• Latest
  • Trending
ଦେଇଥିବା ପ୍ରତିଶ୍ରୁତି ପୂରଣ କରୁଛୁ: ମୋଦି

ଦେଇଥିବା ପ୍ରତିଶ୍ରୁତି ପୂରଣ କରୁଛୁ: ମୋଦି

Sep-17-2024 12:59 PM IST
ବେଇମାନି ଆଖ୍ୟାରୁ ବର୍ତ୍ତିବା ପାଇଁ ଜୟ ମିଛ କହୁଛନ୍ତି: ବିଜେଡି

ବେଇମାନି ଆଖ୍ୟାରୁ ବର୍ତ୍ତିବା ପାଇଁ ଜୟ ମିଛ କହୁଛନ୍ତି: ବିଜେଡି

Nov-04-2025 07:17 PM IST
ବିଳାସପୁରରେ ମେମୁ ସହ ମାଲଗାଡ଼ି ମୁହାଁମୁହିଁ ଧକ୍କା: ଛଅ ଯାତ୍ରୀ ମୃତ

ବିଳାସପୁରରେ ମେମୁ ସହ ମାଲଗାଡ଼ି ମୁହାଁମୁହିଁ ଧକ୍କା: ଛଅ ଯାତ୍ରୀ ମୃତ

Nov-04-2025 06:51 PM IST

ନବୀନ କାହାକୁ କହିଲେ ବେଇମାନ ?

Nov-04-2025 06:31 PM IST
ବିମାନ ଟିକେଟ୍ ବାତିଲ୍ ପାଇଁ ୪୮ ଘଣ୍ଟାର ‘ଲୁକ୍-ଇନ୍-ଅପ୍ସନ୍’ ପ୍ରସ୍ତାବ

ବିମାନ ଟିକେଟ୍ ବାତିଲ୍ ପାଇଁ ୪୮ ଘଣ୍ଟାର ‘ଲୁକ୍-ଇନ୍-ଅପ୍ସନ୍’ ପ୍ରସ୍ତାବ

Nov-04-2025 05:56 PM IST

କୋହଭରା ପୋଷ୍ଟ କଲେ ରାଜୁ ଢୋଲକିଆଙ୍କ ପତ୍ନୀ; ମୋ ସ୍ୱାମୀଙ୍କୁ ପଚାରିଲନି

Nov-04-2025 05:16 PM IST
ରାଜନୀତିରେ ପରିବାରବାଦ, ଥରୁରଙ୍କ ମତକୁ ନେଇ ରାଜନୀତି ସରଗରମ

ରାଜନୀତିରେ ପରିବାରବାଦ, ଥରୁରଙ୍କ ମତକୁ ନେଇ ରାଜନୀତି ସରଗରମ

Nov-04-2025 04:21 PM IST
ଟ୍ରମ୍ପଙ୍କ ବଡ଼ ଦାବି: ପାକିସ୍ତାନ, ରୁଷ ଓ ଚୀନ୍ କରୁଛନ୍ତି ଗୁପ୍ତ ପରମାଣୁ ପରୀକ୍ଷଣ

ଟ୍ରମ୍ପଙ୍କ ବଡ଼ ଦାବି: ପାକିସ୍ତାନ, ରୁଷ ଓ ଚୀନ୍ କରୁଛନ୍ତି ଗୁପ୍ତ ପରମାଣୁ ପରୀକ୍ଷଣ

Nov-04-2025 04:04 PM IST
ନୂଆପଡ଼ା ଉପ-ନିର୍ବାଚନ:  ପ୍ରତିଷ୍ଠା ବଞ୍ଚାଇବାକୁ ତିନି ଦଳର ଜୋରଦାର ପ୍ରଚାର

ନୂଆପଡ଼ା ଉପ-ନିର୍ବାଚନ:  ପ୍ରତିଷ୍ଠା ବଞ୍ଚାଇବାକୁ ତିନି ଦଳର ଜୋରଦାର ପ୍ରଚାର

Nov-04-2025 09:38 AM IST
ବିହାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜି ସରିବ ପ୍ରଚାର

ବିହାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜି ସରିବ ପ୍ରଚାର

Nov-04-2025 09:03 AM IST
କ’ଣ କହୁଛି ଆଜିର ରାଶିଫଳ

କ’ଣ କହୁଛି ଆଜିର ରାଶିଫଳ

Nov-04-2025 08:55 AM IST
  • About
  • Careers
  • Contact Us
Tuesday, November 4, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ରାଜ୍ୟ

ଦେଇଥିବା ପ୍ରତିଶ୍ରୁତି ପୂରଣ କରୁଛୁ: ମୋଦି

‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

by M M
Sep-17-2024 12:59 PM IST
in ରାଜ୍ୟ
0
491
SHARES
1.4k
VIEWS
Share on FacebookShare on Twitter

ଜନତା ମଇଦାନରେ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ  ।   ଉତ୍ସବରେ ପ୍ରଧାନମନ୍ତ୍ରୀ କହିଛନ୍ତି ଆମେ ଯାହା ପ୍ରତିଶ୍ରୁତି ଦେଇଥିଲୁ ତାହା ପୂରଣ କରୁଛୁ । ଶ୍ରୀମନ୍ଦିର ଚାରିଦ୍ବାର ଖୋଲିଲୁ । ସୁଭଦ୍ରା ଯୋଜନା ଦେଲୁ । ସମସ୍ତଙ୍କୁ ମୁଁ ଧନ୍ୟବାଦ ଦେଉଛି । ଆଜିର ଦିନ ଓଡ଼ିଶା ପାଇଁ ଖୁସିର ଦିନ । ଆଜି ଏନଡିଏ ସରକାରର ଶହେ ଦିନ ପୂରଣ କରିଛି । ଗରିବ, କିସାନ ଏବଂ ମହିଳାଙ୍କ ପାଇଁ ବଡ଼ ବଡ଼ ନିଷ୍ପତ୍ତି ଗ୍ରହଣ କରିଛନ୍ତି ଆମ ସରକାର । 3 କୋଟି ପକ୍କା ଘର ଦିଆଯାଇଛି । 2 ଲକ୍ଷ କୋଟି ଟଙ୍କା ଯୁବପିଢ଼ିଙ୍କ ପାଇଁ କରାଯାଇଛି । ପ୍ରାଇଭେଟ କଂପାନୀରେ ପ୍ରଥମ ଚାକିରିର ପ୍ରଥମ ସାଲାରୀ ସରକାର ଦେଉଛନ୍ତି । 75 ଲକ୍ଷ ମେଡିକାଲ ସିଟ୍ ପୂରଣ ହୋଇଛି । 25 ହଜାର ଗ୍ରାମକୁ ପକ୍କା ସଡ଼କ ହୋଇଛି । ଏହାର ଫାଇଦା ଓଡ଼ିଶାକୁ ବି ମିଳୁଛି । 60 ହଜାର ଆଦିବାସୀ ଗ୍ରାମର ବିକାଶ ହେଉଛି । ସରକାରୀ କର୍ମଚାରୀଙ୍କ ପାଇଁ ସାନଦାର ପେନସନ ଯୋଜନା ଆମ ସରକାର ଘୋଷଣା କରିଛି ।  11 ଲକ୍ଷ ଲକ୍ଷପତି ଦିଦି ବନିଛନ୍ତି ।

ଆଗାମୀ ଦିନରେ ଓଡ଼ିଶାକୁ ସୁନାର ଓଡ଼ିଶାରେ ପରିଣତ କରିବୁ ବୋଲି ଗ୍ୟାରେଣ୍ଟି ଦେଇଛନ୍ତି ମୋଦି। ମହିଳାଙ୍କ ଉନ୍ନତି ହିଁ ଓଡ଼ିଶା ବିକାଶର ମୂଳମନ୍ତ୍ର ହେବ ବୋଲି ସେ କହିଛନ୍ତି।

‘ସୁଭଦ୍ରା’ ଯୋଜନାରେ ପଞ୍ଜୀକୃତ କରିଛନ୍ତି ୭୨ ଲକ୍ଷ ମହିଳା । ସେମାନଙ୍କ ମଧ୍ୟରୁ ୨୫ ଲକ୍ଷ ହିତାଧିକାରୀଙ୍କୁ ଆଜି ଟଙ୍କା ପ୍ରଦାନ କରାଯାଇଛି ।   ‘ସୁଭଦ୍ରା’ ଯୋଜନାର ଲାଭ ଓଡ଼ିଶାର ୧ କୋଟିରୁ ଅଧିକ ମହିଳାଙ୍କୁ ମିଳିବ। ଏହି ଯୋଜନା ମା’ ଓ ଭଉଣୀମାନଙ୍କୁ ସଶକ୍ତ କରିବ ବୋଲି କହିଛନ୍ତି ମୋଦି।

ଏହି ଅବସରରେ ଉପସ୍ଥିତ ଅତିଥି ଓ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ପ୍ରଧାନମନ୍ତ୍ରୀ କହିଛନ୍ତି, ପ୍ରଭୁ ଜଗନ୍ନାଥଙ୍କ କୃପାରୁ ପୁଣି ଓଡ଼ିଶା ଆସିବାର ସୌଭାଗ୍ୟ ମିଳିଲା। ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ଥିଲେ ଜନତାଙ୍କ ସେବା ସୁଯୋଗ ମିଳେ। ଓଡ଼ିଶାର ମା’ ମାନଙ୍କ ପାଇଁ ସୁଭଦ୍ରା ଶୁଭାରମ୍ଭର ସୁଯୋଗ ମିଳିଲା। ଓଡ଼ିଶାର ନୂଆ ସରକାର ଶପଥ ସମାରୋହକୁ ଆସିଥିଲି। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମେତ ୨ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, କନକ ବର୍ଦ୍ଧନ ସିଂଦେଓ ବି ଉପସ୍ଥିତ ଅଛନ୍ତି। ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ରଘୁବର ଦାସ ବି ଉପସ୍ଥିତ ଅଛନ୍ତି।

Share196Tweet123
M M

M M

ଆଜିର ପାଗ

Bhubaneswar
November 4, 2025, 8:27 PM
 

NW
Partly cloudy
25°C
0.4 m/s
Apparent: 26°C
Pressure: 1009 mb
Humidity: 79%
Winds: 0.4 m/s NW
Windgusts: 4.8 m/s
UV-Index: 0
Precip.: 0mm /0% / Rain
Sunrise: 5:49 AM
Sunset: 5:10 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ବେଇମାନି ଆଖ୍ୟାରୁ ବର୍ତ୍ତିବା ପାଇଁ ଜୟ ମିଛ କହୁଛନ୍ତି: ବିଜେଡି

ବେଇମାନି ଆଖ୍ୟାରୁ ବର୍ତ୍ତିବା ପାଇଁ ଜୟ ମିଛ କହୁଛନ୍ତି: ବିଜେଡି

November 4, 2025
ବିଳାସପୁରରେ ମେମୁ ସହ ମାଲଗାଡ଼ି ମୁହାଁମୁହିଁ ଧକ୍କା: ଛଅ ଯାତ୍ରୀ ମୃତ

ବିଳାସପୁରରେ ମେମୁ ସହ ମାଲଗାଡ଼ି ମୁହାଁମୁହିଁ ଧକ୍କା: ଛଅ ଯାତ୍ରୀ ମୃତ

November 4, 2025

ନବୀନ କାହାକୁ କହିଲେ ବେଇମାନ ?

November 4, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom