• Latest
  • Trending
ନବ-ନିର୍ବାଚିତ ବିଧାୟକଙ୍କ ଶକ୍ତି ବଢ଼ାଇବାକୁ ଟ୍ରେନିଂ ଦେଲେ ବିଜେଡି ସୁପ୍ରିମୋ

ନବ-ନିର୍ବାଚିତ ବିଧାୟକଙ୍କ ଶକ୍ତି ବଢ଼ାଇବାକୁ ଟ୍ରେନିଂ ଦେଲେ ବିଜେଡି ସୁପ୍ରିମୋ

Aug-25-2024 01:14 PM IST

ମୋଦିଜୀଙ୍କ ନେତୃତ୍ୱ ବିଜେପିକୁ ଆଜି ବିରାଟ ବଟବୃକ୍ଷରେ ପରିଣତ କରିଛି: ଅଭିଳାଷ ପଣ୍ଡା

Dec-30-2025 06:47 PM IST
ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ

Dec-30-2025 03:15 PM IST
ପୁଟିନଙ୍କ ବାସଭବନ ଉପରକୁ ୟୁକ୍ରେନ କଲା  ଲଙ୍ଗ ରେଞ୍ଜ୍ ଡ୍ରୋନ୍ ଆକ୍ରମଣ

ପୁଟିନଙ୍କ ବାସଭବନ ଉପରକୁ ୟୁକ୍ରେନ କଲା  ଲଙ୍ଗ ରେଞ୍ଜ୍ ଡ୍ରୋନ୍ ଆକ୍ରମଣ

Dec-30-2025 03:08 PM IST
ସ୍ଥାପନ ହେବ ‘ପଣ୍ଡିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ’

ସ୍ଥାପନ ହେବ ‘ପଣ୍ଡିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ’

Dec-29-2025 07:03 PM IST

ଚାଷୀଙ୍କ ଆୟ ଦୁଇଗୁଣା କରିବା ସରକାରଙ୍କ ଲକ୍ଷ୍ୟ

Dec-29-2025 07:00 PM IST
ବଦ୍ରିନାରାୟଣ ପାତ୍ର ପୁଣି ପାଣ୍ଡିଆନଙ୍କୁ କଲେ ଟାର୍ଗେଟ

ବଦ୍ରିନାରାୟଣ ପାତ୍ର ପୁଣି ପାଣ୍ଡିଆନଙ୍କୁ କଲେ ଟାର୍ଗେଟ

Dec-29-2025 03:22 PM IST

ଗଂଜାମରେ ବାଲି ଗାଡ଼ି ଧରିଲେ ମନ୍ତ୍ରୀ

Dec-29-2025 03:15 PM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Dec-29-2025 09:52 AM IST
‘ଜାଗରଣ କନକ୍ଲେଭ’: ଭାରତୀୟ ଜ୍ଞାନ ପରମ୍ପରା ଓ ଆଧୁନିକତାର ସେତୁ

‘ଜାଗରଣ କନକ୍ଲେଭ’: ଭାରତୀୟ ଜ୍ଞାନ ପରମ୍ପରା ଓ ଆଧୁନିକତାର ସେତୁ

Dec-29-2025 03:02 PM IST
କିମିଆ କରିଛି ‘ହେ କଳା ବାନ୍ଧବ’ ମ୍ୟୁଜିକ ଭିଡିଓ

କିମିଆ କରିଛି ‘ହେ କଳା ବାନ୍ଧବ’ ମ୍ୟୁଜିକ ଭିଡିଓ

Dec-29-2025 01:12 PM IST
  • About
  • Careers
  • Contact Us
Wednesday, December 31, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ନବ-ନିର୍ବାଚିତ ବିଧାୟକଙ୍କ ଶକ୍ତି ବଢ଼ାଇବାକୁ ଟ୍ରେନିଂ ଦେଲେ ବିଜେଡି ସୁପ୍ରିମୋ

by M M
Aug-25-2024 01:14 PM IST
in ବଡ଼ ଖବର, ଭିଡ଼ିଓ, ରାଜନୀତି, ରାଜ୍ୟ
0
491
SHARES
1.4k
VIEWS
Share on FacebookShare on Twitter

ଶଙ୍ଖ ଭବନ ରେ ଆଜି ଆରମ୍ଭ ହୋଇଛି ବିଜେଡି ର ନବନିର୍ବାଚିତ ବିଧାୟକ ମାନଙ୍କ ପାଇଁ ଦିନିକିଆ ପ୍ରଶିକ୍ଷଣ ଶିବିର ।  ନବ ନିର୍ବାଚିତ ବିଧାୟକ ଙ୍କ ସହ ବିଜେଡି ର ସମସ୍ତ ବିଧାୟକ ପୂର୍ବତନ ବିଧାୟକ ସାଂସଦ ମାନେ ମଧ୍ୟ ଏହି କାର୍ଯ୍ୟକ୍ରମ ରେ ଯୋଗ ଦେଇଛନ୍ତି. ଆଉ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଲଢ଼େଇ କରିବାର ମନ୍ତ୍ର ଫୁଙ୍କିଛନ୍ତି । କାର୍ଯ୍ୟକ୍ରମ କୁ ଉଦଘାଟନ କରି ବିରୋଧୀ ଦଳ ନେତା  ନବୀନ ପଟ୍ଟନାୟକ ଓଡିଶା ତଥା ଓଡିଶା ବାସୀଙ୍କ ସ୍ୱାର୍ଥ ର ସୁରକ୍ଷା ପାଇଁ ଲଢେଇ ଜାରି ରଖିବାକୁ ଆହ୍ବାନ ଦେଇଛନ୍ତି ।

ଦଳ ର ବିଧାୟକ ମାନଙ୍କୁ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ଗଣତନ୍ତ୍ର ରେ ସରକାର ଙ୍କ ର ଯେତିକି ଦାୟିତ୍ୱ ରହିଛି ବିରୋଧୀ ଦଳ ର ତା ଠାରୁ ଅଧିକ ଦାୟିତ୍ୱ ରହିଛି । ବିରୋଧୀ ଦଳ ହିଁ ଗଣତନ୍ତ୍ର ର ଶ୍ରେଷ୍ଠ ସୁରକ୍ଷାକାରୀ ବୋଲି  ନବୀନ କହିଛନ୍ତି ।

ଶ୍ରୀ ପଟ୍ଟନାୟକ କହିଛନ୍ତି ନୂଆ ବିଧାୟକ ମାନଙ୍କୁ ବିଧାନସଭାର ନୀତି ନିୟମ ଏବଂ କାର୍ଯ୍ୟ ପରିଚାଳନା ବିଷୟ ରେ ସମ୍ୟକ ଜ୍ଞାନ ଦେବା ଏ ତାଲିମ ଶିବିର ର ମୁଖ୍ୟ ଉଦେଶ୍ୟ ।  ଗୃହ ପରିଚାଳନା ନୁହେଁ ସରକାର ଙ୍କୁ ଉତ୍ତରଦାୟୀ କରିବାରେ ମଧ୍ୟ ଗୃହ ର ନୀତି ନିୟମ ହେଉଛି ଅସ୍ତ୍ର. ତେଣୁ ବିଧାୟକ ଭାବରେ ନିଜ ଦାୟିତ୍ୱ କୁ ନିର୍ବାହ କରିବାପାଇଁ ଗୃହ ର ନୀତି ନିୟମ ସହ ବିଭିନ୍ନ ସଂସଦୀୟ ପରମ୍ପରା ଆଦି ଉପରେ ବିଶେଷ ଧ୍ୟାନ ଦେବା ଉପରେ ଶ୍ରୀ ପଟ୍ଟନାୟକ ଗୁରୁତ୍ୱ ଆରୋପ କରିଥିଲେ.

ମୁଲତବି ପ୍ରସ୍ତାବ, ଦୃଷ୍ଟିଆକର୍ଷଣ କାରୀ ପ୍ରସ୍ତାବ ପ୍ରଶ୍ନୋତ୍ତର, ଶୂନ୍ୟକାଳ ଆଦି ଜରିଆରେ ରେ ସରକାରଙ୍କୁ ଉତ୍ତରଦାୟୀ କରିବା ସହ ବିଭିନ୍ନ କମିଟି କାର୍ଯ୍ୟ ରେ ମଧ୍ୟ ସକ୍ରିୟ ଭାବରେ ଅଂଶଗ୍ରହଣ କରିବା ଉପରେ ଶ୍ରୀ ପଟ୍ଟନାୟକ ଗୁରୁତ୍ୱ ଆରୋପ କରିଥିଲେ. ।

ବିଧାନସଭା ଦ୍ୱାରା ଆୟୋଜିତ ତାଲିମ ଶିବିର ଆୟୋଜନ ରେ ରାଜନୈତିକ ଅଭିସନ୍ଧି ଥିଲା. ତା ସହିତ ସେ କାର୍ଯ୍ୟକ୍ରମରେ ଆମ ମୁଖ୍ୟମନ୍ତ୍ରୀଙ୍କ ସମ୍ମାନ ଓ ମର୍ଯ୍ୟାଦା ନିଜ ରାଜ୍ୟରେ କ୍ଷୁର୍ଣ ହୋଇଥିବା ଅନୁଭବ କରି ବିଜେଡି ସେ କାର୍ଯ୍ୟକ୍ରମରୁ ଦୁରେଇ ରହିଥିଲା ବୋଲି ଶ୍ରୀ ପଟ୍ଟନାୟକ କହିଥିଲେ.

51 ବିଧାୟକ ଙ୍କୁ ନେଇ ବିଜେଡି ଆଜି ଏକ ଶକ୍ତିଶାଳୀ ବିରୋଧୀ ଦଳ ଭାବରେ କାର୍ଯ୍ୟ କରୁଛି ତେଣୁ ସରକାର ଙ୍କୁ ଉତ୍ତର ଦାୟୀ କରିବା ପାଇଁ କୋଣସି ସୁଯୋଗ ଆମେ ହାତଛଡା ନ କରିବାକୁ ଶ୍ରୀ ନବୀନ ପଟ୍ଟନାୟକ ଆହ୍ୱାନ ଜଣାଇଥିଲେ.

Tags: bjdbjpnewsnewsroomodisha
Share196Tweet123
M M

M M

ଆଜିର ପାଗ

Bhubaneswar
December 31, 2025, 1:12 AM
 

E
Fog
17°C
0.6 m/s
Apparent: 19°C
Pressure: 1014 mb
Humidity: 100%
Winds: 0.6 m/s E
Windgusts: 4.9 m/s
UV-Index: 0
Precip.: 0mm /0% / Rain
Sunrise: 6:21 AM
Sunset: 5:17 PM
© 2025 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0

ମୋଦିଜୀଙ୍କ ନେତୃତ୍ୱ ବିଜେପିକୁ ଆଜି ବିରାଟ ବଟବୃକ୍ଷରେ ପରିଣତ କରିଛି: ଅଭିଳାଷ ପଣ୍ଡା

December 30, 2025
ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ

December 30, 2025
ପୁଟିନଙ୍କ ବାସଭବନ ଉପରକୁ ୟୁକ୍ରେନ କଲା  ଲଙ୍ଗ ରେଞ୍ଜ୍ ଡ୍ରୋନ୍ ଆକ୍ରମଣ

ପୁଟିନଙ୍କ ବାସଭବନ ଉପରକୁ ୟୁକ୍ରେନ କଲା  ଲଙ୍ଗ ରେଞ୍ଜ୍ ଡ୍ରୋନ୍ ଆକ୍ରମଣ

December 30, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom