• Latest
  • Trending
କାର୍ତ୍ତିକ ପାଣ୍ଡିଆନଙ୍କ ପ୍ରଚାରରେ କେତେ ଟଙ୍କା ଖର୍ଚ୍ଚ ହୋଇଛି ଜଣାପଡ଼ିଲା

କାର୍ତ୍ତିକ ପାଣ୍ଡିଆନଙ୍କ ପ୍ରଚାରରେ କେତେ ଟଙ୍କା ଖର୍ଚ୍ଚ ହୋଇଛି ଜଣାପଡ଼ିଲା

Aug-29-2024 05:47 PM IST
ରୋହତିଙ୍କ ଦମଦାର ଶତକ, ଅଷ୍ଟ୍ରେଲିଆକୁ ପରାସ୍ତ କଲା ଭାରତ

ରୋହତିଙ୍କ ଦମଦାର ଶତକ, ଅଷ୍ଟ୍ରେଲିଆକୁ ପରାସ୍ତ କଲା ଭାରତ

Oct-26-2025 09:41 AM IST
କ’ଣ କହୁଛି ଆପଣଙ୍କ ରାଶିଫଳ ?

କ’ଣ କହୁଛି ଆପଣଙ୍କ ରାଶିଫଳ ?

Oct-26-2025 09:35 AM IST
ଜମ୍ମୁକାଶ୍ମୀରରେ ରାଜ୍ୟସଭା ନିର୍ବାଚନ, ସଂଖ୍ୟା ନଥାଇ ବିଜେପି ଜିତିଲା ଗୋଟିଏ ଆସନ

ଜମ୍ମୁକାଶ୍ମୀରରେ ରାଜ୍ୟସଭା ନିର୍ବାଚନ, ସଂଖ୍ୟା ନଥାଇ ବିଜେପି ଜିତିଲା ଗୋଟିଏ ଆସନ

Oct-25-2025 10:17 AM IST
ଲଘୁଚାପ ଆଣିବ କି ବାତ୍ୟା ? ଚିତ୍ର ଅସ୍ପଷ୍ଟ

ଲଘୁଚାପ ଆଣିବ କି ବାତ୍ୟା ? ଚିତ୍ର ଅସ୍ପଷ୍ଟ

Oct-25-2025 09:21 AM IST
କ’ଣ କହୁଛି ଆପଣଙ୍କ ରାଶିଫଳ

କ’ଣ କହୁଛି ଆପଣଙ୍କ ରାଶିଫଳ

Oct-25-2025 09:07 AM IST
ଭାରତ-ଅଷ୍ଟ୍ରେଲିଆ ତୃତୀୟ ଦିନିକିଆ: ଗିଲ୍ , କୋହଲିଙ୍କ ଉପରେ ନଜର

ଭାରତ-ଅଷ୍ଟ୍ରେଲିଆ ତୃତୀୟ ଦିନିକିଆ: ଗିଲ୍ , କୋହଲିଙ୍କ ଉପରେ ନଜର

Oct-25-2025 09:02 AM IST

ଜୀବନ ହାରିଲେ… ପାପୁଲିରେ ଲେଖିଲେ ସୁଇସାଇଡ୍ ନୋଟ୍

Oct-24-2025 05:56 PM IST
ବାତ୍ୟା ପାଇଁ ରାଜ୍ୟ ସରକାର ସଂପୂର୍ଣ୍ଣ ପ୍ରସ୍ତୁତ: ସୁରେଶ ପୂଜାରୀ

ବାତ୍ୟା ପାଇଁ ରାଜ୍ୟ ସରକାର ସଂପୂର୍ଣ୍ଣ ପ୍ରସ୍ତୁତ: ସୁରେଶ ପୂଜାରୀ

Oct-24-2025 05:32 PM IST
କୋର୍ଟରେ ବିକ୍ରମ ପଣ୍ଡାଙ୍କ ନିର୍ଦ୍ଦୋଷ ପାଇଁ ଲଢ଼ିବେ ୪୪ ଓକିଲ

କୋର୍ଟରେ ବିକ୍ରମ ପଣ୍ଡାଙ୍କ ନିର୍ଦ୍ଦୋଷ ପାଇଁ ଲଢ଼ିବେ ୪୪ ଓକିଲ

Oct-24-2025 04:08 PM IST
ଜେଲରୁ ବାହାରିଲେ ଅମରେଶ, କୋଳେଇ ନେଲେ ଜଗା- ଆଗକୁ କ’ଣ ହେବ ?

ଜେଲରୁ ବାହାରିଲେ ଅମରେଶ, କୋଳେଇ ନେଲେ ଜଗା- ଆଗକୁ କ’ଣ ହେବ ?

Oct-24-2025 03:29 PM IST
  • About
  • Careers
  • Contact Us
Sunday, October 26, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

କାର୍ତ୍ତିକ ପାଣ୍ଡିଆନଙ୍କ ପ୍ରଚାରରେ କେତେ ଟଙ୍କା ଖର୍ଚ୍ଚ ହୋଇଛି ଜଣାପଡ଼ିଲା

by M M
Aug-29-2024 05:47 PM IST
in ବଡ଼ ଖବର, ଭିଡ଼ିଓ, ରାଜନୀତି
0
491
SHARES
1.4k
VIEWS
Share on FacebookShare on Twitter

କାର୍ତ୍ତିକ ପାଣ୍ଡିଆନଙ୍କ ପ୍ରଚାରରେ କେତେ ଟଙ୍କା ଖର୍ଚ୍ଚ ହୋଇଛି । ଏନେଇ ଅନେକ ଚର୍ଚା ପରେ ଏବେ ଜଣାପଡିଛି ନିର୍ବାଚନ ପୂର୍ବରୁ ୧୫କୋଟି ଟଙ୍କା ଉଡିଛି ପାଣ୍ଡିଆନଙ୍କ ପ୍ରଚାରରେ। ଗତ ୫ବର୍ଷରେ ରାଜ କୋଷରୁ  ପ୍ରଚାର ପାଇଁ ମୋଟ ୪୫୨କୋଟି ୯୬ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଥିଲା। ଆଜି ବିଧାନସଭାରେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ୨୦୨୪ ନିର୍ବାଚନ ବିଜ୍ଞାପନ ବାବଦକୁ ପାଣ୍ଡିଆନଙ୍କ ଫଟୋ ପାଇଁ ଖର୍ଚ୍ଚ ହୋଇଛି ୧୫କୋଟି ୨୬ଲକ୍ଷ ୯୧ହଜାର ଟଙ୍କା। ଯାହାକୁ ନେଇ ଅନେକ ପ୍ରଶ୍ନ ଉଠିଥିଲା ।  କାର୍ତ୍ତିକ ପାଣ୍ଡିଆନ ୫ଟି ଅଧ୍ୟକ୍ଷ ହେବା ପରେ ଖବରକାଗଜରେ ବିଜ୍ଞାପନ ଓ ଫଟୋ ବାବଦକୁ ପୂର୍ବ ସରକାର ରାଜକୋଷରୁ ଏହି ଅର୍ଥରାଶି ଖର୍ଚ୍ଚ କରିଥିବା ଜଣାପଡିଛି। ଯାହାକୁ ନେଇ ଅନେକ ସମୟରେ ବିବାଦ ଉଠିଛି ।

Tags: newsnewsroomodisha
Share196Tweet123
M M

M M

ଆଜିର ପାଗ

Bhubaneswar
October 26, 2025, 9:52 AM
 

NE
Mainly clear
30°C
3 m/s
Apparent: 31°C
Pressure: 1011 mb
Humidity: 92%
Winds: 3 m/s NE
Windgusts: 7.6 m/s
UV-Index: 0
Precip.: 0mm /25% / Rain
Sunrise: 5:45 AM
Sunset: 5:15 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ରୋହତିଙ୍କ ଦମଦାର ଶତକ, ଅଷ୍ଟ୍ରେଲିଆକୁ ପରାସ୍ତ କଲା ଭାରତ

ରୋହତିଙ୍କ ଦମଦାର ଶତକ, ଅଷ୍ଟ୍ରେଲିଆକୁ ପରାସ୍ତ କଲା ଭାରତ

October 26, 2025
କ’ଣ କହୁଛି ଆପଣଙ୍କ ରାଶିଫଳ ?

କ’ଣ କହୁଛି ଆପଣଙ୍କ ରାଶିଫଳ ?

October 26, 2025
ଜମ୍ମୁକାଶ୍ମୀରରେ ରାଜ୍ୟସଭା ନିର୍ବାଚନ, ସଂଖ୍ୟା ନଥାଇ ବିଜେପି ଜିତିଲା ଗୋଟିଏ ଆସନ

ଜମ୍ମୁକାଶ୍ମୀରରେ ରାଜ୍ୟସଭା ନିର୍ବାଚନ, ସଂଖ୍ୟା ନଥାଇ ବିଜେପି ଜିତିଲା ଗୋଟିଏ ଆସନ

October 25, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom