• Latest
  • Trending
ବିଜେଡି ସାଂସଦ ସୁଜିତ କୁମାର ରାଜ୍ୟସଭା ସଦସ୍ୟ ପଦରୁ ଦେଲେ ଇସ୍ତଫା

ବିଜେଡି ସାଂସଦ ସୁଜିତ କୁମାର ରାଜ୍ୟସଭା ସଦସ୍ୟ ପଦରୁ ଦେଲେ ଇସ୍ତଫା

Sep-06-2024 01:11 PM IST
ଭିଣୋଇଙ୍କ ଗୁଳିରେ, ବବି ଘାଇଲା….

ଭିଣୋଇଙ୍କ ଗୁଳିରେ, ବବି ଘାଇଲା….

Feb-03-2026 11:17 PM IST
କାହାକୁ ଆକ୍ଷେପ କଲେ ଅରିନ୍ଦମ ?ମୁଁ ମନା କରୁଛି, ମୋ ସାଙ୍ଗେ ଲାଗେନା, ଏବେ ନାମ ନେ

କାହାକୁ ଆକ୍ଷେପ କଲେ ଅରିନ୍ଦମ ?ମୁଁ ମନା କରୁଛି, ମୋ ସାଙ୍ଗେ ଲାଗେନା, ଏବେ ନାମ ନେ

Feb-03-2026 11:15 PM IST
ନରୱାଣେଙ୍କ ବିବାଦୀୟ ବହି ଯୁଦ୍ଧ କରିବୁକି ? ଉତ୍ତର ମିଳିଲା ନାହିଁ

ନରୱାଣେଙ୍କ ବିବାଦୀୟ ବହି ଯୁଦ୍ଧ କରିବୁକି ? ଉତ୍ତର ମିଳିଲା ନାହିଁ

Feb-03-2026 11:12 PM IST
ଜାଣନ୍ତୁ କିପରି କଟିବ ଆଜିର ଦିନ

ଜାଣନ୍ତୁ କିପରି କଟିବ ଆଜିର ଦିନ

Feb-03-2026 09:46 AM IST
ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

Feb-02-2026 07:41 PM IST
ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

Feb-02-2026 07:36 PM IST
ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

Feb-02-2026 07:06 PM IST
ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

Feb-02-2026 07:03 PM IST
କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

Feb-02-2026 07:00 PM IST
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

Feb-01-2026 06:32 PM IST
  • About
  • Careers
  • Contact Us
Tuesday, February 3, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ବିଜେଡି ସାଂସଦ ସୁଜିତ କୁମାର ରାଜ୍ୟସଭା ସଦସ୍ୟ ପଦରୁ ଦେଲେ ଇସ୍ତଫା

by M M
Sep-06-2024 01:11 PM IST
in ବଡ଼ ଖବର
0
ବିଜେଡି ସାଂସଦ ସୁଜିତ କୁମାର ରାଜ୍ୟସଭା ସଦସ୍ୟ ପଦରୁ ଦେଲେ ଇସ୍ତଫା
491
SHARES
1.4k
VIEWS
Share on FacebookShare on Twitter

ବିଜେଡିକୁ ପୁଣି ବଡ଼ ଝଟକା ମିଳିଛି। ବିଜେଡି ସାଂସଦ ସୁଜିତ କୁମାର ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫା ପତ୍ର ରାଜ୍ୟ ସଭା ଅଧ୍ୟକ୍ଷଙ୍କ ପାଖକୁ ପଠାଇ ଦେଇଛନ୍ତି। ୨୦୨୬ରେ ସୁଜିତ କୁମାରଙ୍କ କାର୍ଯ୍ୟକାଳ ସରିଥାନ୍ତା। କାର୍ଯ୍ୟକାଳ ସରିବାର ୨ ବର୍ଷ ପୂର୍ବରୁ ସୁଜିତ ରାଜ୍ୟସଭାରୁ ଇସ୍ତଫା ଦେଇଛନ୍ତି। ବିଜେଡି ଛାଡ଼ି ବିଜେପିରେ ମିଶିଲେ ସୁଜିତ କୁମାର। ନୂଆଦିଲ୍ଲୀ ବିଜେପି ମୁଖ୍ୟାଳୟରେ ବିଧିବଦ୍ଧ ଭାବେ ସାମିଲ ।

ସୁଜିତ ରାଜ୍ୟ ସଭାରୁ ଇସ୍ତଫା ଦେବା ପରେ ବିଜେଡି ଦଳରୁ ବହିଷ୍କାର କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଦଳ ବିରୋଧୀ କାର୍ଯ୍ୟ ପାଇଁ  ତାଙ୍କୁ ବହିଷ୍କାର କରାଯାଇଥିବା ପ୍ରେସ ରିଲିଜ୍‌ରେ ସୂଚନା ଦିଆଯାଇଛି। ସୁଜିତ ବିଜେଡି ଛାଡ଼ିବା ପରେ ସେ ବିଜେପିରେ ମିଶିବା ନେଇ ଚର୍ଚ୍ଚା ହେଉଛି। ସୁଜିତ ବିଜେଡିର ଜଣେ ଟାଣୁଆ ନେତା ଥିଲେ।

Share196Tweet123
M M

M M

ଆଜିର ପାଗ

Bhubaneswar
February 3, 2026, 11:20 PM
 
W
Clear sky
20°C
0.5 m/s
Apparent: 21°C
Pressure: 1018 mb
Humidity: 76%
Winds: 0.5 m/s W
Windgusts: 5.6 m/s
UV-Index: 0
Precip.: 0mm /0% / Rain
Sunrise: 6:21 AM
Sunset: 5:38 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଭିଣୋଇଙ୍କ ଗୁଳିରେ, ବବି ଘାଇଲା….

ଭିଣୋଇଙ୍କ ଗୁଳିରେ, ବବି ଘାଇଲା….

February 3, 2026
କାହାକୁ ଆକ୍ଷେପ କଲେ ଅରିନ୍ଦମ ?ମୁଁ ମନା କରୁଛି, ମୋ ସାଙ୍ଗେ ଲାଗେନା, ଏବେ ନାମ ନେ

କାହାକୁ ଆକ୍ଷେପ କଲେ ଅରିନ୍ଦମ ?ମୁଁ ମନା କରୁଛି, ମୋ ସାଙ୍ଗେ ଲାଗେନା, ଏବେ ନାମ ନେ

February 3, 2026
ନରୱାଣେଙ୍କ ବିବାଦୀୟ ବହି ଯୁଦ୍ଧ କରିବୁକି ? ଉତ୍ତର ମିଳିଲା ନାହିଁ

ନରୱାଣେଙ୍କ ବିବାଦୀୟ ବହି ଯୁଦ୍ଧ କରିବୁକି ? ଉତ୍ତର ମିଳିଲା ନାହିଁ

February 3, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom