• Latest
  • Trending

ସନ୍ଦୀପ ଘୋଷଙ୍କୁ ବାଜିଲା ଶକ୍ତ ଚାପୁଡ଼ା

Sep-04-2024 04:59 PM IST
odisha.newsroom.in

ଆପଣଙ୍କ ମୋବାଇଲକୁ ଆସିଲା କି ଏମର୍ଜେନ୍ସି ଆଲର୍ଟ ? ଭୟଭୀତ ହୁଅନ୍ତୁନି…

May-02-2026 12:44 PM IST
odisha.newsroom.in

ମାଡ଼ି ଆସୁଛି ବଡ଼ ଲଘୁଚାପ: ଅଧିକ ଘନୀଭୂତ ହୋଇ ନେଇପାରେ ବାତ୍ୟାର ରୂପ…

May-02-2026 12:20 PM IST
odisha.newsroom.in

EVM ଟାମ୍ପରିଂ ଅଭିଯୋଗ…ପଶ୍ଚିମବଙ୍ଗର ୧୫ଟି ବୁଥରେ ପୁନଃ ମତଦାନ ଆରମ୍ଭ…

May-02-2026 11:45 AM IST
odisha.newsroom.in

ବଲାଙ୍ଗିର ଜିଲ୍ଲାରେ ଭୂକମ୍ପ ଝଟକା…ଭୟରେ ଘରୁ ବାହାରି ଆସିଲେ ଲୋକେ…

May-02-2026 11:24 AM IST
Horoscope 2026 May 02: ଜାଣନ୍ତୁ ଆଜିର ରାଶିଫଳ…

Horoscope 2026 May 02: ଜାଣନ୍ତୁ ଆଜିର ରାଶିଫଳ…

May-02-2026 10:53 AM IST
odisha.newsroom.in

‘ଡିଜିଟାଲ୍ ଆରେଷ୍ଟ’ର କଳା କାହାଣୀ…ଜଳୁଥିଲା ଜୁଇ, ବାଜୁଥିଲା ଫୋନ୍…

May-01-2026 05:53 PM IST
odisha.newsroom.in

ଶିକ୍ଷା ବ୍ୟବସ୍ଥାରେ ନୂଆ ଅଧ୍ୟାୟ…୩ ଦିନରେ ୩ ଲକ୍ଷ ପରୀକ୍ଷାଖାତା ଦେଖିଲା AI…

May-01-2026 04:27 PM IST
odisha.newsroom.in

ବିରୋଧୀଙ୍କ ବଡ଼ ଅଭିଯୋଗ…ଗୃହକୁ ମଦ୍ୟପାନ କରି ଆସିଛନ୍ତି ମୁଖ୍ୟମନ୍ତ୍ରୀ

May-01-2026 03:30 PM IST
odisha.newsroom.in

ଇରାନ ଉପରେ ବଡ଼ ଆକ୍ରମଣ ପାଇଁ ପ୍ଲାନ କରୁଛି କି ଆମେରିକା ?

May-01-2026 01:39 PM IST
odisha.newsroom.in

ଗୋଟିଏ ଲାଇଫ୍ ଜ୍ୟାକେଟ୍‌ରେ ବନ୍ଧା ହୋଇଥିଲା ମା’ ପୁଅଙ୍କ ମୃତଦେହ; ଦୃଶ୍ୟ ଦେଖି କାନ୍ଦି ପକାଇଲେ ମନ୍ତ୍ରୀ

May-01-2026 12:57 PM IST
  • About
  • Careers
  • Contact Us
Saturday, May 2, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ସନ୍ଦୀପ ଘୋଷଙ୍କୁ ବାଜିଲା ଶକ୍ତ ଚାପୁଡ଼ା

by M M
Sep-04-2024 04:59 PM IST
in ଦେଶ ବିଦେଶ, ବଡ଼ ଖବର, ଭିଡ଼ିଓ
0
491
SHARES
1.4k
VIEWS
Share on FacebookShare on Twitter

ସୋମବାର ଦିନ ସିବିଆଇ ଆରଜି କର ମେଡିକାଲ୍‌ କଲେଜର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷ, ତାଙ୍କର ଅତିରିକ୍ତ ସୁରକ୍ଷା କର୍ମୀ ଅଫସର ଅଲିଙ୍କ ସମେତ ବିପ୍ଲାବ ସିଂଘ ଓ ସୁମନ ହଜ୍ରା ନାମକ ଅନ୍ୟ ଦୁଇଜଣଙ୍କୁ ଆରଜି କର ମେଡିକାଲ କଲେଜ ଦୁର୍ନୀତି ମାମଲାରେ ଗିରଫ କରିଛି।

ମଙ୍ଗଳବାର ଦିନ ସେମାନଙ୍କୁ କୋଲକାତାର ଆଲିପୋର କୋର୍ଟରେ ହାଜର କରାଯାଇଥିଲା। ପ୍ରକାଶ ଥାଉକି, ସାନ୍ଦୀପ ଘୋଷ କୋର୍ଟ ପରିସରକୁ ଯିବାବେଳେ ଓକିଲଙ୍କ ସମେତ ବହୁ ଜନତା ତାଙ୍କୁ ଘେରିଥିଲେ ଏବଂ ଚୋର, ଚୋର ସ୍ଲୋଗାନ ଦେଇଥିଲେ। କୋର୍ଟରୁ ବାହାରିବା ସମୟରେ ଜଣେ ବ୍ୟକ୍ତି ତାଙ୍କୁ ଆକ୍ରମଣ କରି ଏକ ଚାପୁଡ଼ା ମାରିଥିଲେ।

Tags: newsroomodisha
Share196Tweet123
M M

M M

ଆଜିର ପାଗ

Bhubaneswar
May 2, 2026, 2:00 PM
 

WSW
Thunderstorm
34°C
4.5 m/s
Apparent: 31°C
Pressure: 1004 mb
Humidity: 87%
Winds: 4.5 m/s WSW
Windgusts: 15.2 m/s
UV-Index: 0
Precip.: 5.1mm /22% / Rain
Sunrise: 5:16 AM
Sunset: 6:10 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom