• Latest
  • Trending

ସୁନୀତି ମୁଣ୍ଡ ଭାଜପାରୁ ନିଲମ୍ବିତ

Sep-01-2024 04:04 PM IST
odisha.newsroom.in

ବଙ୍ଗଳା ଓ ଆସାମରେ ବିଜେପିର ଦବଦବା…ତାମିଲନାଡୁରେ ବିଜୟଙ୍କ ‘ବ୍ଲକବଷ୍ଟର’ ଏଣ୍ଟ୍ରି

May-04-2026 06:52 PM IST
odisha.newsroom.in

ପଶ୍ଚିମବଙ୍ଗର ନୂଆ ମୁଖ୍ୟମନ୍ତ୍ରୀ କିଏ ? ଚର୍ଚ୍ଚାରେ ଏହି ନେତାଙ୍କ ନାମ…

May-04-2026 06:12 PM IST
odisha.newsroom.in

ତାମିଲନାଡୁରେ ଅଟୋ ଚାଳକଙ୍କ କମାଲ…ବଡ଼ ନେତାଙ୍କୁ ହରାଇଦେଲେ

May-04-2026 05:13 PM IST
odisha.newsroom.in

TMC କାର୍ଯ୍ୟାଳୟ ଖାଁ ଖାଁ…ମମତାଙ୍କ ଘର ଆଗରେ ‘ଜୟ ଶ୍ରୀରାମ’ ନାରା

May-04-2026 03:02 PM IST
odisha.newsroom.in

ପୁଡୁଚେରୀ ନିର୍ବାଚନ ଫଳାଫଳ: ପୁଣି ଥରେ କ୍ଷମତା ଆଡ଼କୁ ବିଜେପି ମେଣ୍ଟ, ପଛରେ ପଡ଼ିଲା କଂଗ୍ରେସ

May-04-2026 12:42 PM IST
odisha.newsroom.in

ତାମିଲନାଡୁରେ’TVK’ ମ୍ୟାଜିକ୍: ବିଜୟଙ୍କ ଘର ଆଗରେ ପୋଲିସ୍ ଛାଉଣୀ କାହିଁକି ?

May-04-2026 12:18 PM IST
odisha.newsroom.in

କେରଳରେ ବଡ଼ ବିଜୟ ଆଡ଼କୁ UDF…LDF କର୍ମୀଙ୍କ ମଧ୍ୟରେ ନିରାଶା…

May-04-2026 11:58 AM IST
odisha.newsroom.in

ତାମିଲନାଡୁରେ ବିଜୟଙ୍କ ଦବଦବା…ଛତ୍ରଭଙ୍ଗ ଦେଲେଣି DMK କର୍ମୀ

May-04-2026 11:20 AM IST
odisha.newsroom.in

ବେଙ୍ଗଲରେ ବିଜେପି ଆଗରେ, ତାମିଲନାଡୁରେ ବିଜୟଙ୍କ TVK ର କମାଲ

May-04-2026 10:37 AM IST
odisha.newsroom.in

ପ୍ରାରମ୍ଭିକ ଟ୍ରେଣ୍ଡରେ ମମତାଙ୍କୁ ପଛରେ ପକାଇଲେ ଶୁଭେନ୍ଦୁ ଅଧିକାରୀ

May-04-2026 09:54 AM IST
  • About
  • Careers
  • Contact Us
Tuesday, May 5, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଭିଡ଼ିଓ

ସୁନୀତି ମୁଣ୍ଡ ଭାଜପାରୁ ନିଲମ୍ବିତ

by M M
Sep-01-2024 04:04 PM IST
in ଭିଡ଼ିଓ, ରାଜନୀତି, ରାଜ୍ୟ
0
491
SHARES
1.4k
VIEWS
Share on FacebookShare on Twitter

ଦଳ ବିରୋଧୀ କାର୍ଯ୍ୟ ଏବଂ ଦଳୀୟ ଅନୁଶାସନ ଭଙ୍ଗ କାରଣରୁ ଭୁବନେଶ୍ୱର ମହନଗର ନିଗମ(ବିଏମ୍‌ସି) ପୂର୍ବତନ ମେୟର ପ୍ରାର୍ଥୀ ସୁନୀତି ମୁଣ୍ଡ୍‌ଙ୍କୁ ଭାଜପାରୁ ନିଲମ୍ବିତ କରାଯାଇଛି। ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିର୍ଦ୍ଦେଶ କ୍ରମେ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଥିବା ଭାଜପା ରାଜ୍ୟ କାର୍ଯ୍ୟାଳୟ ପକ୍ଷରୁ ଶନିବାର ଏକ ପ୍ରେସ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି।

ସେହିପରି ଦଳ ବିରୋଧୀ କାର୍ଯ୍ୟ ଏବଂ ଦଳୀୟ ଅନୁଶାସନ ଭଙ୍ଗ କାରଣରୁ ପୂର୍ବତନ ଖୋର୍ଦ୍ଧା ଜିଲା ସଭାପତି ନିକୁଞ୍ଜ ପଟ୍ଟନାୟକ, ଜିଲା ସମ୍ପାଦକ ବିଦ୍ୟୁତ୍‌ କାଣ୍ଡି, ଖୋର୍ଦ୍ଧା ଜିଲା କୃଷକ ମୋର୍ଚ୍ଚା ସଭାପତି ତାପସ ଜେନା, ଅନୁସୂଚିତ ଜାତି ମୋର୍ଚ୍ଚା ଖୋର୍ଦ୍ଧା ଜିଲା ସଭାପତି ଶିବ ମଲ୍ଲିକ ଏବଂ କାଯର୍‌ୟକର୍ତ୍ତା ଧନେଶ୍ୱର ବାରିକଙ୍କୁ ଦଳରୁ ନିଲମ୍ବିତ କରାଯାଇଥିବା ରାଜ୍ୟ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Tags: bjpnewsroomodisha
Share196Tweet123
M M

M M

ଆଜିର ପାଗ

Bhubaneswar
May 5, 2026, 9:12 AM
 

SSE
Overcast
30°C
2.6 m/s
Apparent: 35°C
Pressure: 1010 mb
Humidity: 68%
Winds: 2.6 m/s SSE
Windgusts: 10.4 m/s
UV-Index: 6.1
Precip.: 17.8mm /75% / Rain
Sunrise: 5:14 AM
Sunset: 6:11 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom