• Latest
  • Trending
ପୁଲିସ ଏନକାଉଣ୍ଟରରେ ୩ ଜଣ ମହିଳା ନକ୍ସଲ ନିହତ

ପୁଲିସ ଏନକାଉଣ୍ଟରରେ ୩ ଜଣ ମହିଳା ନକ୍ସଲ ନିହତ

August 31, 2024

ଭୋଟ ଚୋରି ରୋକିବ କିଏ?

August 18, 2025
ମେଡିକାଲରୁ “ମୁଁ ଭଲ ଅଛି” କହିଲେ ନବୀନ

ମେଡିକାଲରୁ “ମୁଁ ଭଲ ଅଛି” କହିଲେ ନବୀନ

August 17, 2025

ସି.ପି. ରାଧାକୃଷ୍ଣନ ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ

August 17, 2025

ଭାରତର ଯାତ୍ରା: ୧୯୪୭ରୁ ୨୦୨୫

August 17, 2025

ନୋବେଲ ପୁରସ୍କାର ପାଇଁ ଟ୍ରମ୍ପଙ୍କ ଲବି ଜୋରଦାର

August 17, 2025

ଯଦି ବିଜେଡି ନିଜକୁ ପୁନର୍ଜୀବିତ ନ କରେ, ଓଡ଼ିଶାରେ ଏକ ନୂତନ ଆଞ୍ଚଳିକ ମୋର୍ଚ୍ଚା ଏକ ସମ୍ଭାବନା ହୋଇପାରେ

August 13, 2025

ଭଲ ଖାଦ୍ୟ ଖାଉଥିଲେ, ମୋନିକାଙ୍କୁ କେମିତି ହେଲା କ୍ୟାନସର

August 13, 2025

ଟଙ୍କା କେଉଁଠି କରିବେ ନିବେଶ

August 11, 2025

ମୁନିର ବନିବେ କି ପାକିସ୍ତାନ ମୁଖ୍ୟ

August 11, 2025
              +3 ଶ୍ରେଣୀରେ 2ୟ ପର୍ଯ୍ୟାୟ ନାମଲେଖା ବିଜ୍ଞପ୍ତି ତୁରନ୍ତ ପ୍ରକାଶ ପାଇଁ ଦାବି

              +3 ଶ୍ରେଣୀରେ 2ୟ ପର୍ଯ୍ୟାୟ ନାମଲେଖା ବିଜ୍ଞପ୍ତି ତୁରନ୍ତ ପ୍ରକାଶ ପାଇଁ ଦାବି

August 10, 2025
  • About
  • Careers
  • Contact Us
Tuesday, August 19, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ପୁଲିସ ଏନକାଉଣ୍ଟରରେ ୩ ଜଣ ମହିଳା ନକ୍ସଲ ନିହତ

by M M
August 31, 2024
in ବଡ଼ ଖବର, ରାଜ୍ୟ
0
ପୁଲିସ ଏନକାଉଣ୍ଟରରେ ୩ ଜଣ ମହିଳା ନକ୍ସଲ ନିହତ
491
SHARES
1.4k
VIEWS
Share on FacebookShare on Twitter

ମାଲକାଗିରି ସୀମାନ୍ତ ରେ ମାଓବାଦୀଙ୍କ ଉପରେ ଆକ୍ରମଣ ଜୋରଦାର ହୋଇଛି । ନାରାୟନପୁର ଓ କଂକେର ସୀମାବର୍ତ୍ତୀ ଜଙ୍ଗଲରେ ପୁଲିସ ଓ ନକ୍ସଲଙ୍କ ମଧ୍ୟରେ ଗୁଳିବିନିମୟରେ ୩ ଜଣ ନକ୍ସଲଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି । ଛତିଶଗଡ଼ର ନାରାୟନପୁର ଓ କଂକେର ସୀମାବର୍ତ୍ତି ଜଙ୍ଗଲରେ ପୁଲିସ ଏନକାଉଣ୍ଟରରେ ୩ ଜଣ ମହିଳା ନକ୍ସଲ ନିହତ ହୋଇଛନ୍ତି। ମୃତ ମହିଳା ନକ୍ସଲମାନେ ହେଲେ ଲକ୍ଷ୍ମୀ, ସବିତା ଓ ଶାନ୍ତି। ମୃତ ଲକ୍ଷ୍ମୀଙ୍କର ଘର କାଲିମେଳା ତେକଗୁଡ଼ା ଅଞ୍ଚଳରେ ବୋଲି ଜଣାପଡିଛି। ଲକ୍ଷ୍ମୀ ନାମରେ ସରକାର ୮ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଥିଲେ। ସେହିପରି ସବିତା ଓ ଶାନ୍ତି ଏସିଏମ ଥିବା ବେଳେ ଏହି ଦୁଇଜଣଙ୍କ ନାମରେ ସରକାର ୫ ଲକ୍ଷ ଲେଖାଏଁ ପୁରସ୍କାର ରାଶି ଘୋଷଣା କରିଥିଲେ। ପୁଲିସ ସେମାନଙ୍କଠାରୁ ୩ଟି ବନ୍ଧୁକ ସହ ବିସ୍ଫରୋକ ଜବତ କରାଯାଇଛି। ଏହି ଘଟଣା ପରେ ସ୍ଥାନୀୟ ଅଂଚଳର ସୁରକ୍ଷାବ୍ୟବସ୍ଥା କଡ଼ାକଡ଼ି କରାଯାଇଛି ।

 

Share196Tweet123
M M

M M

  • Trending
  • Comments
  • Latest
ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

February 10, 2025
ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

July 9, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0

ଭୋଟ ଚୋରି ରୋକିବ କିଏ?

August 18, 2025
ମେଡିକାଲରୁ “ମୁଁ ଭଲ ଅଛି” କହିଲେ ନବୀନ

ମେଡିକାଲରୁ “ମୁଁ ଭଲ ଅଛି” କହିଲେ ନବୀନ

August 17, 2025

ସି.ପି. ରାଧାକୃଷ୍ଣନ ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ

August 17, 2025

Weather

Bhubaneswar
August 19, 2025, 4:29 am
 

SSE
Overcast
28°C
3.3 m/s
Apparent: 32°C
Pressure: 1000 mb
Humidity: 92%
Winds: 3.3 m/s SSE
Windgusts: 9.9 m/s
UV-Index: 0
Precip.: 2.5mm /70% / Rain
Sunrise: 5:27 am
Sunset: 6:12 pm
© 2025 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • About
  • Contact Us
  • Home 1
  • sitemap

Copyright © 2025 Odisha Newsroom