• Latest
  • Trending
ମୁକ୍ତ ବିଜୁଳି ଯୋଜନା’ କାର୍ଯ୍ୟକାରିତା ପାଇଁ ମାର୍ଗଦର୍ଶିକା ଜାରି କଲେ ସରକାର

ମୁକ୍ତ ବିଜୁଳି ଯୋଜନା’ କାର୍ଯ୍ୟକାରିତା ପାଇଁ ମାର୍ଗଦର୍ଶିକା ଜାରି କଲେ ସରକାର

Aug-13-2024 07:37 AM IST

ସୋନିଆଙ୍କୁ ମୋକିମଙ୍କ ଚିଠି; ପିସିସି ସଭାପତିଙ୍କ ବିଫଳତାକୁ ନେଇ ରାଜ୍ୟ କଂଗ୍ରେସରେ କମ୍ପନ

Dec-10-2025 10:19 PM IST
ଓଡ଼ିଶାର ବିକାଶ କରିବ ବିଜେପି

ଓଡ଼ିଶାର ବିକାଶ କରିବ ବିଜେପି

Dec-10-2025 10:02 PM IST
ବାସୁଦେବପୁରରେ ବିଜେଡିର ଗଡ଼ ଦୋହଲିଲା; ବିଷ୍ଣୁବ୍ରତ ରାଉତରାୟଙ୍କ ‘ସଙ୍ଗଠନ ବଞ୍ଚାଅ’ ଉଦ୍ୟମ

ବାସୁଦେବପୁରରେ ବିଜେଡିର ଗଡ଼ ଦୋହଲିଲା; ବିଷ୍ଣୁବ୍ରତ ରାଉତରାୟଙ୍କ ‘ସଙ୍ଗଠନ ବଞ୍ଚାଅ’ ଉଦ୍ୟମ

Dec-10-2025 11:45 AM IST
ଆୟୁଷ୍ମାନ ଭାରତ ଯୋଜନା: କାର୍ଡ ଥାଇ ବି ମାଗଣା ଚିକିତ୍ସା କେତେ ସମ୍ଭବ? ଜାଣନ୍ତୁ ୫ ଲକ୍ଷ ଟଙ୍କାର ସୀମା ଓ ନିୟମ

ଆୟୁଷ୍ମାନ ଭାରତ ଯୋଜନା: କାର୍ଡ ଥାଇ ବି ମାଗଣା ଚିକିତ୍ସା କେତେ ସମ୍ଭବ? ଜାଣନ୍ତୁ ୫ ଲକ୍ଷ ଟଙ୍କାର ସୀମା ଓ ନିୟମ

Dec-10-2025 11:23 AM IST

କ’ଣ କହୁଛି ଆଜିର ରାଶିଫଳ

Dec-10-2025 11:16 AM IST
ବାରବାଟୀରେ ଟିମ୍ ଇଣ୍ଡିଆର ବଡ଼ ବିଜୟ: ଦକ୍ଷିଣ ଆଫ୍ରିକାକୁ ହରାଇ ସିରିଜ୍‌ରେ ୧-୦ରେ ଅଗ୍ରଣୀ

ବାରବାଟୀରେ ଟିମ୍ ଇଣ୍ଡିଆର ବଡ଼ ବିଜୟ: ଦକ୍ଷିଣ ଆଫ୍ରିକାକୁ ହରାଇ ସିରିଜ୍‌ରେ ୧-୦ରେ ଅଗ୍ରଣୀ

Dec-09-2025 10:09 PM IST
ସମ୍ପୂର୍ଣ୍ଣ ସୁସ୍ଥ ଅନୁଭବ କରୁଛି : ଗିଲ୍

ସମ୍ପୂର୍ଣ୍ଣ ସୁସ୍ଥ ଅନୁଭବ କରୁଛି : ଗିଲ୍

Dec-09-2025 07:31 PM IST
ଟସ ଜିତି ଫିଲ୍ଡିଂ ନିଷ୍ପତ୍ତି ନେଲା ସାଉଥ ଆଫ୍ରିକା-ଭାରତ ପ୍ରଥମେ ବ୍ୟାଟିଂ କରିବ

ଟସ ଜିତି ଫିଲ୍ଡିଂ ନିଷ୍ପତ୍ତି ନେଲା ସାଉଥ ଆଫ୍ରିକା-ଭାରତ ପ୍ରଥମେ ବ୍ୟାଟିଂ କରିବ

Dec-09-2025 06:56 PM IST
ମହାପ୍ରଭୁଙ୍କ ଦର୍ଶନ କଲେ ସୂର୍ଯ୍ୟକୁମାର, ଗମ୍ଭୀରଙ୍କ ସହ ଅନ୍ୟ ଖେଳାଳି

ମହାପ୍ରଭୁଙ୍କ ଦର୍ଶନ କଲେ ସୂର୍ଯ୍ୟକୁମାର, ଗମ୍ଭୀରଙ୍କ ସହ ଅନ୍ୟ ଖେଳାଳି

Dec-09-2025 04:30 PM IST
ବାରବାଟୀରେ କିଏ ମାରିବ ବାଜି ?

ବାରବାଟୀରେ କିଏ ମାରିବ ବାଜି ?

Dec-09-2025 04:22 PM IST
  • About
  • Careers
  • Contact Us
Wednesday, December 10, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ମୁକ୍ତ ବିଜୁଳି ଯୋଜନା’ କାର୍ଯ୍ୟକାରିତା ପାଇଁ ମାର୍ଗଦର୍ଶିକା ଜାରି କଲେ ସରକାର

by M M
Aug-13-2024 07:37 AM IST
in ଦେଶ ବିଦେଶ
0
ମୁକ୍ତ ବିଜୁଳି ଯୋଜନା’ କାର୍ଯ୍ୟକାରିତା ପାଇଁ ମାର୍ଗଦର୍ଶିକା ଜାରି କଲେ ସରକାର
491
SHARES
1.4k
VIEWS
Share on FacebookShare on Twitter

ନୂଆଦିଲ୍ଲୀ: ମୋଦି ସରକାର ନିର୍ବାଚନ ଜିତିବା ପରେ ଦେଇଥିବା ପ୍ରତିଶ୍ରୁତି କାର୍ଯ୍ୟକାରୀ କରିବାକୁ ଯାଉଛନ୍ତି । ଏହି କ୍ରମରେ ପ୍ରଧାନମନ୍ତ୍ରୀ-ସୂର୍ଯ୍ୟ ଘର: ମୁକ୍ତ ବିଜୁଳି ଯୋଜନା ଅଧୀନରେ ‘ଆଦର୍ଶ ସୌର ଗ୍ରାମ’ର କାର୍ଯ୍ୟକାରିତା ନିମନ୍ତେ  ମାର୍ଗଦର୍ଶିକା ଜାରି କରାଯାଇଛି । ଏନେଇ ନୂତନ ଏବଂ ଅକ୍ଷୟ ଶକ୍ତି ମନ୍ତ୍ରଣାଳୟ ଦ୍ୱାରା ମାର୍ଗଦର୍ଶିକା ପ୍ରକାଶ ପାଇଛି। ‘ଆଦର୍ଶ ସୌର ଗ୍ରାମ’ ଯୋଜନା ଅଧୀନରେ ସମଗ୍ର ଭାରତରେ ପ୍ରତି ଜିଲ୍ଲାରେ ଗୋଟିଏ ଲେଖାଏଁ ଆଦର୍ଶ ସୌର ଗ୍ରାମ ଗଠନ ଉପରେ ଗୁରୁତ୍ୱ ଦିଆଯାଇଛି, ଯାହାର ଲକ୍ଷ୍ୟ ହେଉଛି ସୌର ଶକ୍ତି ବ୍ୟବହାରକୁ ପ୍ରୋତ୍ସାହିତ କରିବା ଏବଂ ଗ୍ରାମସମୂହମାନଙ୍କୁ ସେମାନଙ୍କ ଶକ୍ତି ଆବଶ୍ୟକତା ପୂରଣ କରିବାରେ ଆତ୍ମନିର୍ଭରଶୀଳ ହେବାକୁ ସକ୍ଷମ କରିବା । ଏହି ଯୋଜନା ପାଇଁ ମୋଟ ୮୦୦ କୋଟି ଟଙ୍କାର ଆର୍ଥିକ ବ୍ୟୟ ବରାଦ କରାଯାଇଛି, ଯେଉଁଥିରେ ମନୋନୀତ ଆଦର୍ଶ ସୌର ଗ୍ରାମ ପିଛା ୧ କୋଟି ଟଙ୍କା ପ୍ରଦାନ କରାଯିବ ।

ପ୍ରତିଯୋଗିତା ପଦ୍ଧତିରେ ଏକ ଗ୍ରାମ ଭାବରେ ବିବେଚିତ ହେବା ପାଇଁ, ଗୋଟିଏ ଗ୍ରାମ ଏକ ରାଜସ୍ୱ ଗ୍ରାମ ହେବା ଆବଶ୍ୟକ ଯାହାର ଜନସଂଖ୍ୟା ୫୦୦୦ରୁ ଅଧିକ (କିମ୍ବା ସ୍ୱତନ୍ତ୍ର ବର୍ଗ ରାଜ୍ୟ ପାଇଁ ୨୦୦୦) ହୋଇଥିବ । ଚୟନ ପ୍ରକ୍ରିୟା ଏକ ପ୍ରତିଯୋଗିତାମୂଳକ ପଦ୍ଧତି, ଯେଉଁଥିରେ ଜିଲ୍ଲାସ୍ତରୀୟ କମିଟି (ଡିଏଲସି) ଦ୍ୱାରା ଘୋଷଣା ହେବାର ୬ ମାସ ପରେ ସ୍ଥାପିତ ସେମାନଙ୍କର ସାମଗ୍ରିକ ବିତରଣ ଅକ୍ଷୟ ଶକ୍ତି (ଆରଇ) କ୍ଷମତା ଉପରେ ଗ୍ରାମଗୁଡ଼ିକର ମୂଲ୍ୟାଙ୍କନ କରାଯାଏ।

ସର୍ବାଧିକ ଆରଇ କ୍ଷମତା ଥିବା ପ୍ରତ୍ୟେକ ଜିଲ୍ଲାର ବିଜେତା ଗ୍ରାମକୁ ୧ କୋଟି ଟଙ୍କାର କେନ୍ଦ୍ରୀୟ ଆର୍ଥିକ ସହାୟତା ଅନୁଦାନ ମିଳିବ। ଜିଲ୍ଲାସ୍ତରୀୟ କମିଟି (ଡିଏଲସି)ର ତତ୍ତ୍ୱାବଧାନରେ ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳ ଅକ୍ଷୟ ଶକ୍ତି ଉନ୍ନୟନ ଏଜେନ୍ସି ଦ୍ୱାରା ଏହି ଯୋଜନା କାର୍ଯ୍ୟକାରୀ କରାଯିବ, ଯାହା ସୁନିଶ୍ଚିତ କରିବ ଯେ ଚିହ୍ନଟ ଗ୍ରାମଗୁଡ଼ିକ ସୌର ଚାଳିତ ଗ୍ରାମକୁ ପ୍ରଭାବଶାଳୀ ଭାବରେ ପରିବର୍ତ୍ତିତ ହେବ ଏବଂ ଦେଶର ଅନ୍ୟ ଗ୍ରାମଗୁଡିକ ପାଇଁ ଆଦାର୍ଶ ଭାବରେ କାର୍ଯ୍ୟ କରିବ ।

ସୌର ଛାତ କ୍ଷମତାର ପରିସୀମା ବୃଦ୍ଧି କରିବା ଏବଂ ଆବାସିକ ପରିବାରମାନଙ୍କୁ ସେମାନଙ୍କର ନିଜସ୍ୱ ବିଜୁଳି ଉତ୍ପାଦନ ପାଇଁ ସଶକ୍ତ କରିବା ଉଦ୍ଦେଶ୍ୟରେ ଭାରତ ସରକାର ୨୯ ଫେବୃଆରୀ ୨୦୨୪ରେ ପିଏମ-ସୂର୍ଯ୍ୟ ଘର: ମୁକ୍ତ ବିଜୁଳି ଯୋଜନାକୁ ଅନୁମୋଦନ କରିଛନ୍ତି । ଏହି ଯୋଜନାରେ ୭୫,୦୨୧ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି ଏବଂ ଏହା ୨୦୨୬-୨୭ ଆର୍ଥିକ ବର୍ଷ ପର୍ଯ୍ୟନ୍ତ କାର୍ଯ୍ୟକାରୀ ହେବ।

Share196Tweet123
M M

M M

ଆଜିର ପାଗ

Bhubaneswar
December 10, 2025, 10:30 PM
 

ENE
Clear sky
17°C
0.6 m/s
Apparent: 18°C
Pressure: 1016 mb
Humidity: 80%
Winds: 0.6 m/s ENE
Windgusts: 6.3 m/s
UV-Index: 0
Precip.: 0mm /0% / Rain
Sunrise: 6:11 AM
Sunset: 5:07 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

November 16, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0

ସୋନିଆଙ୍କୁ ମୋକିମଙ୍କ ଚିଠି; ପିସିସି ସଭାପତିଙ୍କ ବିଫଳତାକୁ ନେଇ ରାଜ୍ୟ କଂଗ୍ରେସରେ କମ୍ପନ

December 10, 2025
ଓଡ଼ିଶାର ବିକାଶ କରିବ ବିଜେପି

ଓଡ଼ିଶାର ବିକାଶ କରିବ ବିଜେପି

December 10, 2025
ବାସୁଦେବପୁରରେ ବିଜେଡିର ଗଡ଼ ଦୋହଲିଲା; ବିଷ୍ଣୁବ୍ରତ ରାଉତରାୟଙ୍କ ‘ସଙ୍ଗଠନ ବଞ୍ଚାଅ’ ଉଦ୍ୟମ

ବାସୁଦେବପୁରରେ ବିଜେଡିର ଗଡ଼ ଦୋହଲିଲା; ବିଷ୍ଣୁବ୍ରତ ରାଉତରାୟଙ୍କ ‘ସଙ୍ଗଠନ ବଞ୍ଚାଅ’ ଉଦ୍ୟମ

December 10, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom