• Latest
  • Trending

ଆଧାରକାର୍ଡ ସଂଶୋଧନ କରିବାକୁ ଧାଁଦୌଡ଼, ଦଳଚକଟା

Sep-04-2024 04:40 PM IST
odisha.newsroom.in

ବଙ୍ଗଳା ଓ ଆସାମରେ ବିଜେପିର ଦବଦବା…ତାମିଲନାଡୁରେ ବିଜୟଙ୍କ ‘ବ୍ଲକବଷ୍ଟର’ ଏଣ୍ଟ୍ରି

May-04-2026 06:52 PM IST
odisha.newsroom.in

ପଶ୍ଚିମବଙ୍ଗର ନୂଆ ମୁଖ୍ୟମନ୍ତ୍ରୀ କିଏ ? ଚର୍ଚ୍ଚାରେ ଏହି ନେତାଙ୍କ ନାମ…

May-04-2026 06:12 PM IST
odisha.newsroom.in

ତାମିଲନାଡୁରେ ଅଟୋ ଚାଳକଙ୍କ କମାଲ…ବଡ଼ ନେତାଙ୍କୁ ହରାଇଦେଲେ

May-04-2026 05:13 PM IST
odisha.newsroom.in

TMC କାର୍ଯ୍ୟାଳୟ ଖାଁ ଖାଁ…ମମତାଙ୍କ ଘର ଆଗରେ ‘ଜୟ ଶ୍ରୀରାମ’ ନାରା

May-04-2026 03:02 PM IST
odisha.newsroom.in

ପୁଡୁଚେରୀ ନିର୍ବାଚନ ଫଳାଫଳ: ପୁଣି ଥରେ କ୍ଷମତା ଆଡ଼କୁ ବିଜେପି ମେଣ୍ଟ, ପଛରେ ପଡ଼ିଲା କଂଗ୍ରେସ

May-04-2026 12:42 PM IST
odisha.newsroom.in

ତାମିଲନାଡୁରେ’TVK’ ମ୍ୟାଜିକ୍: ବିଜୟଙ୍କ ଘର ଆଗରେ ପୋଲିସ୍ ଛାଉଣୀ କାହିଁକି ?

May-04-2026 12:18 PM IST
odisha.newsroom.in

କେରଳରେ ବଡ଼ ବିଜୟ ଆଡ଼କୁ UDF…LDF କର୍ମୀଙ୍କ ମଧ୍ୟରେ ନିରାଶା…

May-04-2026 11:58 AM IST
odisha.newsroom.in

ତାମିଲନାଡୁରେ ବିଜୟଙ୍କ ଦବଦବା…ଛତ୍ରଭଙ୍ଗ ଦେଲେଣି DMK କର୍ମୀ

May-04-2026 11:20 AM IST
odisha.newsroom.in

ବେଙ୍ଗଲରେ ବିଜେପି ଆଗରେ, ତାମିଲନାଡୁରେ ବିଜୟଙ୍କ TVK ର କମାଲ

May-04-2026 10:37 AM IST
odisha.newsroom.in

ପ୍ରାରମ୍ଭିକ ଟ୍ରେଣ୍ଡରେ ମମତାଙ୍କୁ ପଛରେ ପକାଇଲେ ଶୁଭେନ୍ଦୁ ଅଧିକାରୀ

May-04-2026 09:54 AM IST
  • About
  • Careers
  • Contact Us
Monday, May 4, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ରାଜ୍ୟ

ଆଧାରକାର୍ଡ ସଂଶୋଧନ କରିବାକୁ ଧାଁଦୌଡ଼, ଦଳଚକଟା

ସମୟ ଅଛି ତରତର ହୁଅନ୍ତୁନି

by M M
Sep-04-2024 04:40 PM IST
in ରାଜ୍ୟ
0
491
SHARES
1.4k
VIEWS
Share on FacebookShare on Twitter

ସୋର: ଆଧାରକାର୍ଡ ସଂଶୋଧନ କରିବାକୁ ଧାଁଦୌଡ଼, ଦଳଚକଟା ବିଭିନ୍ନ ସ୍ଥାନରେ ଦେଖିବାକୁ ମିଳିଛି । ସୁଭଦ୍ରା ଯୋଜନାରେ ଆବେଦନ କରିବାକୁ ଆଧାରକାର୍ଡ ସଂଶୋଧନ କରିବା ପାଇଁ ସୋରରେ ଦେଖିବାକୁ ମିଳିଛି ଏଭଳି ଦୃଶ୍ଯ । ରାଜ୍ୟର ବିଭିନ୍ନ ସ୍ଥାନରେ ଏପରି ଭିଡ଼ ହେଉଥିବାରୁ ଏପରି ନକରିବା ପାଇଁ ସରକାରଙ୍କ ପକ୍ଷରୁ କୁହାଯାଇଛି । ସୁଭଦ୍ରା ଯୋଜନାରେ ଆବେଦନ କରିବାକୁ ଆଧାର କାର୍ଡରେ ସଂଶୋଧନ ଆବଶ୍ଯକ ପଡ଼ୁଛି । କିଏ ଫୋନ ନମ୍ବର ଲିଙ୍କ କରିବାକୁ ତ ଆଉ କିଏ ନାଁ ସଂଶୋଧନ କରିବାକୁ ଲମ୍ବା ଲାଇନରେ ଠିଆ ହେଉଛି ।ଏପରିକି ଆଧାର ସାଇଟ ମଧ୍ଯ କାମ କରୁନି । ଆବଶ୍ଯକ ଭିତ୍ତିଭୂମି ନଥିବାରୁ ଲୋକମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । କେବଳ ସୋରରେ ଏହିଭଳି ଦେଖିବାକୁ ମିଳିନାହିଁ । ଅନ୍ୟାନ୍ୟ ସ୍ଥାନରେ ମଧ୍ୟ ଏପରି ଚିତ୍ର ଦେଖିବାକୁ ମିଳିଛି ।

Share196Tweet123
M M

M M

ଆଜିର ପାଗ

Bhubaneswar
May 4, 2026, 8:07 PM
 

S
Partly cloudy
27°C
2.9 m/s
Apparent: 32°C
Pressure: 1009 mb
Humidity: 90%
Winds: 2.9 m/s S
Windgusts: 11 m/s
UV-Index: 0
Precip.: 5.1mm /45% / Rain
Sunrise: 5:15 AM
Sunset: 6:11 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom