• Latest
  • Trending
ମହାରାଷ୍ଟ୍ରରେ ବିରୋଧୀ ମହାବିକାଶ ଆଘାଡି ମେଣ୍ଟ ର ୪୮ଟି ଲୋକସଭା ଆସନ ପାଇଁ ବୁଝାମଣା

ମହାରାଷ୍ଟ୍ରରେ ବିରୋଧୀ ମହାବିକାଶ ଆଘାଡି ମେଣ୍ଟ ର ୪୮ଟି ଲୋକସଭା ଆସନ ପାଇଁ ବୁଝାମଣା

April 10, 2024
ପିଲାଙ୍କ ପାଠପଢ଼ା କେମିତି ହେବା ଉଚିତ

ପିଲାଙ୍କ ପାଠପଢ଼ା କେମିତି ହେବା ଉଚିତ

June 6, 2025
ଅପରେସନ ସ୍ପାଇଡର ଓ୍ବେବ୍

ଅପରେସନ ସ୍ପାଇଡର ଓ୍ବେବ୍

June 3, 2025
ସିଙ୍ଗାପୁରଠାରେ ଫାଇଭ ଷ୍ଟାର ଚଳଚ୍ଚିତ୍ର ମହୋତ୍ସବ ମହାସମାରୋହରେ ଆୟୋଜିତ

ସିଙ୍ଗାପୁରଠାରେ ଫାଇଭ ଷ୍ଟାର ଚଳଚ୍ଚିତ୍ର ମହୋତ୍ସବ ମହାସମାରୋହରେ ଆୟୋଜିତ

May 29, 2025

ବାସବରାଜୁ ଏନକାଉଁଟର,ଦୁଇ ଭାଇ: ଦୁଇ ଭିନ୍ନ ପଥ

May 27, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ଯୁକ୍ତ ୨ ପରୀକ୍ଷା ଫଳ: ବିଜ୍ଞାନରେ ୮୭.୪୯, କଳାରେ ୮୦.୫୧ ଓ ବାଣିଜ୍ୟରେ ୮୩.୦୨% ପିଲା ପାସ୍

ଯୁକ୍ତ ୨ ପରୀକ୍ଷା ଫଳ: ବିଜ୍ଞାନରେ ୮୭.୪୯, କଳାରେ ୮୦.୫୧ ଓ ବାଣିଜ୍ୟରେ ୮୩.୦୨% ପିଲା ପାସ୍

May 21, 2025
ଅମଲାତନ୍ତ୍ରରୁ  ନେତାଙ୍କ ଶାସନ ଆରମ୍ଭ

ଅମଲାତନ୍ତ୍ରରୁ ନେତାଙ୍କ ଶାସନ ଆରମ୍ଭ

May 21, 2025
ଭାରତ ଭିତରେ ପାକିସ୍ତାନର ଗୁପ୍ତଚର: ଗତ ୩ ଦିନରେ ଧରାପଡ଼ିଲେଣି ୧୧ ଗୁପ୍ତଚର

ଭାରତ ଭିତରେ ପାକିସ୍ତାନର ଗୁପ୍ତଚର: ଗତ ୩ ଦିନରେ ଧରାପଡ଼ିଲେଣି ୧୧ ଗୁପ୍ତଚର

May 20, 2025
୧୬ ଜଣ ଆଇଏଏସ୍ ଅଧିକାରୀଙ୍କୁ ପଦୋନ୍ନତି ଦେଲେ ଓଡ଼ିଶା ସରକାର

୧୬ ଜଣ ଆଇଏଏସ୍ ଅଧିକାରୀଙ୍କୁ ପଦୋନ୍ନତି ଦେଲେ ଓଡ଼ିଶା ସରକାର

May 16, 2025
ରାଜା ଚକ୍ର ଅଗ୍ରୀମ ଜାମିନ ଆବେଦନ ଖାରଜ

ରାଜା ଚକ୍ର ଅଗ୍ରୀମ ଜାମିନ ଆବେଦନ ଖାରଜ

May 16, 2025
  • About
  • Careers
  • Contact Us
Saturday, June 7, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home Uncategorized

ମହାରାଷ୍ଟ୍ରରେ ବିରୋଧୀ ମହାବିକାଶ ଆଘାଡି ମେଣ୍ଟ ର ୪୮ଟି ଲୋକସଭା ଆସନ ପାଇଁ ବୁଝାମଣା

by M M
April 10, 2024
in Uncategorized
0
ମହାରାଷ୍ଟ୍ରରେ ବିରୋଧୀ ମହାବିକାଶ ଆଘାଡି ମେଣ୍ଟ ର ୪୮ଟି ଲୋକସଭା ଆସନ ପାଇଁ ବୁଝାମଣା
491
SHARES
1.4k
VIEWS
Share on FacebookShare on Twitter

ମୁମ୍ବାଇ: ମହାରାଷ୍ଟ୍ରରେ ବିଜେପି ପ୍ରଚାର ଜୋରଦାର କରିଛି । ସେପଟେ  ବିରୋଧୀଙ୍କ ମଧ୍ୟରେ ନିର୍ବାଚନକୁ ନେଇ ପ୍ରଚାର ଆରମ୍ଭ ହୋଇଯାଇଛି ।  ବିରୋଧୀ ମହାବିକାଶ ଆଘାଡି ମେଣ୍ଟ ନିର୍ବାଚନ ଆରମ୍ଭ ହେବାର ୧୦ ଦିନ ପୂର୍ବରୁ ରାଜ୍ୟର ୪୮ଟି ଲୋକସଭା ଆସନ ପାଇଁ ବୁଝାମଣା ଚୂଡ଼ାନ୍ତ କରିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ନେତୃତ୍ବାଧୀନ ଶିବସେନା ଗୋଷ୍ଠୀ ୨୧ଟି ଆସନ ପାଇଥିବା ବେଳେ କଂଗ୍ରେସ ୧୭ ଓ ଶରଦ ପାୱାରଙ୍କ ଏନ୍‌ସିପି ୧୦ଟି ଆସନରେ ଲଢ଼ିବା ସ୍ଥିର ହୋଇଛି।ଠାକରେଙ୍କ ଶିବସେନା ମୁମ୍ବାଇର ୬ଟି ଆସନ ମଧ୍ୟରୁ ୪ଟି ଆସନ- ଉତ୍ତର ପଶ୍ଚିମ, ଦକ୍ଷିଣ କେନ୍ଦ୍ରୀୟ, ଦକ୍ଷିଣ ଏବଂ ଦକ୍ଷିଣ ପୂର୍ବ ଆସନରେ ଲଢ଼ିବ। ଅନ୍ୟ ଦୁଇଟି ଉତ୍ତର ଓ ଉତ୍ତର କେନ୍ଦ୍ରୀୟ ନିର୍ବାଚନରେ କଂଗ୍ରେସ ଲଢ଼ିବ। ୨୦୧୯ ନିର୍ବାଚନରେ ଭାରତୀୟ ଜନତା ପାର୍ଟି (ବିଜେପି) ଏବଂ ତତ୍କାଳୀନ (ଅବିଭକ୍ତ) ଶିବସେନା ୩ଟି ଲେଖାଏଁ ଆସନରେ ଜିତିଥିଲେ। ସେତେବେଳେ ଦୁହେଁ ସହଯୋଗୀ ଥିଲେ କିନ୍ତୁ ସେହି ବର୍ଷ ଶେଷରେ ବିଧାନସଭା ନିର୍ବାଚନ ପରେ ନାଟକୀୟ ଢଙ୍ଗରେ ଅଲଗା ହୋଇଯାଇଥିଲେ।

Tags: newspolitics
Share196Tweet123
M M

M M

  • Trending
  • Comments
  • Latest
ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

February 10, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ସହଯୋଗୀଙ୍କ ଚକ୍ର ବ୍ୟୁହ; ମଝିରେ ଫସିଲା କଂଗ୍ରେସ

ସହଯୋଗୀଙ୍କ ଚକ୍ର ବ୍ୟୁହ; ମଝିରେ ଫସିଲା କଂଗ୍ରେସ

January 12, 2025
କେଉଁଠୁ ଟିକେଟ ପାଇବେ ଲେଖାଶ୍ରୀ ?

କେଉଁଠୁ ଟିକେଟ ପାଇବେ ଲେଖାଶ୍ରୀ ?

0
ପୁଅକୁ ଭୋଟ୍‌ ଦେବା ପାଇଁ କହିବି: ସୁର

ପୁଅକୁ ଭୋଟ୍‌ ଦେବା ପାଇଁ କହିବି: ସୁର

0
ବିଜେଡି ଛାଡ଼ିଲେ ପୂର୍ବତନ ଏମ୍‌ପି ପ୍ରଭାସ ସିଂ

ବିଜେଡି ଛାଡ଼ିଲେ ପୂର୍ବତନ ଏମ୍‌ପି ପ୍ରଭାସ ସିଂ

0
ପିଲାଙ୍କ ପାଠପଢ଼ା କେମିତି ହେବା ଉଚିତ

ପିଲାଙ୍କ ପାଠପଢ଼ା କେମିତି ହେବା ଉଚିତ

June 6, 2025
ଅପରେସନ ସ୍ପାଇଡର ଓ୍ବେବ୍

ଅପରେସନ ସ୍ପାଇଡର ଓ୍ବେବ୍

June 3, 2025
ସିଙ୍ଗାପୁରଠାରେ ଫାଇଭ ଷ୍ଟାର ଚଳଚ୍ଚିତ୍ର ମହୋତ୍ସବ ମହାସମାରୋହରେ ଆୟୋଜିତ

ସିଙ୍ଗାପୁରଠାରେ ଫାଇଭ ଷ୍ଟାର ଚଳଚ୍ଚିତ୍ର ମହୋତ୍ସବ ମହାସମାରୋହରେ ଆୟୋଜିତ

May 29, 2025

Weather

Bhubaneswar
June 7, 2025, 9:55 pm
 

SSW
Mainly clear
28°C
0.3 m/s
Apparent: 36°C
Pressure: 1005 mb
Humidity: 93%
Winds: 0.3 m/s SSW
Windgusts: 6.1 m/s
UV-Index: 0
Precip.: 5.1mm /45% / Rain
Sunrise: 5:05 am
Sunset: 6:25 pm
© 2025 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • About
  • Contact Us
  • Home 1
  • sitemap

Copyright © 2025 Odisha Newsroom