• Latest
  • Trending
କଣ୍ଟେନରରୁ ବୋହିନେଲେ ଖାଦ୍ୟ ସାମଗ୍ରୀ

କଣ୍ଟେନରରୁ ବୋହିନେଲେ ଖାଦ୍ୟ ସାମଗ୍ରୀ

Sep-03-2024 04:29 PM IST
ବିଜେପିର ବରିଷ୍ଠ ନେତା ଶଙ୍କର୍ଷଣ ପରିଡାଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ

ବିଜେପିର ବରିଷ୍ଠ ନେତା ଶଙ୍କର୍ଷଣ ପରିଡାଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ

Oct-30-2025 04:24 PM IST
ଝିଅଙ୍କ ମୃତ୍ୟୁ ପରେ ବାପାଙ୍କୁ କେମିତି ଲାଞ୍ଚ ମାଗିଲା ପୁଲିସ ?

ଝିଅଙ୍କ ମୃତ୍ୟୁ ପରେ ବାପାଙ୍କୁ କେମିତି ଲାଞ୍ଚ ମାଗିଲା ପୁଲିସ ?

Oct-30-2025 04:20 PM IST
ବଜ୍ରପାତ ସହ ବର୍ଷାର ସମ୍ଭାବନା

ବଜ୍ରପାତ ସହ ବର୍ଷାର ସମ୍ଭାବନା

Oct-30-2025 09:42 AM IST

ବୁସାନ୍‌ରେ ଭେଟିଲେ ଟ୍ରମ୍ପ ଓ ଜିନ୍‌ପିଙ୍ଗ୍, ହେବ କି ବାଣିଜ୍ୟ ଚୁକ୍ତି?

Oct-30-2025 09:32 AM IST
ଗାଜା ଉପରେ ପୁଣି କାହିଁକି ଆକ୍ରମଣ କଲା ଇସ୍ରାଏଲ ?

ଗାଜା ଉପରେ ପୁଣି କାହିଁକି ଆକ୍ରମଣ କଲା ଇସ୍ରାଏଲ ?

Oct-30-2025 09:25 AM IST
ଆପଣଙ୍କ ରାଶିଫଳ କ’ଣ କହୁଛି

ଆପଣଙ୍କ ରାଶିଫଳ କ’ଣ କହୁଛି

Oct-30-2025 08:47 AM IST
ନୂଆପଡ଼ା ଉପ-ନିର୍ବାଚନରେ ବିଜେପିର ଜୋରଦାର ପ୍ରଚାର

ନୂଆପଡ଼ା ଉପ-ନିର୍ବାଚନରେ ବିଜେପିର ଜୋରଦାର ପ୍ରଚାର

Oct-29-2025 06:09 PM IST
ବ୍ରେକ୍ ଅପ୍ ପାଇଁ କର୍ମଚାରୀ ମାଗିଲେ ଲମ୍ବା ଛୁଟି, ମାଲିକ କହିଲେ ଏମିତି   

ବ୍ରେକ୍ ଅପ୍ ପାଇଁ କର୍ମଚାରୀ ମାଗିଲେ ଲମ୍ବା ଛୁଟି, ମାଲିକ କହିଲେ ଏମିତି   

Oct-29-2025 03:45 PM IST
ବାତ୍ୟା ପରେ କ୍ଷତି ଆକଳନ ,୭୨ ଘଣ୍ଟା ମଧ୍ୟରେ ରିପୋର୍ଟ ଦାଖଲ ହେବ

ବାତ୍ୟା ପରେ କ୍ଷତି ଆକଳନ ,୭୨ ଘଣ୍ଟା ମଧ୍ୟରେ ରିପୋର୍ଟ ଦାଖଲ ହେବ

Oct-29-2025 03:09 PM IST
ପୁଲିସ ଏସ୍‌ଆଇ ସ୍କାମ : ଗିରଫ ହୋଇଥିବା ୧୧୪ଜଣଙ୍କୁ ମିଳିଲା ଜାମିନ୍

ପୁଲିସ ଏସ୍‌ଆଇ ସ୍କାମ : ଗିରଫ ହୋଇଥିବା ୧୧୪ଜଣଙ୍କୁ ମିଳିଲା ଜାମିନ୍

Oct-29-2025 02:26 PM IST
  • About
  • Careers
  • Contact Us
Friday, October 31, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

କଣ୍ଟେନରରୁ ବୋହିନେଲେ ଖାଦ୍ୟ ସାମଗ୍ରୀ

by M M
Sep-03-2024 04:29 PM IST
in ବଡ଼ ଖବର, ଭିଡ଼ିଓ, ରାଜ୍ୟ
0
କଣ୍ଟେନରରୁ ବୋହିନେଲେ ଖାଦ୍ୟ ସାମଗ୍ରୀ
491
SHARES
1.4k
VIEWS
Share on FacebookShare on Twitter

କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ସାତଭାୟା ବେଳାଭୂମିରେ ଗଭୀର ସମୁଦ୍ରରୁ ଭାସି ଆସିଥିବା ୨ଟି କଣ୍ଟେନର ଲାଗିଥିଲା। ଏଥିରେ ପ୍ରସାଧାନ ସାମଗ୍ରୀଠୁ ଆରମ୍ଭ କରି ଘରକରଣା, ରୋଷେଇ ଓ ଖାଦ୍ୟ ସାମଗ୍ରୀ ଥିଲା। ସାତଭାୟାବାସୀ ବିସ୍ଥାପିତ ହେବା ପରେ ରାଜନଗର ବନ ବିଭାଗ ଅଧୀନରେ ରହିଛି ସାତଭାୟା, ଯାହାକି ଏବେ ନିଷିଦ୍ଧାଞ୍ଚଳ। ତେବେ ଯାତାୟାତ ପାଇଁ ବାଉଁଶଗଡ଼ ନଦୀରେ ପକାଯାଇଥିବା ଘାଟ ଡଙ୍ଗାରେ ଏହିସବୁ ସାମଗ୍ରୀ ପାର କରାଯାଇଛି। ସାଧାରଣ ଲୋକେ କିପରି ନିଷିଦ୍ଧାଞ୍ଚଳକୁ ଯାଇ ସାମଗ୍ରୀ ବୋହିନେଲେ ସେନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।

ସାତଭାୟା ମା’ପଞ୍ଚୁବରାହୀଙ୍କ ପୁରୁଣା ମନ୍ଦିର ନିକଟରୁ ୩ଶହ ମିଟର ଅନ୍ତରରେ ୨ଟି ସାମଗ୍ରୀ ବୋଝେଇ କଣ୍ଟେନର ଲାଗିଥିଲା। ଖବରପାଇ ବଗପାଟିଆ, ଗୁପ୍ତି, ଓକିଲପାଳ, ଦେବେନ୍ଦ୍ରନାରାୟଣପୁର, ସାତଭାୟା ଅଞ୍ଚଳର ଶତାଧିକ ଲୋକେ ବାଇକ୍‌ ଓ ବସ୍ତା ଧରି ଡଙ୍ଗାରେ ବାଉଁଶଗଡ଼ ନଦୀ ପାର ହୋଇ ୭ କି.ମି. ଦୂର ସାତଭାୟା ସମୁଦ୍ର କୂଳରେ କଣ୍ଟେନର ପାଖରେ ପହଞ୍ଚତ୍ ଥିଲେ। କଣ୍ଟେନର ତାଲାକୁ ତାଡ଼ି ସେଥିରେ ଥିବା ଲକ୍ଷାଧିକ ଟଙ୍କାର ସାମଗ୍ରୀକୁ ଲୋକେ ବୋହି ନେଇଥିଲେ। ଏହି କଣ୍ଟେନରରେ କପ୍‌ ପ୍ଲେଟ୍‌, ମ୍ୟୁଜିକ୍‌ ବକ୍ସ, ଫ୍ରିଜ, ଗଡ୍‌ରେଜ, ଶାଢ଼ି, ଜୋତା, ଶାର୍ଟପ୍ୟାଣ୍ଟ, ଛତା, କବାଟ ତିଆରି ସାମଗ୍ରୀ, ଗଛକଟା ସାମଗ୍ରୀ, ସୋରିଷ ତେଲଠାରୁ ଆରମ୍ଭ କରି ରୋଷେଇ ସାମଗ୍ରୀ, ଶୁଖିଲା ଖାଦ୍ୟ, ଏୟାର ବ୍ୟାଗ୍‌କୁ ଲୋକେ ନିଜ ନିଜ ଭିତରେ ବାଣ୍ଟି ନେଇଛନ୍ତି। ମାତ୍ର କେତେ ଘଣ୍ଟା ଭିତରେ ୨ଟି କଣ୍ଟେନରରେ ଥିବା ସାମଗ୍ରୀ ସରି ଯାଇଥିଲା।

Tags: newsroomodisha
Share196Tweet123
M M

M M

ଆଜିର ପାଗ

Bhubaneswar
October 31, 2025, 3:29 AM
 

SSE
Overcast
25°C
0.8 m/s
Apparent: 31°C
Pressure: 1009 mb
Humidity: 96%
Winds: 0.8 m/s SSE
Windgusts: 7.2 m/s
UV-Index: 0
Precip.: 0mm /5% / Rain
Sunrise: 5:47 AM
Sunset: 5:12 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ବିଜେପିର ବରିଷ୍ଠ ନେତା ଶଙ୍କର୍ଷଣ ପରିଡାଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ

ବିଜେପିର ବରିଷ୍ଠ ନେତା ଶଙ୍କର୍ଷଣ ପରିଡାଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ

October 30, 2025
ଝିଅଙ୍କ ମୃତ୍ୟୁ ପରେ ବାପାଙ୍କୁ କେମିତି ଲାଞ୍ଚ ମାଗିଲା ପୁଲିସ ?

ଝିଅଙ୍କ ମୃତ୍ୟୁ ପରେ ବାପାଙ୍କୁ କେମିତି ଲାଞ୍ଚ ମାଗିଲା ପୁଲିସ ?

October 30, 2025
ବଜ୍ରପାତ ସହ ବର୍ଷାର ସମ୍ଭାବନା

ବଜ୍ରପାତ ସହ ବର୍ଷାର ସମ୍ଭାବନା

October 30, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom