• Latest
  • Trending
ସନ୍ଦୀପ ଘୋଷ ଗିରଫ ସେପଟେ ନୂଆ ଆଇନ ଆଣିଲେ ମମତା

ସନ୍ଦୀପ ଘୋଷ ଗିରଫ ସେପଟେ ନୂଆ ଆଇନ ଆଣିଲେ ମମତା

September 3, 2024

ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଲା ଇଂଲଣ୍ଡ

July 10, 2025

ହେମାନନ୍ଦ ବିଶ୍ୱାଳଙ୍କ ଝିଅ ସୁନୀତା ବିଶ୍ବାଳ କଂଗ୍ରେସରେ ଯୋଗ ଦେଇଛନ୍ତି

July 10, 2025
ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

July 9, 2025
ବିଜେପି ଭିତରେ ମନମୋହନଙ୍କ ଶକ୍ତି ବଢ଼ିଛି

ବିଜେପି ଭିତରେ ମନମୋହନଙ୍କ ଶକ୍ତି ବଢ଼ିଛି

July 10, 2025
ଲୋକଙ୍କ ସହ ଭଲ ବ୍ୟବହାର କରିବାକୁ ପଡ଼ିବ: ମନମୋହନ ସାମଲ

ଲୋକଙ୍କ ସହ ଭଲ ବ୍ୟବହାର କରିବାକୁ ପଡ଼ିବ: ମନମୋହନ ସାମଲ

July 8, 2025

ମନମୋହନ ସାମଲଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜୋରଦାର ପ୍ରଶଂସା

July 8, 2025

ଜୁଲାଇ ୭ରେ ଜନସାଧାରଣଙ୍କର ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

July 5, 2025
କିଏ ହେବେ ଦଲାଇଲାମାଙ୍କ ଉତ୍ତରାଧିକାରୀ

କିଏ ହେବେ ଦଲାଇଲାମାଙ୍କ ଉତ୍ତରାଧିକାରୀ

July 3, 2025
ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ଦେଖିବାକୁ ଆସୁଛନ୍ତି ଅଧିକ ଭକ୍ତ

ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ଦେଖିବାକୁ ଆସୁଛନ୍ତି ଅଧିକ ଭକ୍ତ

July 1, 2025
ମୁଖ୍ୟମନ୍ତ୍ରୀଙ୍କ ବାସଭବନ ସମ୍ମୁଖରେ ଗର୍ଜିଲା କଂଗ୍ରେସ

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ସମ୍ମୁଖରେ ଗର୍ଜିଲା କଂଗ୍ରେସ

June 30, 2025
  • About
  • Careers
  • Contact Us
Thursday, July 17, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଅପରାଧ

ସନ୍ଦୀପ ଘୋଷ ଗିରଫ ସେପଟେ ନୂଆ ଆଇନ ଆଣିଲେ ମମତା

by M M
September 3, 2024
in ଅପରାଧ, ଦେଶ ବିଦେଶ, ବଡ଼ ଖବର, ଭିଡ଼ିଓ
0
ସନ୍ଦୀପ ଘୋଷ ଗିରଫ ସେପଟେ ନୂଆ ଆଇନ ଆଣିଲେ ମମତା
491
SHARES
1.4k
VIEWS
Share on FacebookShare on Twitter

କୋଲକାତା ବଳାତ୍କାର ମାମଲାରେ ସିବିଆଇ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଆର୍‌.ଜି କର ହସ୍ପିଟାଲର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷଙ୍କୁ ସିବିଆଇ  ଗିରଫ କରିଥିବା ବେଳେ ଏପଟେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମୀ ଓ ହତ୍ୟା ମାମଲାକୁ ନେଇ ଚାଲିଥିବା ବ୍ୟାପକ ଆନ୍ଦୋଳନ ମଧ୍ୟରେ ଐତିହାସିକ ‘ଅପରାଜିତା’ ବିଲ୍ ପାରିତ କରିଛନ୍ତି ପଶ୍ଚିମବଙ୍ଗ ସରକାର। ଆଜି ବେଙ୍ଗଲର ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ ସରକାର ଦୁଷ୍କର୍ମ ବିରୋଧୀ ଅପରାଜିତା ବିଲ୍ ପାରିତ କରିଛନ୍ତି।

ଏହା ସହ ପଶ୍ଚିମବଙ୍ଗ ଦେଶର ପ୍ରଥମ ରାଜ୍ୟ ଭାବରେ ଦୁଷ୍କର୍ମ, ଗଣଦୁଷ୍କର୍ମ ଏବଂ ଯୌନ ନିର୍ଯାତନା ଅପରାଧ ସହ ଜଡିତ କେନ୍ଦ୍ରୀୟ ଆଇନରେ ସଂଶୋଧନ ଆଣିଛି। ବିଧାନସଭାରେ ‘ଅପରାଜିତା’ ବିଲ୍ ପାରିତ ହେବା ପରେ ରାଜ୍ୟପାଳ ସିଭି ଆନନ୍ଦ ବୋସ୍ ଏବଂ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପାଖକୁ ପଠାଯିବ। ଉଭୟଙ୍କ ଅନୁମୋଦନ ପରେ ବିଲ୍ ଆଇନରେ ପରିଣତ ହେବ।

Tags: nationalnewsroomodisha
Share196Tweet123
M M

M M

  • Trending
  • Comments
  • Latest
ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

February 10, 2025
ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

July 9, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0

ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଲା ଇଂଲଣ୍ଡ

July 10, 2025

ହେମାନନ୍ଦ ବିଶ୍ୱାଳଙ୍କ ଝିଅ ସୁନୀତା ବିଶ୍ବାଳ କଂଗ୍ରେସରେ ଯୋଗ ଦେଇଛନ୍ତି

July 10, 2025
ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

July 9, 2025

Weather

Bhubaneswar
July 17, 2025, 3:09 pm
 

SSE
Overcast
28°C
1.9 m/s
Apparent: 35°C
Pressure: 1003 mb
Humidity: 94%
Winds: 1.9 m/s SSE
Windgusts: 8.4 m/s
UV-Index: 0
Precip.: 2.5mm /65% / Rain
Sunrise: 5:16 am
Sunset: 6:29 pm
© 2025 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • About
  • Contact Us
  • Home 1
  • sitemap

Copyright © 2025 Odisha Newsroom