• Latest
  • Trending
ମମତା ଯିବେ ରାଜ୍ୟସଭା ! ମଝିରେ ଗୋଟିଏ ଦିନ ରହିଲା ନାମାଙ୍କନ

ମମତା ଯିବେ ରାଜ୍ୟସଭା ! ମଝିରେ ଗୋଟିଏ ଦିନ ରହିଲା ନାମାଙ୍କନ

August 19, 2024

କଂଗ୍ରେସର ଅନାସ୍ଥା ପ୍ରସ୍ତାବ ଦାବି- ବିଜେଡି କହିଲା ନିଷ୍ପତ୍ତି ହୋଇନି

July 23, 2025
ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

July 19, 2025

ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଲା ଇଂଲଣ୍ଡ

July 10, 2025

ହେମାନନ୍ଦ ବିଶ୍ୱାଳଙ୍କ ଝିଅ ସୁନୀତା ବିଶ୍ବାଳ କଂଗ୍ରେସରେ ଯୋଗ ଦେଇଛନ୍ତି

July 10, 2025
ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

July 9, 2025
ବିଜେପି ଭିତରେ ମନମୋହନଙ୍କ ଶକ୍ତି ବଢ଼ିଛି

ବିଜେପି ଭିତରେ ମନମୋହନଙ୍କ ଶକ୍ତି ବଢ଼ିଛି

July 10, 2025
ଲୋକଙ୍କ ସହ ଭଲ ବ୍ୟବହାର କରିବାକୁ ପଡ଼ିବ: ମନମୋହନ ସାମଲ

ଲୋକଙ୍କ ସହ ଭଲ ବ୍ୟବହାର କରିବାକୁ ପଡ଼ିବ: ମନମୋହନ ସାମଲ

July 8, 2025

ମନମୋହନ ସାମଲଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜୋରଦାର ପ୍ରଶଂସା

July 8, 2025

ଜୁଲାଇ ୭ରେ ଜନସାଧାରଣଙ୍କର ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

July 5, 2025
କିଏ ହେବେ ଦଲାଇଲାମାଙ୍କ ଉତ୍ତରାଧିକାରୀ

କିଏ ହେବେ ଦଲାଇଲାମାଙ୍କ ଉତ୍ତରାଧିକାରୀ

July 3, 2025
  • About
  • Careers
  • Contact Us
Sunday, July 27, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ମମତା ଯିବେ ରାଜ୍ୟସଭା ! ମଝିରେ ଗୋଟିଏ ଦିନ ରହିଲା ନାମାଙ୍କନ

by M M
August 19, 2024
in ବଡ଼ ଖବର, ରାଜ୍ୟ
0
ମମତା ଯିବେ ରାଜ୍ୟସଭା ! ମଝିରେ ଗୋଟିଏ ଦିନ ରହିଲା ନାମାଙ୍କନ
491
SHARES
1.4k
VIEWS
Share on FacebookShare on Twitter

ମମତା ମହନ୍ତ ରାଜ୍ୟସଭାକୁ ଯିବେ ! ଏହି ଚର୍ଚା ଏବେ ବଢ଼ିବାରେ ଲାଗିଛି । ପ୍ରଥମ କାରଣ ହେଉଛି ବିଜେଡି ଟିକେଟରୁ ରାଜ୍ୟସଭାକୁ ନିର୍ବାଚିତ ହୋଇ ସେ ଇସ୍ତଫା ଦେଇଛନ୍ତି  ଜୁଲାଇ ୩୧ ତାରିଖରେ  । ଅଗଷ୍ଟ ୨୧ ତାରିଖ ପର୍ୟ୍ୟନ୍ତ ନାମାଙ୍କନ ଦାଖଲ କରିପାରିବେ ଆଶାୟୀ ।  ଆଉ ମଝିରେ ଗୋଟିଏ ଦିନ ରହିଲା । ଦଳ ନାମ ଘୋଷଣା କରିନାହିଁ । ମମତା  ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ଦେବା ସହିତ ବିଜେଡିକୁ ମଧ୍ୟ ବାଏ ବାଏ କହିଥିବାରୁ ତାଙ୍କୁ ବିଜେପି ରାଜ୍ୟସଭା ପଠାଇବାର ସଂଭାବନା ଅଧିକ । ସେପଟେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନାମକୁ ନେଇ ଦଳରେ ଚର୍ଚା ଅଧିକ ରହୁଛି ।  ଏହାପରେ ୨୨ ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ ହେବ, ଯଦି ବିଜେଡିରୁ କେହି ପ୍ରାର୍ଥୀ ନାମାଙ୍କନ ଦାଖଲ କରନ୍ତି ତେବେ  ଆବଶ୍ୟକ ପଡିଲେ ସେପ୍ଟେମ୍ବର ୩ ତାରିଖରେ ରାଜ୍ୟସଭା ନିର୍ବାଚନ ପାଇଁ ଭୋଟ୍ ପଡିବ । ତେବେ ଯେହେତୁ ମମତା ମହନ୍ତ ବିଜେଡି ଏବଂ ରାଜ୍ୟସଭା ପଦ ଛାଡି ବିଜେପିରେ ସାମିଲ ହେଇଛନ୍ତି, ତେଣୁ ତାଙ୍କୁ ପୁଣିଥରେ ରାଜ୍ୟସଭା ଆସନ ଭେଟି ଦେଇପାରେ ପଦ୍ମ ଦଳ । ଆଉ ମଝିରେ ଗାେଟିଏ ଦିନ ଥିବାରୁ ଅପେକ୍ଷା କିଏ ଯିବ ରାଜ୍ୟସଭା ।

Tags: bhubaneswarbjdbjpnewsnewsroomodishapolitics
Share196Tweet123
M M

M M

  • Trending
  • Comments
  • Latest
ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

February 10, 2025
ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

July 9, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0

କଂଗ୍ରେସର ଅନାସ୍ଥା ପ୍ରସ୍ତାବ ଦାବି- ବିଜେଡି କହିଲା ନିଷ୍ପତ୍ତି ହୋଇନି

July 23, 2025
ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

July 19, 2025

ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଲା ଇଂଲଣ୍ଡ

July 10, 2025

Weather

Bhubaneswar
July 27, 2025, 11:57 am
 

SSW
Overcast
31°C
1.9 m/s
Apparent: 34°C
Pressure: 999 mb
Humidity: 90%
Winds: 1.9 m/s SSW
Windgusts: 8.9 m/s
UV-Index: 0
Precip.: 0mm /28% / Rain
Sunrise: 5:19 am
Sunset: 6:26 pm
© 2025 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • About
  • Contact Us
  • Home 1
  • sitemap

Copyright © 2025 Odisha Newsroom