• Latest
  • Trending

ବାପା-ମାଆ ହେଲେ ଦୀପବୀର

Sep-08-2024 06:35 PM IST
odisha.newsroom.in

‘ଡିଜିଟାଲ୍ ଆରେଷ୍ଟ’ର କଳା କାହାଣୀ…ଜଳୁଥିଲା ଜୁଇ, ବାଜୁଥିଲା ଫୋନ୍…

May-01-2026 05:53 PM IST
odisha.newsroom.in

ଶିକ୍ଷା ବ୍ୟବସ୍ଥାରେ ନୂଆ ଅଧ୍ୟାୟ…୩ ଦିନରେ ୩ ଲକ୍ଷ ପରୀକ୍ଷାଖାତା ଦେଖିଲା AI…

May-01-2026 04:27 PM IST
odisha.newsroom.in

ବିରୋଧୀଙ୍କ ବଡ଼ ଅଭିଯୋଗ…ଗୃହକୁ ମଦ୍ୟପାନ କରି ଆସିଛନ୍ତି ମୁଖ୍ୟମନ୍ତ୍ରୀ

May-01-2026 03:30 PM IST
odisha.newsroom.in

ଇରାନ ଉପରେ ବଡ଼ ଆକ୍ରମଣ ପାଇଁ ପ୍ଲାନ କରୁଛି କି ଆମେରିକା ?

May-01-2026 01:39 PM IST
odisha.newsroom.in

ଗୋଟିଏ ଲାଇଫ୍ ଜ୍ୟାକେଟ୍‌ରେ ବନ୍ଧା ହୋଇଥିଲା ମା’ ପୁଅଙ୍କ ମୃତଦେହ; ଦୃଶ୍ୟ ଦେଖି କାନ୍ଦି ପକାଇଲେ ମନ୍ତ୍ରୀ

May-01-2026 12:57 PM IST
odisha.newsroom.in

EPFO ପେନସନଧାରୀଙ୍କ ପାଇଁ ଖୁସି ଖବର: ୭.୫ ଗୁଣା ବଢ଼ିପାରେ ପେନସନ୍

May-01-2026 12:32 PM IST
odisha.newsroom.in

ବେଙ୍ଗଲରେ Late Night High Drama…ଷ୍ଟ୍ରଙ୍ଗରୁମରେ ପହଞ୍ଚିଲେ ମମତା…

May-01-2026 12:00 PM IST
odisha.newsroom.in

ନିର୍ବାଚନ ସରୁ ସରୁ ହଜାରେ ଟଙ୍କା ବଢ଼ିଗଲା LPG ସିଲିଣ୍ଡର ଦର…!

May-01-2026 11:34 AM IST
Horoscope 2026 May 01: ଜାଣନ୍ତୁ ଆଜିର ରାଶିଫଳ…

Horoscope 2026 May 01: ଜାଣନ୍ତୁ ଆଜିର ରାଶିଫଳ…

May-01-2026 10:53 AM IST
odisha.newsroom.in

ଫସିଲେ ରିୟାନ ପରାଗ…ଅଶୋଭନୀୟ ଆଚରଣ ପାଇଁ ମିଳିଲା ଏହି ଦଣ୍ଡ

Apr-30-2026 05:12 PM IST
  • About
  • Careers
  • Contact Us
Friday, May 1, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଭିଡ଼ିଓ

ବାପା-ମାଆ ହେଲେ ଦୀପବୀର

by M M
Sep-08-2024 06:35 PM IST
in ଭିଡ଼ିଓ, ମନୋରଞ୍ଜନ
0
491
SHARES
1.4k
VIEWS
Share on FacebookShare on Twitter

ବାପା-ମାଆ ହେଲେ ବଲିଉଡ଼ର ଚର୍ଚ୍ଚିତ ଦମ୍ପତି ଦୀପିକା ପାଦୁକୋନ ଓ ରଣବୀର ସିଂହ। ରବିବାର ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଛନ୍ତି ଦୀପିକା। ଗଣେଶ ଚତୁର୍ଥୀ ପରଦିନ ଦୀପବୀରଙ୍କ ଘରକୁ ହୋଇଛି ଲକ୍ଷ୍ମୀଙ୍କ ଆଗମନ। ତେବେ ସେପ୍ଟେମ୍ବର ୨୮ରେ ଦୀପିକାଙ୍କ ପ୍ରସବ ହେବ ବୋଲି କୁହାଯାଉଥିବାବେଳେ ୨୦ ଦିନ ପୂର୍ବରୁ ସେପ୍ଟେମ୍ବର ୮ରେ ସେ କନ୍ୟା ସନ୍ତାନକୁ ଜନ୍ମ ଦେଇଛନ୍ତି। ଏହି ଖବର ପ୍ରଚାରିତ ହେବାପରେ ଦୀପବୀରଙ୍କ ନିକଟକୁ ଛୁଟିଛି ଶୁଭେଚ୍ଛାର ସୁଅ।ଶନିବାର ସନ୍ଧ୍ୟାରେ ଦୀପିକା ଓ ରଣବୀର ସିଂହ ହସ୍ପିଟାଲ ଯାଉଥିବା ନଜର ଆସିଥିଲେ। ଦୀପିକାଙ୍କୁ ତାଙ୍କ ମାଆ ଉଜ୍ଜଲା ପାଦୁକୋନ ଓ ସ୍ଵାମୀ ରଣବୀର ସିଂହଙ୍କ ସହ ମୁମ୍ବାଇର ଏଚଏନ ରିଲାଏନ୍ସ ହସ୍ପିଟାଲରେ ଦେଖିବାକୁ ମିଳିଥିଲା। ଏହା ପରଠାରୁ ଖୁସି ଖବରକୁ ଅପେକ୍ଷା କରିଥିଲେ ପ୍ରଶଂସକ, ଆଉ ଆଜି ମିଳିଛି ସେହି ଖୁସିଖବର। ସୂଚନାଯୋଗ୍ୟ, ଚଳିତ ବର୍ଷ ଫେବ୍ରୁଆରୀ ମାସରେ ଦୀପିକା ଗର୍ଭବତୀ ଥିବା ଘୋଷଣା କରିଥିଲେ ଏହି ଦମ୍ପତି।

Tags: newsnewsroomodisha
Share196Tweet123
M M

M M

ଆଜିର ପାଗ

Bhubaneswar
May 1, 2026, 11:50 PM
 

SSW
Thunderstorm
27°C
3.9 m/s
Apparent: 32°C
Pressure: 1006 mb
Humidity: 89%
Winds: 3.9 m/s SSW
Windgusts: 13.1 m/s
UV-Index: 0
Precip.: 2.5mm /36% / Rain
Sunrise: 5:17 AM
Sunset: 6:10 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom