• Latest
  • Trending
ବିଜେଡିର ଜନସମ୍ପର୍କ ପଦଯାତ୍ରା ଅଭିଯାନ

ବିଜେଡିର ଜନସମ୍ପର୍କ ପଦଯାତ୍ରା ଅଭିଯାନ

Sep-29-2024 06:06 PM IST
WhatsAppକୁ ସୁପ୍ରିମ ତାଗିଦ ଆମ କଥା ମାନ, ନହେଲେ ଦେଶ ଛାଡ଼

WhatsAppକୁ ସୁପ୍ରିମ ତାଗିଦ ଆମ କଥା ମାନ, ନହେଲେ ଦେଶ ଛାଡ଼

Feb-03-2026 11:21 PM IST
ଭିଣୋଇଙ୍କ ଗୁଳିରେ, ବବି ଘାଇଲା….

ଭିଣୋଇଙ୍କ ଗୁଳିରେ, ବବି ଘାଇଲା….

Feb-03-2026 11:17 PM IST
କାହାକୁ ଆକ୍ଷେପ କଲେ ଅରିନ୍ଦମ ?ମୁଁ ମନା କରୁଛି, ମୋ ସାଙ୍ଗେ ଲାଗେନା, ଏବେ ନାମ ନେ

କାହାକୁ ଆକ୍ଷେପ କଲେ ଅରିନ୍ଦମ ?ମୁଁ ମନା କରୁଛି, ମୋ ସାଙ୍ଗେ ଲାଗେନା, ଏବେ ନାମ ନେ

Feb-03-2026 11:15 PM IST
ନରୱାଣେଙ୍କ ବିବାଦୀୟ ବହି ଯୁଦ୍ଧ କରିବୁକି ? ଉତ୍ତର ମିଳିଲା ନାହିଁ

ନରୱାଣେଙ୍କ ବିବାଦୀୟ ବହି ଯୁଦ୍ଧ କରିବୁକି ? ଉତ୍ତର ମିଳିଲା ନାହିଁ

Feb-03-2026 11:12 PM IST
ଜାଣନ୍ତୁ କିପରି କଟିବ ଆଜିର ଦିନ

ଜାଣନ୍ତୁ କିପରି କଟିବ ଆଜିର ଦିନ

Feb-03-2026 09:46 AM IST
ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

Feb-02-2026 07:41 PM IST
ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

Feb-02-2026 07:36 PM IST
ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

Feb-02-2026 07:06 PM IST
ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

Feb-02-2026 07:03 PM IST
କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

Feb-02-2026 07:00 PM IST
  • About
  • Careers
  • Contact Us
Wednesday, February 4, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ବିଜେଡିର ଜନସମ୍ପର୍କ ପଦଯାତ୍ରା ଅଭିଯାନ

by M M
Sep-29-2024 06:06 PM IST
in ବଡ଼ ଖବର
0
ବିଜେଡିର ଜନସମ୍ପର୍କ ପଦଯାତ୍ରା ଅଭିଯାନ
491
SHARES
1.4k
VIEWS
Share on FacebookShare on Twitter

ସରକାରରୁ ଯିବା ପରେ ଏବେ ଲୋକଙ୍କ ନିକଟକୁ ଯିବାକୁ ଘୋଷଣା କରିଛି  ବିଜେଡି । ତିନି ମାସ ପରେ ବିଜେଡିର ଆରମ୍ଭ ହେବ ଜନ ସଂପର୍କ ପଦଯାତ୍ରା ଅଭିଯାନ । ଗାନ୍ଧୀ ଜୟନ୍ତୀ ଠାରୁ ଆରମ୍ଭ  ହେବ ବୋଲି ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ପୂର୍ବରୁ ଘୋଷଣା କରିଥିଲେ । ଏହି ବିଷୟରେ କହିଛନ୍ତି ବରିଷ୍ଠ ନେତା ଦେବୀ ମିଶ୍ର ।  ଦଳ ପକ୍ଷରୁ ନୂତନ ଭାବେ ତିଆରି ହୋଇଥିବା କମିଟି , ରାଜ୍ୟର ସମସ୍ତ କାର୍ଯ୍ୟକର୍ତ୍ତା, ବିଧାୟିକା/ବିଧାୟକ ପ୍ରାର୍ଥୀ, ବ୍ଲକ ଓ ନଗର କର୍ମକର୍ତ୍ତାଙ୍କ ସହିତ ନିର୍ବାଚନ ମଣ୍ଡଳୀର ନେତାମାନେ  ଜନ ସଂପର୍କ ପଦଯାତ୍ରାର ନେତୃତ୍ବ ନେବେ ।

ଏନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ଦଳର ବରିଷ୍ଠ ନେତା ଦେବୀ ପ୍ରସାଦ ମିଶ୍ର। ଦୁଇଟି ପର୍ଯ୍ୟୟରେ ଜନ ସଂପର୍କ ପଦଯାତ୍ରା ହେବା ପାଇଁ  ନିଷ୍ପତି  ନେଇଛି  ବିଜେଡି । ଦୁଇଟି ପର୍ଯ୍ୟାୟରେ ହେବାକୁ ଥିବା  ଏହି  ପଦଯାତ୍ରାର ପ୍ରଥମ ପର୍ଯ୍ୟାୟ ଅକ୍ଟୋବର ଦୁଇ ତାରିଖରୁଆରମ୍ଭ ହୋଇ  ଅକ୍ଟୋବର ୬ତାରିଖ ପର୍ଯ୍ୟନ୍ତ ଚାଲିବ । ପୁଣି ଅକ୍ଟୋବର ୨୧ ରୁ ୩୦  ତାରିଖ ପର୍ଯ୍ୟନ୍ତ ଦ୍ବିତୀୟ ପର୍ଯ୍ୟାୟ ଜନସମ୍ପର୍କ ପଦଯାତ୍ରା ଅଭିଯାନ କରାଯିବ ବୋଲି ନିଷ୍ପତି ନେଇଛନ୍ତି ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ। ପୁଣ୍ୟାତ୍ମା ଗୋପବନ୍ଧୁଙ୍କ ପବିତ୍ର ତିଥିରେ ବି ବିଜୁ ଜନତା ଦଳର ସଦସ୍ୟତା ଅଭିଯାନକୁ ମଧ୍ୟ ବ୍ୟାପକ କରାଯିବ। ଅକ୍ଟୋବର ୯ରୁ ଆରମ୍ଭ କରିବାକୁ ନିଷ୍ପତି ନେଇଛି ଦଳ।

ସେପଟେ ସଦସ୍ୟତା ଅଭିଯାନକୁ ରାଜ୍ୟର ବିଭିନ୍ନ ଜିଲ୍ଲା ଗୁଡିକରେ ଓ କ୍ଷେତ୍ରୀୟ ସ୍ଥରରେ ବି ବ୍ୟାପକ କରାଯିବ ବୋଲି ସୂଚନା ଦେଲେ ବିଜୁ ଜନତା ଦଳର ସମନୟ କମିଟିର ଅଧ୍ୟକ୍ଷ ଦେବୀ ପ୍ରସାଦ ମିଶ୍ର ।

Share196Tweet123
M M

M M

ଆଜିର ପାଗ

Bhubaneswar
February 4, 2026, 8:42 AM
 
N
Overcast
21°C
0.9 m/s
Apparent: 21°C
Pressure: 1018 mb
Humidity: 74%
Winds: 0.9 m/s N
Windgusts: 6.7 m/s
UV-Index: 0
Precip.: 0mm /0% / Rain
Sunrise: 6:21 AM
Sunset: 5:39 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
WhatsAppକୁ ସୁପ୍ରିମ ତାଗିଦ ଆମ କଥା ମାନ, ନହେଲେ ଦେଶ ଛାଡ଼

WhatsAppକୁ ସୁପ୍ରିମ ତାଗିଦ ଆମ କଥା ମାନ, ନହେଲେ ଦେଶ ଛାଡ଼

February 3, 2026
ଭିଣୋଇଙ୍କ ଗୁଳିରେ, ବବି ଘାଇଲା….

ଭିଣୋଇଙ୍କ ଗୁଳିରେ, ବବି ଘାଇଲା….

February 3, 2026
କାହାକୁ ଆକ୍ଷେପ କଲେ ଅରିନ୍ଦମ ?ମୁଁ ମନା କରୁଛି, ମୋ ସାଙ୍ଗେ ଲାଗେନା, ଏବେ ନାମ ନେ

କାହାକୁ ଆକ୍ଷେପ କଲେ ଅରିନ୍ଦମ ?ମୁଁ ମନା କରୁଛି, ମୋ ସାଙ୍ଗେ ଲାଗେନା, ଏବେ ନାମ ନେ

February 3, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom