• Latest
  • Trending
ଫିଟିବ ଗୁପ୍ତ ରତ୍ନଭଣ୍ଡାର ରହସ୍ୟ।

ଫିଟିବ ଗୁପ୍ତ ରତ୍ନଭଣ୍ଡାର ରହସ୍ୟ।

Sep-18-2024 03:44 PM IST
WhatsAppକୁ ସୁପ୍ରିମ ତାଗିଦ ଆମ କଥା ମାନ, ନହେଲେ ଦେଶ ଛାଡ଼

WhatsAppକୁ ସୁପ୍ରିମ ତାଗିଦ ଆମ କଥା ମାନ, ନହେଲେ ଦେଶ ଛାଡ଼

Feb-03-2026 11:21 PM IST
ଭିଣୋଇଙ୍କ ଗୁଳିରେ, ବବି ଘାଇଲା….

ଭିଣୋଇଙ୍କ ଗୁଳିରେ, ବବି ଘାଇଲା….

Feb-03-2026 11:17 PM IST
କାହାକୁ ଆକ୍ଷେପ କଲେ ଅରିନ୍ଦମ ?ମୁଁ ମନା କରୁଛି, ମୋ ସାଙ୍ଗେ ଲାଗେନା, ଏବେ ନାମ ନେ

କାହାକୁ ଆକ୍ଷେପ କଲେ ଅରିନ୍ଦମ ?ମୁଁ ମନା କରୁଛି, ମୋ ସାଙ୍ଗେ ଲାଗେନା, ଏବେ ନାମ ନେ

Feb-03-2026 11:15 PM IST
ନରୱାଣେଙ୍କ ବିବାଦୀୟ ବହି ଯୁଦ୍ଧ କରିବୁକି ? ଉତ୍ତର ମିଳିଲା ନାହିଁ

ନରୱାଣେଙ୍କ ବିବାଦୀୟ ବହି ଯୁଦ୍ଧ କରିବୁକି ? ଉତ୍ତର ମିଳିଲା ନାହିଁ

Feb-03-2026 11:12 PM IST
ଜାଣନ୍ତୁ କିପରି କଟିବ ଆଜିର ଦିନ

ଜାଣନ୍ତୁ କିପରି କଟିବ ଆଜିର ଦିନ

Feb-03-2026 09:46 AM IST
ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

Feb-02-2026 07:41 PM IST
ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

Feb-02-2026 07:36 PM IST
ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

Feb-02-2026 07:06 PM IST
ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

Feb-02-2026 07:03 PM IST
କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

Feb-02-2026 07:00 PM IST
  • About
  • Careers
  • Contact Us
Wednesday, February 4, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ଫିଟିବ ଗୁପ୍ତ ରତ୍ନଭଣ୍ଡାର ରହସ୍ୟ।

by M M
Sep-18-2024 03:44 PM IST
in ବଡ଼ ଖବର, ଭିଡ଼ିଓ, ରାଜ୍ୟ
0
ଫିଟିବ ଗୁପ୍ତ ରତ୍ନଭଣ୍ଡାର ରହସ୍ୟ।
491
SHARES
1.4k
VIEWS
Share on FacebookShare on Twitter

ଫିଟିବ ଗୁପ୍ତ ରତ୍ନଭଣ୍ଡାର ରହସ୍ୟ। ସୁଡ଼ଙ୍ଗ ଖୋଜିବେ ବିଶେଷଜ୍ଞ ଟିମ। ରତ୍ନଭଣ୍ଡାରରେ ଆଉ କିଛି ରହିଛି କି ନାହିଁ ତଦାରଖ କରିବ ଟିମ୍‌। ଏଏସଆଇ ଏଡିଜି ଜାନଭିଜ ଶର୍ମାଙ୍କ ନେତୃତ୍ୱରେ ହେବ ତଦାରଖ। ଏନେଇ ରତ୍ନଭଣ୍ଡାରକୁ ଯିବା ପୂର୍ବରୁ ମୁଖ୍ୟ ପ୍ରଶାସକ, ତଦାରଖ କମିଟି ଅଧ୍ୟକ୍ଷ ସୂଚନା ଦେଇଛନ୍ତି। ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ କହିଛନ୍ତି, ବିଶେଷଜ୍ଞ ଟିମ ଦ୍ବାରା ଯାଞ୍ଚ କରାଯିବ। ଭଣ୍ଡାରରେ କିଛି ରହସ୍ୟ ଅଛି କି ନାହିଁ ଦେଖାଯିବ।

ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ) ପକ୍ଷରୁ ବୁଧବାର ଶ୍ରୀମନ୍ଦିର ରତ୍ନଭଣ୍ଡାରର ପ୍ରାରମ୍ଭିକ ନିରୀକ୍ଷଣ କରାଯିବ। ରାଜ୍ୟ ସରକାରଙ୍କ ଅନୁମୋଦନ ପରେ ଏଏସ୍‌ଆଇର ଅତିରିକ୍ତ ମହାନିର୍ଦ୍ଦେଶକଙ୍କ ନେତୃତ୍ୱରେ ଏହି ପ୍ରାରମ୍ଭିକ ନିରୀକ୍ଷଣ ଓ ବୈଷୟିକ ଯାଞ୍ଚ ହେବ। ଏଥିଲାଗି ଉଭୟ ଶ୍ରୀମନ୍ଦିର ପ୍ରଶାସନ ଏବଂ ଏଏସ୍‌ଆଇ ପକ୍ଷରୁ ସମସ୍ତ ପ୍ରସ୍ତୁତି ଓ ପ୍ରକ୍ରିୟା ସରିଛି।

Tags: newsroomodisha
Share196Tweet123
M M

M M

ଆଜିର ପାଗ

Bhubaneswar
February 4, 2026, 3:58 AM
 
N
Overcast
18°C
0.9 m/s
Apparent: 21°C
Pressure: 1018 mb
Humidity: 74%
Winds: 0.9 m/s N
Windgusts: 6.7 m/s
UV-Index: 0
Precip.: 0mm /0% / Rain
Sunrise: 6:21 AM
Sunset: 5:39 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
WhatsAppକୁ ସୁପ୍ରିମ ତାଗିଦ ଆମ କଥା ମାନ, ନହେଲେ ଦେଶ ଛାଡ଼

WhatsAppକୁ ସୁପ୍ରିମ ତାଗିଦ ଆମ କଥା ମାନ, ନହେଲେ ଦେଶ ଛାଡ଼

February 3, 2026
ଭିଣୋଇଙ୍କ ଗୁଳିରେ, ବବି ଘାଇଲା….

ଭିଣୋଇଙ୍କ ଗୁଳିରେ, ବବି ଘାଇଲା….

February 3, 2026
କାହାକୁ ଆକ୍ଷେପ କଲେ ଅରିନ୍ଦମ ?ମୁଁ ମନା କରୁଛି, ମୋ ସାଙ୍ଗେ ଲାଗେନା, ଏବେ ନାମ ନେ

କାହାକୁ ଆକ୍ଷେପ କଲେ ଅରିନ୍ଦମ ?ମୁଁ ମନା କରୁଛି, ମୋ ସାଙ୍ଗେ ଲାଗେନା, ଏବେ ନାମ ନେ

February 3, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom