• Latest
  • Trending

ପାଣ୍ଡିଆନଙ୍କ ହେଲିକପ୍ଟର ଖର୍ଚ୍ଚର ତଦନ୍ତ

Aug-09-2024 02:53 PM IST
odisha.newsroom.in

TMC କାର୍ଯ୍ୟାଳୟ ଖାଁ ଖାଁ…ମମତାଙ୍କ ଘର ଆଗରେ ‘ଜୟ ଶ୍ରୀରାମ’ ନାରା

May-04-2026 03:02 PM IST
odisha.newsroom.in

ପୁଡୁଚେରୀ ନିର୍ବାଚନ ଫଳାଫଳ: ପୁଣି ଥରେ କ୍ଷମତା ଆଡ଼କୁ ବିଜେପି ମେଣ୍ଟ, ପଛରେ ପଡ଼ିଲା କଂଗ୍ରେସ

May-04-2026 12:42 PM IST
odisha.newsroom.in

ତାମିଲନାଡୁରେ’TVK’ ମ୍ୟାଜିକ୍: ବିଜୟଙ୍କ ଘର ଆଗରେ ପୋଲିସ୍ ଛାଉଣୀ କାହିଁକି ?

May-04-2026 12:18 PM IST
odisha.newsroom.in

କେରଳରେ ବଡ଼ ବିଜୟ ଆଡ଼କୁ UDF…LDF କର୍ମୀଙ୍କ ମଧ୍ୟରେ ନିରାଶା…

May-04-2026 11:58 AM IST
odisha.newsroom.in

ତାମିଲନାଡୁରେ ବିଜୟଙ୍କ ଦବଦବା…ଛତ୍ରଭଙ୍ଗ ଦେଲେଣି DMK କର୍ମୀ

May-04-2026 11:20 AM IST
odisha.newsroom.in

ବେଙ୍ଗଲରେ ବିଜେପି ଆଗରେ, ତାମିଲନାଡୁରେ ବିଜୟଙ୍କ TVK ର କମାଲ

May-04-2026 10:37 AM IST
odisha.newsroom.in

ପ୍ରାରମ୍ଭିକ ଟ୍ରେଣ୍ଡରେ ମମତାଙ୍କୁ ପଛରେ ପକାଇଲେ ଶୁଭେନ୍ଦୁ ଅଧିକାରୀ

May-04-2026 09:54 AM IST
odisha.newsroom.in

ସାନି ମତଦାନ ବେଳେ ବେଙ୍ଗଲରେ ଭୟଙ୍କର ହିଂସା…TMC – BJP କର୍ମୀ ହାତାହାତି

May-02-2026 05:59 PM IST
odisha.newsroom.in

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ …ଜାଣିବାକୁ ଏହି Link ରେ କ୍ଲିକ କରନ୍ତୁ…

May-02-2026 04:27 PM IST
odisha.newsroom.in

ମମତା ବାନାର୍ଜୀଙ୍କୁ ସୁପ୍ରିମକୋର୍ଟରେ ବଡ଼ ଝଟ୍‌କା…ଆବେଦନ ଖାରଜ…

May-02-2026 03:51 PM IST
  • About
  • Careers
  • Contact Us
Monday, May 4, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ପାଣ୍ଡିଆନଙ୍କ ହେଲିକପ୍ଟର ଖର୍ଚ୍ଚର ତଦନ୍ତ

by M M
Aug-09-2024 02:53 PM IST
in ବଡ଼ ଖବର, ବିଶେଷ, ରାଜନୀତି
0
491
SHARES
1.4k
VIEWS
Share on FacebookShare on Twitter

ସରକାର ବଦଳିବା ପରେ ଭି.କେ ପାଣ୍ଡିଆନଙ୍କ ହେଲିକପ୍ଟରରେ ଗସ୍ତ ଖର୍ଚ୍ଚ ର ତଦନ୍ତ ଆରମ୍ଭ ହୋଇଛି ।  ପରିବହନ ମନ୍ତ୍ରୀ ବିଭୂତିଭୂଷଣ ଜେନା କଡ଼ା ପ୍ରତିକ୍ରିୟା ପ୍ରକାଶ କରି କହିଛନ୍ତି, ହେଲିକପ୍ଟର ଖର୍ଚ୍ଚର ତଦନ୍ତ ଆରମ୍ଭ ହେବ ଏବଂ ଏନେଇ ଖୁବ ଶୀଘ୍ର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଭି. କେ ପାଣ୍ଡିଆନଙ୍କ ହେଲିକପ୍ଟର ଖର୍ଚ୍ଚର ତଦନ୍ତ ଚାଲିଛି।  ଆମ ସରକାର ଏ କଥାକୁ ପୁରା ନଜର ରଖିଛନ୍ତି। ସରକାର ଶୂନ୍ୟ ଦୁର୍ନୀତି ନୀତିକୁ ଆପଣାଇଛନ୍ତି। ଦୁର୍ନୀତିକୁ ସରକାର ବରଦାସ୍ତ କରିବେ ନାହିଁ। ଏନେଇ ତଦନ୍ତ ଚାଲିଛି। ଖୁବ୍ ଶୀଘ୍ର କାର୍ଯ୍ୟାନୁଷ୍ଠାନ ହେବ।

Share196Tweet123
M M

M M

ଆଜିର ପାଗ

Bhubaneswar
May 4, 2026, 3:35 PM
 

S
Mainly clear
32°C
4.9 m/s
Apparent: 31°C
Pressure: 1007 mb
Humidity: 97%
Winds: 4.9 m/s S
Windgusts: 12 m/s
UV-Index: 0
Precip.: 0mm /35% / Rain
Sunrise: 5:15 AM
Sunset: 6:11 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom