• Latest
  • Trending
ସୁଭଦ୍ରା ସଚେତନତା ରଥର ଶୁଭାରମ୍ଭ

ସୁଭଦ୍ରା ସଚେତନତା ରଥର ଶୁଭାରମ୍ଭ

Sep-07-2024 05:44 PM IST
WhatsAppକୁ ସୁପ୍ରିମ ତାଗିଦ ଆମ କଥା ମାନ, ନହେଲେ ଦେଶ ଛାଡ଼

WhatsAppକୁ ସୁପ୍ରିମ ତାଗିଦ ଆମ କଥା ମାନ, ନହେଲେ ଦେଶ ଛାଡ଼

Feb-03-2026 11:21 PM IST
ଭିଣୋଇଙ୍କ ଗୁଳିରେ, ବବି ଘାଇଲା….

ଭିଣୋଇଙ୍କ ଗୁଳିରେ, ବବି ଘାଇଲା….

Feb-03-2026 11:17 PM IST
କାହାକୁ ଆକ୍ଷେପ କଲେ ଅରିନ୍ଦମ ?ମୁଁ ମନା କରୁଛି, ମୋ ସାଙ୍ଗେ ଲାଗେନା, ଏବେ ନାମ ନେ

କାହାକୁ ଆକ୍ଷେପ କଲେ ଅରିନ୍ଦମ ?ମୁଁ ମନା କରୁଛି, ମୋ ସାଙ୍ଗେ ଲାଗେନା, ଏବେ ନାମ ନେ

Feb-03-2026 11:15 PM IST
ନରୱାଣେଙ୍କ ବିବାଦୀୟ ବହି ଯୁଦ୍ଧ କରିବୁକି ? ଉତ୍ତର ମିଳିଲା ନାହିଁ

ନରୱାଣେଙ୍କ ବିବାଦୀୟ ବହି ଯୁଦ୍ଧ କରିବୁକି ? ଉତ୍ତର ମିଳିଲା ନାହିଁ

Feb-03-2026 11:12 PM IST
ଜାଣନ୍ତୁ କିପରି କଟିବ ଆଜିର ଦିନ

ଜାଣନ୍ତୁ କିପରି କଟିବ ଆଜିର ଦିନ

Feb-03-2026 09:46 AM IST
ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

Feb-02-2026 07:41 PM IST
ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

Feb-02-2026 07:36 PM IST
ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

Feb-02-2026 07:06 PM IST
ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

Feb-02-2026 07:03 PM IST
କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

Feb-02-2026 07:00 PM IST
  • About
  • Careers
  • Contact Us
Wednesday, February 4, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ସୁଭଦ୍ରା ସଚେତନତା ରଥର ଶୁଭାରମ୍ଭ

by M M
Sep-07-2024 05:44 PM IST
in ବଡ଼ ଖବର
0
ସୁଭଦ୍ରା ସଚେତନତା ରଥର ଶୁଭାରମ୍ଭ
491
SHARES
1.4k
VIEWS
Share on FacebookShare on Twitter

ଭୁବ‌ନେଶ୍ବର:  ସୁଭଦ୍ରା ସଚେତନତା ରଥର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜଧାନୀର ମହାତ୍ମା ଗାନ୍ଧୀ ମାର୍ଗରେଏହି କାର୍ଯ୍ୟକ୍ରମରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଏକାମ୍ର ବିଧାୟକ ବାବୁ ସିଂହ, ମେୟର୍ ସୁଲୋଚନା ଦାସ ଓ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ପ୍ରମୁଖ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ ଏହାର ଶୁଭାରମ୍ଭ କରିଛନ୍ତି।  ସାରା ରାଜ୍ୟରେ ବୁଲିବ ସୁଭଦ୍ରା ସଚେତନତା ରଥ। ଆଗାମୀ ୧୬ ତାରିଖ ଯାଏଏହି ରଥ ବୁଲିବ। ଯେପର୍ଯ୍ୟନ୍ତ ସମସ୍ତ ମହିଳା ଏଥିରେ ସାମିଲ ହୋଇନାହାନ୍ତି, ସେଯାଏ ଏହି ଯୋଜନା ଜାରି ରହିବ। ଗାଁ ଗାଁ ବୁଲି ସୁଭଦ୍ରା ଯୋଜନା ସମ୍ବନ୍ଧରେ ଲୋକଙ୍କୁ ସଚେତନ କରାଇବାକୁ ଏହି ପ୍ରୟାସ ଆରମ୍ଭ କରିଛନ୍ତି ଓଡ଼ିଶା ସରକାର। ଏହି ଯୋଜନାରେ ମହିଳାଙ୍କୁ ୫୦ ହଜାର ଟଙ୍କା ମିଳିବ।  ସେପଟେ ଲୋକମାନେ ଶୁଭଦ୍ରା ଯୋଜନା ଫର୍ମ ପକାଇବା ପାଇଁ ରାତି ଉଜାଗର ହେଉଥିବା ବିଭିନ୍ନ ସ୍ଥାନରେ ଦେଖାଯାଉଛି । ଲୋକେ ଫର୍ମ ଭରିବା ପାଇଁ ରାତି ଅନିଦ୍ରା ହେଉଛନ୍ତି ।

Share196Tweet123
M M

M M

ଆଜିର ପାଗ

Bhubaneswar
February 4, 2026, 12:37 AM
 
W
Clear sky
19°C
0.5 m/s
Apparent: 21°C
Pressure: 1018 mb
Humidity: 77%
Winds: 0.5 m/s W
Windgusts: 5.6 m/s
UV-Index: 0
Precip.: 0mm /0% / Rain
Sunrise: 6:21 AM
Sunset: 5:38 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
WhatsAppକୁ ସୁପ୍ରିମ ତାଗିଦ ଆମ କଥା ମାନ, ନହେଲେ ଦେଶ ଛାଡ଼

WhatsAppକୁ ସୁପ୍ରିମ ତାଗିଦ ଆମ କଥା ମାନ, ନହେଲେ ଦେଶ ଛାଡ଼

February 3, 2026
ଭିଣୋଇଙ୍କ ଗୁଳିରେ, ବବି ଘାଇଲା….

ଭିଣୋଇଙ୍କ ଗୁଳିରେ, ବବି ଘାଇଲା….

February 3, 2026
କାହାକୁ ଆକ୍ଷେପ କଲେ ଅରିନ୍ଦମ ?ମୁଁ ମନା କରୁଛି, ମୋ ସାଙ୍ଗେ ଲାଗେନା, ଏବେ ନାମ ନେ

କାହାକୁ ଆକ୍ଷେପ କଲେ ଅରିନ୍ଦମ ?ମୁଁ ମନା କରୁଛି, ମୋ ସାଙ୍ଗେ ଲାଗେନା, ଏବେ ନାମ ନେ

February 3, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom