<p class="style-scope ytd-watch-metadata">ମୁଖ୍ୟମନ୍ତ୍ରୀଙ୍କୁ ରାକ୍ଷୀ ବାନ୍ଧିଲେ ଉପମୁଖ୍ୟମନ୍ତ୍ରୀ | ଆଜି ପବିତ୍ର ରାକ୍ଷୀ ପୁର୍ଣ୍ଣିମା । ଏହି ରକ୍ଷାବନ୍ଧନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ହାତରେ ରାକ୍ଷୀ ବାନ୍ଧିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।</p> https://www.youtube.com/watch?v=ZlMiKG2VIx8