• Latest
  • Trending

ମମତାଙ୍କ ଚେତାବନୀକୁ ନେଇ ତାତିଲେ ବିଜେପି ମୁଖ୍ୟମନ୍ତ୍ରୀ

Aug-29-2024 06:11 PM IST
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

Mar-03-2026 11:05 PM IST
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

Mar-03-2026 11:02 PM IST
ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

Mar-03-2026 10:59 PM IST
ଜାଣନ୍ତୁ ରାଶି ଅନୁସାରେ  କପରି କଟିବ ଆଜିର ଦିନ

ଜାଣନ୍ତୁ ରାଶି ଅନୁସାରେ କପରି କଟିବ ଆଜିର ଦିନ

Mar-03-2026 02:01 PM IST
ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

Mar-03-2026 01:50 PM IST
ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

Mar-03-2026 01:25 PM IST
ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

Mar-03-2026 12:58 PM IST
କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

Mar-03-2026 12:55 PM IST
BJPର ୪ ଭାଗ୍ୟଶାଳୀ ନେତା ଗୁପ୍ତ ବୈଠକରୁ ଆସିଲା ବଡ଼ ଖବର!

BJPର ୪ ଭାଗ୍ୟଶାଳୀ ନେତା ଗୁପ୍ତ ବୈଠକରୁ ଆସିଲା ବଡ଼ ଖବର!

Mar-02-2026 07:56 PM IST
ଜଳୁଛି ମଧ୍ୟପ୍ରାଚ୍ୟ, କାହିଁକି ଚିନ୍ତାରେ ଭାରତ ? କହିଲେ ରବି ଦାସ…

ଜଳୁଛି ମଧ୍ୟପ୍ରାଚ୍ୟ, କାହିଁକି ଚିନ୍ତାରେ ଭାରତ ? କହିଲେ ରବି ଦାସ…

Mar-02-2026 07:52 PM IST
  • About
  • Careers
  • Contact Us
Saturday, March 7, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ମମତାଙ୍କ ଚେତାବନୀକୁ ନେଇ ତାତିଲେ ବିଜେପି ମୁଖ୍ୟମନ୍ତ୍ରୀ

by M M
Aug-29-2024 06:11 PM IST
in ଦେଶ ବିଦେଶ, ବଡ଼ ଖବର, ଭିଡ଼ିଓ
0
491
SHARES
1.4k
VIEWS
Share on FacebookShare on Twitter

ମୋଦିଙ୍କୁ ଟାର୍ଗେଟ କଲେ ମମତା ଦିଦି । ଏହା ପରେ ଏବେ ରାଜନୀତି ଜୋର ଧରିଛି ।  ପ୍ରଧାନମନ୍ତ୍ରୀଙ୍କୁ ଧମକ ଦେଇ ଦିଦି କହିଥିଳେ  ପଶ୍ଚିମବଙ୍ଗ ଜଳାଇଲେ  ବିଜେପି ଶାସିତ ରାଜ୍ୟ ବି ଜଳିବ । ଦିଲ୍ଳୀ ବି ଜଳିବ  । ବିଜେପିର ବନ୍ଦ  ପାଳନକୁ ନେଇ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ନିଶାଣ କରିଛନ୍ତି। ମୋଦୀଙ୍କ ଉଦ୍ଦେଶ୍ୟରେ ମମତା କହିଛନ୍ତି ଯେ ପଶ୍ଚିମବଙ୍ଗରେ ନିଆଁ ଜଳିଲେ ଏଥିରେ ଅନ୍ୟ ରାଜ୍ୟ ମଧ୍ୟ ପ୍ରଭାବିତ ହେବ। ମମତା କହିଛନ୍ତି ଯେ ମୋଦୀ ତାଙ୍କ ଦଳକୁ ଉପଯୋଗ କରି ପଶ୍ଚିମବଙ୍ଗରେ ନିଆଁ ଲଗାଇବାକୁ ଚେଷ୍ଟା କରୁଛନ୍ତି। ବିଜେପି ଯଦି ଏପରି ଚେଷ୍ଟା କରେ ତେବେ ଆସାମ, ଉତ୍ତରପୂର୍ବାଞ୍ଚଳ, ଉତ୍ତରପ୍ରଦେଶ, ବିହାର, ଝାଡଖଣ୍ଡ, ଓଡିଶା ଓ ଦିଲ୍ଲୀରେ ମଧ୍ୟ ଅନୁରୂପ ପରିସ୍ଥିତି ସୃଷ୍ଟି ହେବ। ଆମେ ତୁମର ଆସନକୁ ଦୋହଲାଇଦେବୁ। ଏହା ପରେ ଦିଦିଙ୍କୁ ଓଡ଼ିଶା ସମେତ ଅନ୍ୟ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ମଧ୍ୟ ଉତ୍ତର ଦେଇଛନ୍ତି ।

Tags: newsroomodishapolitics
Share196Tweet123
M M

M M

ଆଜିର ପାଗ

Bhubaneswar
March 7, 2026, 4:51 AM
 
ESE
Overcast
25°C
1.7 m/s
Apparent: 30°C
Pressure: 1010 mb
Humidity: 89%
Winds: 1.7 m/s ESE
Windgusts: 8.8 m/s
UV-Index: 0
Precip.: 0mm /8% / Rain
Sunrise: 6:01 AM
Sunset: 5:53 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

0

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

0

ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

0
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

March 3, 2026
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

March 3, 2026
ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

March 3, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom