• Latest
  • Trending

ଉତ୍କର୍ଷ ଓଡ଼ିଶା-ମେକ ଇନ ଓଡ଼ିଶା କନକ୍ଲେଭ୍ ପାଇଁ ଦିଲ୍ଲୀରେ ବିଭିନ୍ନ ଦେଶର ରାଷ୍ଟ୍ରଦୂତଙ୍କ ସହ ବୈଠକ

Oct-03-2024 07:21 PM IST
odisha.newsroom.in

ସାଙ୍ଘାତିକ ଝଟକା…ଟ୍ରମ୍ପଙ୍କ ଯୁଦ୍ଧ ନୀତିକୁ ପାଗଳାମି କହିଲା ୟୁଏସ ସିନେଟ

Mar-27-2026 06:25 PM IST
odisha.newsroom.in

ଲିଭ୍-ଇନ୍ ରିଲେସନ ଉପରେ ହାଇକୋର୍ଟ ଦେଲେ ବଡ଼ ରାୟ, କହିଲେ…

Mar-27-2026 04:41 PM IST
odisha.newsroom.in

ଟ୍ରମ୍ପଙ୍କ ଶାନ୍ତି ପ୍ରସ୍ତାବକୁ ପ୍ରତ୍ୟାଖାନ କଲା ଇରାନ, ରଖିଲା ଭୟଙ୍କର ସର୍ତ୍ତ

Mar-27-2026 03:57 PM IST
odisha.newsroom.in

ସାମ୍ନାକୁ ଆସିଲା ଖାମନେଇଙ୍କ ମୃତ୍ୟୁର କିଛି ସମୟ ପୂର୍ବର ଫଟୋ

Mar-27-2026 02:34 PM IST
odisha.newsroom.in

ଏମିତି କରନ୍ତୁ ଶୋଇବା ଘର ଡିଜାଇନ…ନିଶ୍ଚୟ ଆସିବ ସୁଖନିଦ୍ରା

Mar-27-2026 01:07 PM IST
odisha.newsroom.in

ମହଳାଙ୍କୁ ହୋଟେଲ ନେଇ କହିଲା, ମୁଁ ଶିବଙ୍କ ଅବତାର ଆଉ ତୁମେ ସାକ୍ଷାତ ପାର୍ବତୀ…ତାପରେ…

Mar-27-2026 12:37 PM IST
odisha.newsroom.in

ଆଜି ବି ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା…ସତର୍କ ସୂଚନା ଜାରି

Mar-27-2026 12:09 PM IST
odisha.newsroom.in

ଆଜି ରାମନବମୀ…ସାରା ଜଗତ ରାମମୟ…ଶୁଭୁଛି ଜୟ ଶ୍ରୀରାମ ନାରା

Mar-27-2026 11:46 AM IST
odisha.newsroom.in

ପେଟ୍ରୋଲ ଓ ଡିଜେଲ ଉପରୁ ସରକାର କମାଇଲେ ଟ୍ୟାକ୍ସ, କମିବ ଦର ?

Mar-27-2026 11:22 AM IST
ଆଜିର ରାଶିଫଳ

ଆଜିର ରାଶିଫଳ

Mar-27-2026 08:32 AM IST
  • About
  • Careers
  • Contact Us
Saturday, March 28, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ଉତ୍କର୍ଷ ଓଡ଼ିଶା-ମେକ ଇନ ଓଡ଼ିଶା କନକ୍ଲେଭ୍ ପାଇଁ ଦିଲ୍ଲୀରେ ବିଭିନ୍ନ ଦେଶର ରାଷ୍ଟ୍ରଦୂତଙ୍କ ସହ ବୈଠକ

by M M
Oct-03-2024 07:21 PM IST
in ବଡ଼ ଖବର
0
491
SHARES
1.4k
VIEWS
Share on FacebookShare on Twitter

ଉତ୍କର୍ଷ ଓଡ଼ିଶା-ମେକ ଇନ ଓଡ଼ିଶା କନକ୍ଲେଭ୍ ପାଇଁ ଦିଲ୍ଲୀରେ ବିଭିନ୍ନ ଦେଶର ରାଷ୍ଟ୍ରଦୂତଙ୍କ ସହ ବୈଠକ କରିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶାରେ ବିଭିନ୍ନ ଶିଳ୍ପ କ୍ଷେତ୍ରରେ ପୁଞ୍ଜିନିବେଶ ନେଇ  ଆଲୋଚନା କରିଛନ୍ତି ।  ମୁଖ୍ୟମନ୍ତ୍ରୀ ସେମାନଙ୍କୁ ୨୦୨୫ ମେକ୍ ଇନ ଓଡ଼ିଶା କନକ୍ଲେଭକୁ ନିମନ୍ତ୍ରଣ କରିଛନ୍ତି।

ଏହି ବୈଠକରେ ୩୪ଟି ଦେଶରେ ରାଷ୍ଟ୍ରଦୂତ, ହାଇ କମିଶନର, କନସୁଲ ଜେନେରାଲ୍, ବାଣିଜ୍ୟ କମିଶନର ଏବଂ ବରିଷ୍ଠ କୂଟନୀତିଜ୍ଞମାନେ ଯୋଗ ଦେଇଥିଲେ। ଏଥିରେ ଆମେରିକା, ଇଂଲଣ୍ଡ, ସିଙ୍ଗାପୁର, ଚୀନ, ଜାପାନ, ଦକ୍ଷିଣ କୋରିଆ, ବ୍ରାଜିଲ ଓ ଭିଏତନାମ ଭଳି ଦେଶର ପ୍ରତିନିଧି ସାମିଲ ହୋଇଥିଲେ। ଏହାସହ ଅନେକ ଉଦ୍ୟୋଗୀ ଓ ନିବେଶକମାନେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ।

Share196Tweet123
M M

M M

ଆଜିର ପାଗ

Bhubaneswar
March 28, 2026, 3:12 AM
 

S
Partly cloudy
25°C
1.2 m/s
Apparent: 31°C
Pressure: 1007 mb
Humidity: 91%
Winds: 1.2 m/s S
Windgusts: 8.7 m/s
UV-Index: 0
Precip.: 0mm /43% / Rain
Sunrise: 5:43 AM
Sunset: 5:59 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In

Add New Playlist

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom