• Latest
  • Trending
ନୂଆ ପୁଲିସ କମିସନର ଭାବେ ଦାୟିତ୍ବ ନେଲେ ସୁରେଶ ଦେବଦତ୍ତ ସିଂ

ନୂଆ ପୁଲିସ କମିସନର ଭାବେ ଦାୟିତ୍ବ ନେଲେ ସୁରେଶ ଦେବଦତ୍ତ ସିଂ

September 30, 2024

ଯଦି ବିଜେଡି ନିଜକୁ ପୁନର୍ଜୀବିତ ନ କରେ, ଓଡ଼ିଶାରେ ଏକ ନୂତନ ଆଞ୍ଚଳିକ ମୋର୍ଚ୍ଚା ଏକ ସମ୍ଭାବନା ହୋଇପାରେ

August 13, 2025

ଭଲ ଖାଦ୍ୟ ଖାଉଥିଲେ, ମୋନିକାଙ୍କୁ କେମିତି ହେଲା କ୍ୟାନସର

August 13, 2025

ଟଙ୍କା କେଉଁଠି କରିବେ ନିବେଶ

August 11, 2025

ମୁନିର ବନିବେ କି ପାକିସ୍ତାନ ମୁଖ୍ୟ

August 11, 2025
              +3 ଶ୍ରେଣୀରେ 2ୟ ପର୍ଯ୍ୟାୟ ନାମଲେଖା ବିଜ୍ଞପ୍ତି ତୁରନ୍ତ ପ୍ରକାଶ ପାଇଁ ଦାବି

              +3 ଶ୍ରେଣୀରେ 2ୟ ପର୍ଯ୍ୟାୟ ନାମଲେଖା ବିଜ୍ଞପ୍ତି ତୁରନ୍ତ ପ୍ରକାଶ ପାଇଁ ଦାବି

August 10, 2025
ଟ୍ରମ୍ପଙ୍କ 50 ପ୍ରତିଶତ ଟାରିଫ 100 ପ୍ରତିଶତ ଧୋକା

ଟ୍ରମ୍ପଙ୍କ 50 ପ୍ରତିଶତ ଟାରିଫ 100 ପ୍ରତିଶତ ଧୋକା

August 9, 2025

ଏବେ ବିଦେଶୀ ନୁହେଁ ସ୍ବଦେଶୀ ! କଣ ପଡ଼ିବ ପ୍ରଭାବ

August 9, 2025

ଭୋଟ ଚୋରି

August 9, 2025

କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ମାନହାନି ମାମଲାରେ ଜାମିନ

August 6, 2025

ରିସେପ୍ସନ ଦେଲେ ପିନାକୀ-ମହୁଆ

August 6, 2025
  • About
  • Careers
  • Contact Us
Saturday, August 16, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ମୁଖ୍ୟ ଖବର

ନୂଆ ପୁଲିସ କମିସନର ଭାବେ ଦାୟିତ୍ବ ନେଲେ ସୁରେଶ ଦେବଦତ୍ତ ସିଂ

by M M
September 30, 2024
in ମୁଖ୍ୟ ଖବର, ରାଜ୍ୟ
0
ନୂଆ ପୁଲିସ କମିସନର ଭାବେ ଦାୟିତ୍ବ ନେଲେ ସୁରେଶ ଦେବଦତ୍ତ ସିଂ
491
SHARES
1.4k
VIEWS
Share on FacebookShare on Twitter

ଭୁବନେଶ୍ବର: ପୁଲିସ ଅପରାଧୀଙ୍କ ପ୍ରତି କଠୋର ଓ ସାଧାରଣ ଲୋକଙ୍କ ପ୍ରତି ନରମ ମନୋଭାବ ପୋଷଣ କରିବ। ବିଧିବ୍ୟବସ୍ଥାରେ ରହି ଲୋକଙ୍କୁ ଯଥାସମ୍ଭବ ନ୍ୟାୟ ଦିଆଯିବ। ନୂଆ ପୁଲିସ କମିସନର ଭାବେ ସୁରେଶ ଦେବଦତ୍ତ ସିଂହ ଦାୟିତ୍ୱ ଗ୍ରହଣ କରିବା ପରେ ଏପରି କହିଛନ୍ତି । ବିଜେପି  ସରକାର ତାଙ୍କ ଉପରେ ଗୁରୁ ଦାୟିତ୍ବ ଦେଇଛନ୍ତି । ବିଶେଷ କରି ସହରରେ ଆଇନ ଶୃଙ୍ଖଳା ପରିସ୍ଥିତିକୁ କିପରି ସେ ସମ୍ଭାଳୁଛନ୍ତି ତାହା ଉପରେ ସମସ୍ତଙ୍କ ନଜର ରହିବ ।  ସେ ସଞ୍ଜୀବ ପଣ୍ଡାଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟିତ୍ୱ ଗ୍ରହଣ କରିବା ପରେ  ପୁଲିସ କମିସନର କହିଛନ୍ତି,
ଗତକାଲି୧୯୯୪ ବ୍ୟାଚ୍ ଆଇପିଏସ୍ ତଥା ପୁଲିସ କମିସନର ସଞ୍ଜୀବ ପଣ୍ଡାଙ୍କ ସ୍ଥାନରେ ୧୯୯୮ ବ୍ୟାଚ୍ ଆଇପିସଏସ୍ ତଥା ଏଡିଜି(ଅପରେସନ୍) ସୁରେଶ ଦେବଦତ୍ତ ସିଂଙ୍କୁ ଦ୍ବୈତନଗର ନୂତନ ପୁଲିସ କମିସନର ଭାବେ ନିଯୁକ୍ତି ଦିଆଯାଇଥିଲା।
ନୂଆ ପୁଲିସ କମିସନର ସୁରେଶ ଦେବଦତ୍ତ ସିଂ ୧୯୭୧ ମସିହାରେ ଉତ୍ତରପ୍ରଦେଶରେ ଜନ୍ମ। ସେ ଜଣେ ମେଧାବୀ ଛାତ୍ର ଥିଲେ। ୧୯୯୪ ମସିହାରେ ରାଜନୀତିବିଜ୍ଞାନରେ ସ୍ନାତକୋତ୍ତର ହାସଲ କରିବା ପରେ ୧୯୯୭ ମସିହାରେ ବନାରସ ହିନ୍ଦୁ ବିଶ୍ବବିଦ୍ୟାଳୟରୁ ପିଏଚ୍ଡି ଲାଭ କରିଥିଲେ। ଏହି ସମୟରେ ସେ ଆଇପିଏସ୍ ପାଇଁ ପ୍ରସ୍ତୁତ ହେଉଥିଲେ ଏବଂ ସାମ୍ବାଦିକତା ପାଇଁ ଆଗ୍ରହ ଥିବାରୁ ଆହ୍ଲାବାଦରେ ମାସ୍ କମ୍ୟୁନିକେସ୍ନ ଡିଗ୍ରି ହାସଲ କରିଥିଲେ। କିଛି ଦିନ ପାଇଁ ସେ ଦୈନିକ ଜାଗରଣ, ନବ ଭାରତ, ହିନ୍ଦୁ ଭଳି ଜାତୀୟସ୍ତରର ଖବରକାଗଜ ପାଇଁ ସାମ୍ବାଦିକତା କରିଥିଲେ।

୧୯୯୭ ମସିହାରେ ସେ ଆଇପିଏସ୍ ପାଇବା ପରେ ପ୍ରଥମେ ୨୦୦୦ ମସିହାରେ ବାଲିଗୁଡ଼ା ଏସ୍ଡିପିଓ ଭାବେ ନିଯୁକ୍ତି ପାଇଥିଲେ। ଏହାପରେ ୨୦୦୨ ମସିହାରେ ଏସ୍ପି ଭାବେ ସେ ମାଲକାନଗିରିରେ ଯୋଗଦେଇଥିଲେ। ଏହାପରେ ୨୦୦୪ରେ ମୟୂରଭଞ୍ଜ ଏସ୍ପି ଏବଂ  ଠିକ୍ ବର୍ଷକ ପରେ ୨୦୦୫ ମସିହାରେ ସମ୍ବଲପୁର ଏସ୍ପି, ୨୦୦୮ରେ ଗଞ୍ଜାମ ଏସ୍ପି, ୨୦୦୯ରେ ବ୍ରହ୍ମପୁର ଏସ୍ପି, ୨୦୧୦ରେ ଜଗତସିଂହପୁର ଏସ୍ପି ଭାବେ କାର୍ଯ୍ୟ କରିଥିଲେ। ୨୦୧୨ ମସିହାରେ ଡିଆଇଜି ପାହ୍ୟାକୁ ପଦୋନ୍ନତି ପାଇବା ପରେ ଡିଆଇଜି ଦକ୍ଷିଣାଞ୍ଚଳ ରେଞ୍ଜ(କୋରାପୁଟ)ରେ ନିଯୁକ୍ତି ପାଇଥିଲେ। ବର୍ଷକ ପାଇଁ ସେଠାରେ କାର୍ଯ୍ୟ କରିବା ପରେ ୨୦୧୪ ମସିହାରେ ଡିଆଇଜି(ସିଆଇଏସ୍ଏଫ୍) କେନ୍ଦ୍ରୀୟ ଡେପୁଟେସନ୍ରେ ଯାଇଥିଲେ। ୭ବର୍ଷ ଧରି କେନ୍ଦ୍ରୀୟ ଡେପୁଟେସନରେ ରହିବା ପରେ ୨୦୨୧ ମସିହାରେ ଓଡ଼ିଶା ଫେରିଥିଲେ। ୨୦୨୧ ଜୁଲାଇରେ ଆଇଜି (ହେଡ୍ କ୍ବାର୍ଟର) ନିଯୁକ୍ତି ପାଇଥିଲେ। ୨୦୨୩ ଜାନୁଆରିରେ ଏଡିଜି ପାହ୍ୟାକୁ ପଦୋନ୍ନତି ପାଇବା ପରେ ଏଡିଜି(ଅପରେସନ୍) ଭାବେ ଦାୟିତ୍ବରେ ରହି କାର୍ଯ୍ୟ କରିଥିଲେ ।

Share196Tweet123
M M

M M

  • Trending
  • Comments
  • Latest
ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

February 10, 2025
ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

July 9, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0

ଯଦି ବିଜେଡି ନିଜକୁ ପୁନର୍ଜୀବିତ ନ କରେ, ଓଡ଼ିଶାରେ ଏକ ନୂତନ ଆଞ୍ଚଳିକ ମୋର୍ଚ୍ଚା ଏକ ସମ୍ଭାବନା ହୋଇପାରେ

August 13, 2025

ଭଲ ଖାଦ୍ୟ ଖାଉଥିଲେ, ମୋନିକାଙ୍କୁ କେମିତି ହେଲା କ୍ୟାନସର

August 13, 2025

ଟଙ୍କା କେଉଁଠି କରିବେ ନିବେଶ

August 11, 2025

Weather

Bhubaneswar
August 16, 2025, 5:25 am
 

ESE
Overcast
30°C
2.9 m/s
Apparent: 33°C
Pressure: 1000 mb
Humidity: 94%
Winds: 2.9 m/s ESE
Windgusts: 8.3 m/s
UV-Index: 0
Precip.: 5.1mm /55% / Rain
Sunrise: 5:26 am
Sunset: 6:15 pm
© 2025 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • About
  • Contact Us
  • Home 1
  • sitemap

Copyright © 2025 Odisha Newsroom