• Latest
  • Trending
କଣ ହେବ ପ୍ରଶ୍ନ ଆଜି  ହେବ ମିଛ ଧରା ପରୀକ୍ଷା : ଆଜି ସାମ୍ନାକୁ ଆସିବ ସତ

କଣ ହେବ ପ୍ରଶ୍ନ ଆଜି ହେବ ମିଛ ଧରା ପରୀକ୍ଷା : ଆଜି ସାମ୍ନାକୁ ଆସିବ ସତ

September 30, 2024

ମୋଦି କହିଲେ ଅପରେସନ ସିନ୍ଦୂର ସମୟରେ କଣ ଘଟିଥିଲା

July 30, 2025

କଂଗ୍ରେସର ଅନାସ୍ଥା ପ୍ରସ୍ତାବ ଦାବି- ବିଜେଡି କହିଲା ନିଷ୍ପତ୍ତି ହୋଇନି

July 23, 2025
ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

July 19, 2025

ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଲା ଇଂଲଣ୍ଡ

July 10, 2025

ହେମାନନ୍ଦ ବିଶ୍ୱାଳଙ୍କ ଝିଅ ସୁନୀତା ବିଶ୍ବାଳ କଂଗ୍ରେସରେ ଯୋଗ ଦେଇଛନ୍ତି

July 10, 2025
ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

July 9, 2025
ବିଜେପି ଭିତରେ ମନମୋହନଙ୍କ ଶକ୍ତି ବଢ଼ିଛି

ବିଜେପି ଭିତରେ ମନମୋହନଙ୍କ ଶକ୍ତି ବଢ଼ିଛି

July 10, 2025
ଲୋକଙ୍କ ସହ ଭଲ ବ୍ୟବହାର କରିବାକୁ ପଡ଼ିବ: ମନମୋହନ ସାମଲ

ଲୋକଙ୍କ ସହ ଭଲ ବ୍ୟବହାର କରିବାକୁ ପଡ଼ିବ: ମନମୋହନ ସାମଲ

July 8, 2025

ମନମୋହନ ସାମଲଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜୋରଦାର ପ୍ରଶଂସା

July 8, 2025

ଜୁଲାଇ ୭ରେ ଜନସାଧାରଣଙ୍କର ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

July 5, 2025
  • About
  • Careers
  • Contact Us
Saturday, August 2, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଭିଡ଼ିଓ

କଣ ହେବ ପ୍ରଶ୍ନ ଆଜି ହେବ ମିଛ ଧରା ପରୀକ୍ଷା : ଆଜି ସାମ୍ନାକୁ ଆସିବ ସତ

by M M
September 30, 2024
in ଭିଡ଼ିଓ, ରାଜ୍ୟ
0
491
SHARES
1.4k
VIEWS
Share on FacebookShare on Twitter

କିଏ କହୁଛି ସତ କିଏ କହୁଛି ମିଛ । ପୋଲିସର ହେବ ମିଛ ଧରା ପରୀକ୍ଷା । କଣ ପ୍ରଶ୍ନ ହେବ ତାକୁ ନେଇ ଚର୍ଚା ହେଉଛି ।  ଭରତପୁର ଥାନା ମାମଲା,ଗୁଜୁରାଟ ରେ ଭରତପୁର ଥାନା ଅଧିକାରୀଙ୍କ ସମେତ ୫ ପୁଲିସ ଅଧିକାରୀଙ୍କର ହବ ପଲିଗ୍ରାଫ ଟେଷ୍ଟ  । ୩ଜଣିଆ କ୍ରାଇମବ୍ରାଞ୍ଚ ଟିମ ପୁଲିସ ଅଧିକାରୀମାନଙ୍କୁ ନେଇ ଗୁଜୁରାଟ ଗାନ୍ଧୀନଗର ଠାରେ ପହଞ୍ଚିଛନ୍ତି | ଆଜି ସାମ୍ନାକୁ ଆସିବ ସତ । ସେପଟେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ନିର୍ଯାତନା ମାମଲାରେ ଆରମ୍ଭ ହୋଇଛି ବିଚାର ବିଭାଗୀୟ ତଦନ୍ତ। ତଦନ୍ତ କମିଶନ ଜଷ୍ଟିସ୍ ଚିତ୍ତରଞ୍ଜନ ଦାସ ପ୍ରଥମ ବୈଠକ କରିଛନ୍ତି। ଏଥିରେ ପୁଲିସ ଡିଜି ଓ ଗୃହ ସଚିବ ପ୍ରମୁଖ ଉପସ୍ଥିତ ଥିଲେ।
ଏହି ବୈଠକ ପରେ କମିଶନଙ୍କ ସଚିବ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ଘଟଣାକୁ ନେଇ ସତ୍ୟପାଠ ଆହ୍ୱାନ କରାଯିବ। ସତ୍ୟପାଠ ନେଇ ଆସନ୍ତାକାଲି ବିଜ୍ଞପ୍ତି ପ୍ରକାଶ କରାଯିବ। ଆସନ୍ତାକାଲିଠାରୁ ୨୧ ଦିନ ପର୍ଯ୍ୟନ୍ତ ସତ୍ୟପାଠ ଗ୍ରହଣ କରାଯିବ। ଏହି ଘଟଣା ସଂପର୍କରେ ଯିଏ ଜାଣିଥିବେ ବା କୌଣସି ତଥ୍ୟ ଦେବାକୁ ଚାହୁଁଥିବେ, ସେମାନେ ସତ୍ୟପାଠ ଦେବେ।ସତ୍ୟପାଠ ଯାଞ୍ଚ ପରେ ସାକ୍ଷ୍ୟଗ୍ରହଣ ଆରମ୍ଭ କରାଯିବ। ଏହାଛଡ଼ା ଘଟଣାରେ ନିଲମ୍ବିତ ପୁଲିସ ଅଧିକାରୀଙ୍କୁ ବି ପଚରାଉଚରା କରାଯିବ ବୋଲି ସେ ସୂଚନା ଦେଇଛନ୍ତି। ଅନ୍ୟ ପକ୍ଷମାନଙ୍କୁ କମିଶନରେ ହାଜର ପାଇଁ ସମନ କରାଯିବ। ସାକ୍ଷ୍ୟଗ୍ରହଣ ଓ ତଦନ୍ତ ପରେ ସରକାରଙ୍କୁ ରିପୋର୍ଟ ଦିଆଯିବ

| ନଜର ପକାନ୍ତୁ ସମ୍ପୂର୍ଣ ଖବର ଉପରେ |

Tags: newsnewsroomodisha
Share196Tweet123
M M

M M

  • Trending
  • Comments
  • Latest
ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

February 10, 2025
ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

July 9, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0

ମୋଦି କହିଲେ ଅପରେସନ ସିନ୍ଦୂର ସମୟରେ କଣ ଘଟିଥିଲା

July 30, 2025

କଂଗ୍ରେସର ଅନାସ୍ଥା ପ୍ରସ୍ତାବ ଦାବି- ବିଜେଡି କହିଲା ନିଷ୍ପତ୍ତି ହୋଇନି

July 23, 2025
ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

July 19, 2025

Weather

Bhubaneswar
August 2, 2025, 9:30 am
 

SSW
Overcast
32°C
1.8 m/s
Apparent: 34°C
Pressure: 1002 mb
Humidity: 90%
Winds: 1.8 m/s SSW
Windgusts: 7 m/s
UV-Index: 0
Precip.: 2.5mm /45% / Rain
Sunrise: 5:21 am
Sunset: 6:23 pm
© 2025 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • About
  • Contact Us
  • Home 1
  • sitemap

Copyright © 2025 Odisha Newsroom