• Latest
  • Trending

ଶାନ୍ତି ପାଇଁ ଥାନାରେ ନୂଆ ଆଇଆଇସି କଲେ ପୂଜାପାଠ

Sep-23-2024 04:06 PM IST
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

Mar-03-2026 11:05 PM IST
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

Mar-03-2026 11:02 PM IST
ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

Mar-03-2026 10:59 PM IST
ଜାଣନ୍ତୁ ରାଶି ଅନୁସାରେ  କପରି କଟିବ ଆଜିର ଦିନ

ଜାଣନ୍ତୁ ରାଶି ଅନୁସାରେ କପରି କଟିବ ଆଜିର ଦିନ

Mar-03-2026 02:01 PM IST
ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

Mar-03-2026 01:50 PM IST
ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

Mar-03-2026 01:25 PM IST
ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

Mar-03-2026 12:58 PM IST
କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

Mar-03-2026 12:55 PM IST
BJPର ୪ ଭାଗ୍ୟଶାଳୀ ନେତା ଗୁପ୍ତ ବୈଠକରୁ ଆସିଲା ବଡ଼ ଖବର!

BJPର ୪ ଭାଗ୍ୟଶାଳୀ ନେତା ଗୁପ୍ତ ବୈଠକରୁ ଆସିଲା ବଡ଼ ଖବର!

Mar-02-2026 07:56 PM IST
ଜଳୁଛି ମଧ୍ୟପ୍ରାଚ୍ୟ, କାହିଁକି ଚିନ୍ତାରେ ଭାରତ ? କହିଲେ ରବି ଦାସ…

ଜଳୁଛି ମଧ୍ୟପ୍ରାଚ୍ୟ, କାହିଁକି ଚିନ୍ତାରେ ଭାରତ ? କହିଲେ ରବି ଦାସ…

Mar-02-2026 07:52 PM IST
  • About
  • Careers
  • Contact Us
Wednesday, March 4, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ଶାନ୍ତି ପାଇଁ ଥାନାରେ ନୂଆ ଆଇଆଇସି କଲେ ପୂଜାପାଠ

by M M
Sep-23-2024 04:06 PM IST
in ବଡ଼ ଖବର, ରାଜନୀତି, ରାଜ୍ୟ
0
491
SHARES
1.4k
VIEWS
Share on FacebookShare on Twitter

ଭରତପୁର ଥାନାରେ ମାନସିକ ଶାନ୍ତି ପାଇଁ ହେଲା ପୂଜାପାଠ ।  ନୂଆ ଆଇଆଇସି  ଦୀପକ ଖଣ୍ଡାୟତରାୟ ଏହି ଥାନାରେ ଜଏନ କରିବା ସହ  ପୂଜାପାଠ କରିଛନ୍ତି । ଗତ ଏକ ସପ୍ତାହ ଧରି ସାରା ଦେଶରେ ଏହି ଥାନାର କାରନାମାକୁ ନେଇ ଚର୍ଚା ଚାଲିଛି । ଅପବାଦ ମୁଣ୍ଡାଇଛି ଭରତପୁର ଥାନା । ଯେଉଁ ଥାନା ଆଦର୍ଶ ଥାନା ହେବା କଥା ସେହି ଥାନା ପୁଳା ପୁଳା ଅପବାଦ ସାଉଁଟିଛି । ସିସିଟିଭି ନାହିଁ । ଅଧିକାରୀଙ୍କ ପାଇଁ ଖାଲି ଥାନା କାହିଁକି ସାରା ଓଡ଼ିଶା ଦୁର୍ନାମ ପାଇଛି । ପୋଲିସର ସମ୍ମାନ ହାନି ହୋଇଛି । ପୋଲିସର ବିରକ୍ତିକର ବ୍ୟବହାର ସମସ୍ତେ ଏବେ ସାେସିଆଲ ମିଡିଆରେ ସେୟାର କରୁଛନ୍ତି । ତେଣୁ  ସ୍ବତନ୍ତ୍ର ପୂଜାର ଆୟୋଜନ କରିଛନ୍ତି ନୂଆ ଆଇଆଇସି ଦୀପକ ଖଣ୍ଡାୟତରାୟ । ମାନସିକ ଶାନ୍ତି ପାଇଁ ପୂଜା କରୁଥିବା କହିଛନ୍ତି ଆଇଆଇସି ଦୀପକ ଖଣ୍ଡାୟତରାୟ । ପୂଜାପାଠ ସହ ଥାନା ଗେଟ୍‌ରେ ଲଙ୍କାଲେମ୍ବୁ ଝୁଲାଯାଇଥିବା ଦେଖିବାକୁ ମିଳିଛି । ସେପଟେ ହାଇକୋର୍ଟ ପୀଡ଼ିତା ଓ ମେଜରଙ୍କ ନାଁ ଗଣମାଧ୍ୟମରେ ପ୍ରକାଶ କରିବାକୁ ବାରଣ କରିଛନ୍ତି । ଏହା ସହ ସମସ୍ତ ଥାନାର ସିସିଟିଭି ସ୍ଥିତି ଜଣାଇବାକୁ ଏଡିଜିଙ୍କୁ  ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ।  ଆଧୁନିକୀକରଣଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ ।

ଏହା ମଧ୍ୟରେ ଭରତପୁର ଥାନା ଘଟଣାରେ ବିରୋଧୀଙ୍କ ଦାବି ଯୋଗୁଁ ଆଜି କେନ୍ଦୁଝର ଗସ୍ତରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ  ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକରେ ଆଲୋଚନା କରି ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ମାନ୍ୟବର ବିଚାରପତି ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଦ୍ବାରା ଉକ୍ତ ତଦନ୍ତ ହେବ । ୬୦ ଦିନ ମଧ୍ୟରେ ରିପୋର୍ଟ ପ୍ରଦାନ କରିବା ପାଇଁ ମାନ୍ୟବର କମିଶନଙ୍କୁ  ଅନୁରୋଧ କରାଯାଇଛି ।

Tags: bharatpurpolice
Share196Tweet123
M M

M M

ଆଜିର ପାଗ

Bhubaneswar
March 4, 2026, 2:12 AM
 

SSW
Mainly clear
24°C
1.1 m/s
Apparent: 29°C
Pressure: 1011 mb
Humidity: 97%
Winds: 1.1 m/s SSW
Windgusts: 8 m/s
UV-Index: 0
Precip.: 0mm /0% / Rain
Sunrise: 6:04 AM
Sunset: 5:52 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

0

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

0

ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

0
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

March 3, 2026
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

March 3, 2026
ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

March 3, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom