇଛନ୍ତି।

Share196Tweet123
M M

M M

ଆଜିର ପାଗ

Bhubaneswar
February 3, 2026, 7:04 AM
 
NNW
Fog
16°C
0.9 m/s
Apparent: 19°C
Pressure: 1019 mb
Humidity: 98%
Winds: 0.9 m/s NNW
Windgusts: 5.7 m/s
UV-Index: 0.45
Precip.: 0mm /0% / Rain
Sunrise: 6:21 AM
Sunset: 5:38 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

February 2, 2026
ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

February 2, 2026
ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

February 2, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom