• Latest
  • Trending
ନିମ୍ନମାନର ଛତୁଆ କିଏ ଯୋଗାଉଛି ଧରାହେବେ !

ନିମ୍ନମାନର ଛତୁଆ କିଏ ଯୋଗାଉଛି ଧରାହେବେ !

Aug-31-2024 01:40 PM IST

କିମିଆ କରିଛି ‘ହେ କଳା ବାନ୍ଧବ’

Dec-28-2025 03:27 PM IST
ବବି ଓ ପାଣ୍ଡିଆନଙ୍କୁ କାହିଁକି ଟାର୍ଗେଟ କଲେ ବଦ୍ରି ? ଗୁମର ଖୋଲିଲେ ରବି ଦାସ

ବବି ଓ ପାଣ୍ଡିଆନଙ୍କୁ କାହିଁକି ଟାର୍ଗେଟ କଲେ ବଦ୍ରି ? ଗୁମର ଖୋଲିଲେ ରବି ଦାସ

Dec-28-2025 09:31 AM IST
ସୁଜାତା ଯିବେ ରାଜ୍ୟସଭା, ବିଜେପି ସହ ଗୁପ୍ତ ମନ୍ତ୍ରଣା

ସୁଜାତା ଯିବେ ରାଜ୍ୟସଭା, ବିଜେପି ସହ ଗୁପ୍ତ ମନ୍ତ୍ରଣା

Dec-28-2025 09:24 AM IST
ଦିଗବିଜୟ ସିଂହଙ୍କ ସୋସିଆଲ ମିଡିଆ ଏକ ପୋଷ୍ଟ କୁ ନେଇ ବିବାଦ

ଦିଗବିଜୟ ସିଂହଙ୍କ ସୋସିଆଲ ମିଡିଆ ଏକ ପୋଷ୍ଟ କୁ ନେଇ ବିବାଦ

Dec-28-2025 09:21 AM IST

କ’ଣ କହୁଛି ଆଜିର ରାଶିଫଳ

Dec-28-2025 08:58 AM IST
ମୋଦି ଆଡ଼ଭାନୀଙ୍କୁ କାହିଁକି ପ୍ରଶଂସା କଲେ ବରିଷ୍ଠ କଂଗ୍ରେସ ନେତା ଦିଗବିଜୟ ସିଂହ

ମୋଦି ଆଡ଼ଭାନୀଙ୍କୁ କାହିଁକି ପ୍ରଶଂସା କଲେ ବରିଷ୍ଠ କଂଗ୍ରେସ ନେତା ଦିଗବିଜୟ ସିଂହ

Dec-27-2025 05:10 PM IST
ଯେଉଁ ବିଦ୍ୟାଳୟରେ ଥିଲେ ଶିକ୍ଷକ, ସେହି ବିଦ୍ୟାଳୟରେ ମୁଖ୍ୟଅତିଥି ଭାବେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଯେଉଁ ବିଦ୍ୟାଳୟରେ ଥିଲେ ଶିକ୍ଷକ, ସେହି ବିଦ୍ୟାଳୟରେ ମୁଖ୍ୟଅତିଥି ଭାବେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

Dec-27-2025 03:48 PM IST
ପିଲାମାନଙ୍କର ଏହି ବୈଜ୍ଞାନିକ ଚିନ୍ତାଧାରା ଓ ସୃଜନଶୀଳତା ପ୍ରକୃତରେ ପ୍ରଶଂସନୀୟ:ମୁଖ୍ୟମନ୍ତ୍ରୀ

ପିଲାମାନଙ୍କର ଏହି ବୈଜ୍ଞାନିକ ଚିନ୍ତାଧାରା ଓ ସୃଜନଶୀଳତା ପ୍ରକୃତରେ ପ୍ରଶଂସନୀୟ:ମୁଖ୍ୟମନ୍ତ୍ରୀ

Dec-27-2025 03:25 PM IST

ପ୍ରତ୍ୟେକ ପରିବାରର ଅତି କମରେ ତିନୋଟି ସନ୍ତାନ ହେବା ଉଚିତ…

Dec-27-2025 03:02 PM IST
ବିଜେଡିର ପରବର୍ତ୍ତୀ ମାଷ୍ଟରଷ୍ଟ୍ରୋକ ହେବେ କି ସୁଜାତା କାର୍ତ୍ତିକେୟନ?

ବିଜେଡିର ପରବର୍ତ୍ତୀ ମାଷ୍ଟରଷ୍ଟ୍ରୋକ ହେବେ କି ସୁଜାତା କାର୍ତ୍ତିକେୟନ?

Dec-27-2025 10:16 AM IST
  • About
  • Careers
  • Contact Us
Sunday, December 28, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ନିମ୍ନମାନର ଛତୁଆ କିଏ ଯୋଗାଉଛି ଧରାହେବେ !

by M M
Aug-31-2024 01:40 PM IST
in ବଡ଼ ଖବର, ବିଶେଷ
0
491
SHARES
1.4k
VIEWS
Share on FacebookShare on Twitter

ବିଧାନସଭାରେ ଉଠିଲା ଛତୁଆ ଦୁର୍ନୀତି । ବର୍ଷ ବର୍ଷ ଧରି ନିମ୍ନମାନର ଛତୁଆ ଯୋଗାଣ ହେଉଥିବା ଅଭିଯୋଗ ହେଉଥିଲା । କିନ୍ତୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନଥିଲା । ଯେଉଁ ଏଜେନ୍ସିମାନେ  ନିମ୍ନମାନର ଛତୁଆ ଯୋଗାଉଛନ୍ତି ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ ନିର୍ଦ୍ଦେଶ ଗୃହରେ ନିର୍ଦ୍ଦେଶ ଦେଇଛନ୍ତି ବାଚସ୍ପତି ସୁରମା ପାଢୀ । ଏଥିସହିତ ଏଭଳି ଦୁର୍ନୀତିରେ ଗତ ୫ବର୍ଷରେ କେଉଁ ଏଜେନ୍ସି ବିରୋଧରେ କାର୍ଯ୍ୟାନୁଷ୍ଠାନ ହୋଇଛି, ସେନେଇ ମଧ୍ୟ ବିବରଣୀ ପୈଠ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ବାଚସ୍ପତି । ଶିଶୁ ଓ ଝିଅମାନଙ୍କୁ ପୃଷ୍ଟି ପାଇଁ ଯୋଗାଇ ଦିଆଯାଉଥିବା ଖାଦ୍ୟ ଅତି ନିମ୍ନମାନର ଅଭିଯୋଗ ହୋଇଛି ।  ଯାହାକୁ ନେଇ ଆଜି ଗୃହରେ ଉଦବେଗ ପ୍ରକାଶ କରିଥିଲେ ଏକାଧିକ ବିଧାୟକ । ଯାହାକୁ ଦୃଷ୍ଟିରେ ରଖି ଛତୁଆର ମାନ ଯାଞ୍ଚ କରି ଏନେଇ କଡା କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଇଛନ୍ତି ବାଚସ୍ପତି ।

Tags: bjdbjpcongressnewsroompolitics
Share196Tweet123
M M

M M

ଆଜିର ପାଗ

Bhubaneswar
December 28, 2025, 10:51 PM
 

E
Clear sky
17°C
0.9 m/s
Apparent: 17°C
Pressure: 1015 mb
Humidity: 95%
Winds: 0.9 m/s E
Windgusts: 4.4 m/s
UV-Index: 0
Precip.: 0mm /0% / Rain
Sunrise: 6:20 AM
Sunset: 5:15 PM
© 2025 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0

କିମିଆ କରିଛି ‘ହେ କଳା ବାନ୍ଧବ’

December 28, 2025
ବବି ଓ ପାଣ୍ଡିଆନଙ୍କୁ କାହିଁକି ଟାର୍ଗେଟ କଲେ ବଦ୍ରି ? ଗୁମର ଖୋଲିଲେ ରବି ଦାସ

ବବି ଓ ପାଣ୍ଡିଆନଙ୍କୁ କାହିଁକି ଟାର୍ଗେଟ କଲେ ବଦ୍ରି ? ଗୁମର ଖୋଲିଲେ ରବି ଦାସ

December 28, 2025
ସୁଜାତା ଯିବେ ରାଜ୍ୟସଭା, ବିଜେପି ସହ ଗୁପ୍ତ ମନ୍ତ୍ରଣା

ସୁଜାତା ଯିବେ ରାଜ୍ୟସଭା, ବିଜେପି ସହ ଗୁପ୍ତ ମନ୍ତ୍ରଣା

December 28, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom