• Latest
  • Trending
ଶହେତମ ଟେଷ୍ଟ ମ୍ୟାଚରେ ଅଶ୍ବିନୀଙ୍କ ଶତକ

ଶହେତମ ଟେଷ୍ଟ ମ୍ୟାଚରେ ଅଶ୍ବିନୀଙ୍କ ଶତକ

September 19, 2024

କଂଗ୍ରେସର ଅନାସ୍ଥା ପ୍ରସ୍ତାବ ଦାବି- ବିଜେଡି କହିଲା ନିଷ୍ପତ୍ତି ହୋଇନି

July 23, 2025
ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

July 19, 2025

ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଲା ଇଂଲଣ୍ଡ

July 10, 2025

ହେମାନନ୍ଦ ବିଶ୍ୱାଳଙ୍କ ଝିଅ ସୁନୀତା ବିଶ୍ବାଳ କଂଗ୍ରେସରେ ଯୋଗ ଦେଇଛନ୍ତି

July 10, 2025
ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

July 9, 2025
ବିଜେପି ଭିତରେ ମନମୋହନଙ୍କ ଶକ୍ତି ବଢ଼ିଛି

ବିଜେପି ଭିତରେ ମନମୋହନଙ୍କ ଶକ୍ତି ବଢ଼ିଛି

July 10, 2025
ଲୋକଙ୍କ ସହ ଭଲ ବ୍ୟବହାର କରିବାକୁ ପଡ଼ିବ: ମନମୋହନ ସାମଲ

ଲୋକଙ୍କ ସହ ଭଲ ବ୍ୟବହାର କରିବାକୁ ପଡ଼ିବ: ମନମୋହନ ସାମଲ

July 8, 2025

ମନମୋହନ ସାମଲଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜୋରଦାର ପ୍ରଶଂସା

July 8, 2025

ଜୁଲାଇ ୭ରେ ଜନସାଧାରଣଙ୍କର ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

July 5, 2025
କିଏ ହେବେ ଦଲାଇଲାମାଙ୍କ ଉତ୍ତରାଧିକାରୀ

କିଏ ହେବେ ଦଲାଇଲାମାଙ୍କ ଉତ୍ତରାଧିକାରୀ

July 3, 2025
  • About
  • Careers
  • Contact Us
Sunday, July 27, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଖେଳ

ଶହେତମ ଟେଷ୍ଟ ମ୍ୟାଚରେ ଅଶ୍ବିନୀଙ୍କ ଶତକ

by M M
September 19, 2024
in ଖେଳ
0
ଶହେତମ ଟେଷ୍ଟ ମ୍ୟାଚରେ ଅଶ୍ବିନୀଙ୍କ ଶତକ
491
SHARES
1.4k
VIEWS
Share on FacebookShare on Twitter

ଚେନ୍ନାଇ ଟେଷ୍ଟରେ ଅଶ୍ବିନୀଙ୍କ ଶତକ ଅର୍ଜନ କରି ସମସ୍ତଙ୍କୁ ଖୁସି ଦେଇଛନ୍ତି । ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଅଶ୍ବିନୀ ୧୦୨ ରନ କରିଥିବା ବେଳେ ଜାଡେଜା ୮୬ ରନ କରି ଅପରାଜିତ ଅଛନ୍ତି । ଏହି ଶତକ ସହ ସେ ଟେଷ୍ଟରେ ପାଞ୍ଚଟି ଶତକ କରିଛନ୍ତି । ଆଜି ବାଂଲାଦେଶ ବିପକ୍ଷ ଟେଷ୍ଟରେ ଖୁବ ବଢ଼ିଆ ବ୍ୟାଟିଂ କରି ରେକର୍ଡ କରିଛନ୍ତି ଆର ଅଶ୍ବିନୀ । ଟିମ୍ ଇଣ୍ଡିଆର ଷ୍ଚାର ବୋଲର ଆଜି ଷ୍ଟାର ବ୍ୟାଟର ବନି ଶତକ ମାରିଛନ୍ତି । ହଜିଛି ପ୍ରତିପକ୍ଷ ଟିମର ନିଦ।  ଚେନ୍ନାଇ ଏମଏ ଚିଦାମ୍ବରମ ଷ୍ଟାଡିୟମରେ ବାଂଲାଦେଶ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପର୍ତ୍ତି ନେଇଥିଲା,କେବଳ ଅଶ୍ବିନୀ, ଜାଡେଜାଙ୍କୁ ଛାଡିଲେ ଜୟସ୍ୱାଲ ଅର୍ଧଶତକ ପାଳି ଖେଳିଥିଲେ । ଅନ୍ୟ ଟପ୍ ଅର୍ଡର ଫେଲ୍ ମାରିଥିଲେ ଅଧିନାୟକ ରୋହିତ ଶର୍ମା ଏବଂ ବିରାଟ କୋହଲି ୬,ଗିଲ୍ ଖାତା ଖୋଲିନପାରି ପ୍ୟାଭିଲିୟନକୁ ଫେରିଥିଲେ,ପନ୍ତ ୩୯ଏବଂ ଜୟସ୍ୱାଲ ୫୬ ରନ୍ କରି ବାଂଲାଦେଶ ବୋଲଂରଙ୍କ ସହ ଲଢେଇ କରିଥିଲେ, ।ଆଜି ଟେଷ୍ଟରେ ଯଶସ୍ବୀ ଜୟସ୍ୱାଲ, ବିରାଟ କୋହଲି, ରୋହିତ ଶର୍ମା, ଗିଲ, ପନ୍ତଙ୍କୁ ପଛରେ ପକାଇ କଲେ ଶତକ । ଚେନ୍ନାଇରେ ରେକର୍ଡ କଲେ  ।  ବାଂଲାଦେଶ ବିପକ୍ଷ ଟେଷ୍ଟରେ ଗର୍ଜିଛି ଅଶ୍ବିନୀଙ୍କ ବ୍ୟାଟ୍, ଜାଡେଜାଙ୍କ ସହ ରେକର୍ଡ ପାର୍ଟନର ରନ କରିଛନ୍ତି ଷଷ୍ଠ ଉଇକେଟରେ ।  ବାଂଲାଦେଶ ପକ୍ଷରୁ ହାସନ ମହମୁଦ ସର୍ବାଧିକ ୪ଟି ୱିକେଟ୍ ନେଇଥିଲେ । ଭାରତ ଓ ବାଂଲାଦେଶ ମଧ୍ୟରେ ମୋଟ ଦୁଇ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ୍ ଶୃଙ୍ଖଳା ଖେଳାଯିବ,୨ଟିରୁ ୨ଟି ମ୍ୟାଚ୍ ଜିତିବା ଲକ୍ଷ୍ୟରେ ରହିଛି ରୋହିତ ବାହିନୀ।

Tags: cricketnewsnewsroomsports
Share196Tweet123
M M

M M

  • Trending
  • Comments
  • Latest
ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

February 10, 2025
ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

July 9, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0

କଂଗ୍ରେସର ଅନାସ୍ଥା ପ୍ରସ୍ତାବ ଦାବି- ବିଜେଡି କହିଲା ନିଷ୍ପତ୍ତି ହୋଇନି

July 23, 2025
ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

July 19, 2025

ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଲା ଇଂଲଣ୍ଡ

July 10, 2025

Weather

Bhubaneswar
July 27, 2025, 11:20 am
 

SSW
Overcast
32°C
2 m/s
Apparent: 34°C
Pressure: 999 mb
Humidity: 90%
Winds: 2 m/s SSW
Windgusts: 8.9 m/s
UV-Index: 0
Precip.: 0mm /28% / Rain
Sunrise: 5:19 am
Sunset: 6:26 pm
© 2025 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • About
  • Contact Us
  • Home 1
  • sitemap

Copyright © 2025 Odisha Newsroom