• Latest
  • Trending
ରୁଷର ଆଉ ଏକ ଅଂଚଳକୁ ଦଖଲ ନେଇ ୟୁକ୍ରେନର ଦାବି

ରୁଷର ଆଉ ଏକ ଅଂଚଳକୁ ଦଖଲ ନେଇ ୟୁକ୍ରେନର ଦାବି

August 22, 2024
ଗୋପ-କୋଣାର୍କକୁ ମିଶାଇ ସ୍ୱତନ୍ତ୍ର ବିଧାନସଭା ଆସନ କରି “ପଦ୍ମକ୍ଷେତ୍ର” ନାମକରଣ ପ୍ରସ୍ତାବ

ଗୋପ-କୋଣାର୍କକୁ ମିଶାଇ ସ୍ୱତନ୍ତ୍ର ବିଧାନସଭା ଆସନ କରି “ପଦ୍ମକ୍ଷେତ୍ର” ନାମକରଣ ପ୍ରସ୍ତାବ

September 10, 2025
ଦକ୍ଷିଣ ଓଡ଼ିଶାରୁ ବିଜେଡି ହାତ ଛାଡୁଛନ୍ତି ବରିଷ୍ଠ ନେତା

ଦକ୍ଷିଣ ଓଡ଼ିଶାରୁ ବିଜେଡି ହାତ ଛାଡୁଛନ୍ତି ବରିଷ୍ଠ ନେତା

September 10, 2025
ବିଜେଡି ଗୋଷ୍ଠୀ କନ୍ଦଳ ବଢ଼ିଲା

ବିଜେଡି ଗୋଷ୍ଠୀ କନ୍ଦଳ ବଢ଼ିଲା

September 10, 2025
ସିପି ରାଧାକ୍ରିଷ୍ଣନ ହେଲେ ଉପରାଷ୍ଟ୍ରପତି, ମିଳିଲା 452 ଭୋଟ

ସିପି ରାଧାକ୍ରିଷ୍ଣନ ହେଲେ ଉପରାଷ୍ଟ୍ରପତି, ମିଳିଲା 452 ଭୋଟ

September 10, 2025
ଉପରାଷ୍ଟ୍ରପତି ନିର୍ବାଚନ : ଭୋଟ ଗଣତିରେ ଜିତିପାରନ୍ତି ଏନଡିଏ ପ୍ରାର୍ଥୀ

ଉପରାଷ୍ଟ୍ରପତି ନିର୍ବାଚନ : ଭୋଟ ଗଣତିରେ ଜିତିପାରନ୍ତି ଏନଡିଏ ପ୍ରାର୍ଥୀ

September 9, 2025
ଉପରାଷ୍ଟ୍ରପତି ନିର୍ବାଚନ: ବିଜେଡି କାହାକୁ ଦେବ ଭୋଟ ?

ଉପରାଷ୍ଟ୍ରପତି ନିର୍ବାଚନ: ବିଜେଡି କାହାକୁ ଦେବ ଭୋଟ ?

September 8, 2025
ଭାରତ ଏସିଆ କପ୍ ହକି ଚାମ୍ପିଆନ୍

ଭାରତ ଏସିଆ କପ୍ ହକି ଚାମ୍ପିଆନ୍

September 8, 2025
ଛଣଗିରି ସ୍ଵର୍ଣ୍ଣ ଅଳଙ୍କାରରୁ ଲୁଟ ମାମଲାରେ ଧରାପଡ଼ିଲେ ଲୁଟେରା

ଛଣଗିରି ସ୍ଵର୍ଣ୍ଣ ଅଳଙ୍କାରରୁ ଲୁଟ ମାମଲାରେ ଧରାପଡ଼ିଲେ ଲୁଟେରା

September 5, 2025

ଅନଲାଇନରେ ଟଙ୍କା ରୋଜଗାର ନିଶା ଛାଡିଗଲା, ଠକାମି ପରେ ଥାନାର ଦ୍ବାରସ୍ଥ ହେଲେ ଲୋକେ

September 5, 2025
ଶତାଧିକ ଗୁରୁଙ୍କୁ ସମ୍ମାନ ଜଣାଇଲେ ମାହାଙ୍ଗା ବିଧାୟକ ଶାରଦା ପ୍ରଧାନ

ଶତାଧିକ ଗୁରୁଙ୍କୁ ସମ୍ମାନ ଜଣାଇଲେ ମାହାଙ୍ଗା ବିଧାୟକ ଶାରଦା ପ୍ରଧାନ

September 5, 2025
  • About
  • Careers
  • Contact Us
Thursday, September 11, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ରୁଷର ଆଉ ଏକ ଅଂଚଳକୁ ଦଖଲ ନେଇ ୟୁକ୍ରେନର ଦାବି

by M M
August 22, 2024
in ଦେଶ ବିଦେଶ
0
ରୁଷର ଆଉ ଏକ ଅଂଚଳକୁ ଦଖଲ ନେଇ ୟୁକ୍ରେନର ଦାବି
491
SHARES
1.4k
VIEWS
Share on FacebookShare on Twitter

ରୁଷିଆ-ୟୁକ୍ରେନ ଯୁଦ୍ଧର ମୋଡ ଦିନକୁ ଦିନ ବଦଳିବାରେ ଲାଗିଛି ।  ରଷ ଉପରେ ଘନ ଘନ ଆକ୍ରମଣ କରିଚାଲିଛି ୟୁକ୍ରେନ । ରୁଷର କୁର୍ସ୍କ ଅଞ୍ଚଳର ଅନ୍ୟ ଏକ ଅଞ୍ଚଳକୁ ନିୟନ୍ତ୍ରଣକୁ ନେଇଥିବା ୟୁକ୍ରେନ ସେନା ଦାବି କରିଛି ।

ଯଦି ୟୁକ୍ରେନର ଏହି ଦାବି ସତ ହୁଏ ତେବେ ଋଷ ରାଷ୍ଟ୍ରପତି ପୁଟିନଙ୍କ ପାଇଁ ଏହା କ୍ରମାଗତ ଦ୍ୱିତୀୟ ବଡ ଝଟକା । ଏହା ରୁଷସେନାର ମନୋବଳକୁ ଆହୁରି ଭାଙ୍ଗିବ। ଦୁଇ ସପ୍ତାହ ମଧ୍ୟରେ ଏହି ଦ୍ବିତୀୟ ବଡ଼ ଧରଣର ବିପର୍ଯ୍ୟୟ ସମଗ୍ର ବିଶ୍ୱକୁ ସ୍ତବ୍ଧ କରିଦେଇଛି। କିଛି ମାସ ତଳେ ପୁଟିନ୍ ଭାବି ନଥିବେ ଯେ ରୁଷିଆର ଅସ୍ତ୍ରଶସ୍ତ୍ର  ଆଗରେ ପ୍ରାୟ ମୁଣ୍ଡ ନୁଆଁଇଥିବା ୟୁକ୍ରେନ୍ ଏଭଳି ଭାବେ ଜବରଦସ୍ତ ପ୍ରତ୍ୟାବର୍ତ୍ତନ କରିବ।

କିନ୍ତୁ ଏବେ ୟୁକ୍ରେନ ସେନା ଲଗାତାର ଋଷ ଉପରେ ଆକ୍ରମଣ ଜାରି ରଖିଛି । ଇତିମଧ୍ୟରେ ୟୁକ୍ରେନର ରାଷ୍ଟ୍ରପତି ଭ୍ଲାଦିମିର ଜେଲେନସ୍କି ଦୁଇ ସପ୍ତାହ ପୂର୍ବରୁ ରୁଷିଆ ସୀମାରେ ପ୍ରବେଶ କରିବା ପରେ ପ୍ରଥମ ଥର ପାଇଁ ସୀମାନ୍ତ ଅଞ୍ଚଳ ଗସ୍ତ କରିଛନ୍ତି। ଏହି ସମୟରେ ସେ ଉତ୍ତର-ପୂର୍ବ ୟୁକ୍ରେନର ସୁମି ଅଞ୍ଚଳ ଗସ୍ତ କରିଥିଲେ। ୟୁକ୍ରେନର ସାମରିକ କମାଣ୍ଡରଙ୍କ ସହ ଏକ ବୈଠକରେ ଜେଲେନସ୍କି କହିଛନ୍ତି ଯେ ୟୁକ୍ରେନ ସେନା କୁର୍ସ୍କ ଅଞ୍ଚଳରେ ଅନ୍ୟ ଏକ ଜନବସତିକୁ ନିୟନ୍ତ୍ରଣକୁ ନେଇଥିବା ଦାବି କରିଛି ।

Tags: internationalnewsnewsroomUkraine-Russia
Share196Tweet123
M M

M M

  • Trending
  • Comments
  • Latest
ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

February 10, 2025
ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

July 9, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଗୋପ-କୋଣାର୍କକୁ ମିଶାଇ ସ୍ୱତନ୍ତ୍ର ବିଧାନସଭା ଆସନ କରି “ପଦ୍ମକ୍ଷେତ୍ର” ନାମକରଣ ପ୍ରସ୍ତାବ

ଗୋପ-କୋଣାର୍କକୁ ମିଶାଇ ସ୍ୱତନ୍ତ୍ର ବିଧାନସଭା ଆସନ କରି “ପଦ୍ମକ୍ଷେତ୍ର” ନାମକରଣ ପ୍ରସ୍ତାବ

September 10, 2025
ଦକ୍ଷିଣ ଓଡ଼ିଶାରୁ ବିଜେଡି ହାତ ଛାଡୁଛନ୍ତି ବରିଷ୍ଠ ନେତା

ଦକ୍ଷିଣ ଓଡ଼ିଶାରୁ ବିଜେଡି ହାତ ଛାଡୁଛନ୍ତି ବରିଷ୍ଠ ନେତା

September 10, 2025
ବିଜେଡି ଗୋଷ୍ଠୀ କନ୍ଦଳ ବଢ଼ିଲା

ବିଜେଡି ଗୋଷ୍ଠୀ କନ୍ଦଳ ବଢ଼ିଲା

September 10, 2025

Weather

Bhubaneswar
September 11, 2025, 4:48 am
 

ESE
Partly cloudy
32°C
1.5 m/s
Apparent: 35°C
Pressure: 1005 mb
Humidity: 90%
Winds: 1.5 m/s ESE
Windgusts: 6.2 m/s
UV-Index: 0
Precip.: 2.5mm /60% / Rain
Sunrise: 5:33 am
Sunset: 5:53 pm
© 2025 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • About
  • Contact Us
  • Home 1
  • sitemap

Copyright © 2025 Odisha Newsroom