• Latest
  • Trending
ନୂଆ ଡିସିପି ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ପିନାକ ମିଶ୍ର

ନୂଆ ଡିସିପି ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ପିନାକ ମିଶ୍ର

Oct-03-2024 08:28 PM IST
୩ୟ ଟି-୨୦ରେ ଭାରତର ଦମଦାର ବିଜୟ ; ସିରିଜ୍ ଏବେ ୧-୧ ବରାବର

୩ୟ ଟି-୨୦ରେ ଭାରତର ଦମଦାର ବିଜୟ ; ସିରିଜ୍ ଏବେ ୧-୧ ବରାବର

Nov-02-2025 06:23 PM IST
ମହିଳା କ୍ରିକେଟ୍ ବିଶ୍ବକପ୍‌ର ଫାଇନାଲ୍‌- ବ୍ୟାଟିଂ କରୁଛି ଭାରତ

ମହିଳା କ୍ରିକେଟ୍ ବିଶ୍ବକପ୍‌ର ଫାଇନାଲ୍‌- ବ୍ୟାଟିଂ କରୁଛି ଭାରତ

Nov-02-2025 05:30 PM IST
ମେକ୍ସିକୋରେ ଦୁଃଖଦ ଘଟଣା: ପାରିବାରିକ ଉତ୍ସବରେ ଅଗ୍ନିକାଣ୍ଡ, ୨୩ ମୃତ

ମେକ୍ସିକୋରେ ଦୁଃଖଦ ଘଟଣା: ପାରିବାରିକ ଉତ୍ସବରେ ଅଗ୍ନିକାଣ୍ଡ, ୨୩ ମୃତ

Nov-02-2025 05:14 PM IST
ନୂଆପଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରିଲା ବିଜେଡି, ଜିଲ୍ଲାପାଳ ଓ ଏସପି ବିଜେପି ପାଇଁ କାମ କରୁଥିବା ଅଭିଯୋଗ

ନୂଆପଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରିଲା ବିଜେଡି, ଜିଲ୍ଲାପାଳ ଓ ଏସପି ବିଜେପି ପାଇଁ କାମ କରୁଥିବା ଅଭିଯୋଗ

Nov-02-2025 04:38 PM IST
ନୂଆପଡ଼ାବାସୀଙ୍କ ଭବିଷ୍ୟତର ସ୍ୱପ୍ନ ପୁରଣ ପାଇଁ ମୋଦୀଜିଙ୍କ ସହ ରହିବାକୁ ହେବ: ବୈଜୟନ୍ତ ପଣ୍ଡା

ନୂଆପଡ଼ାବାସୀଙ୍କ ଭବିଷ୍ୟତର ସ୍ୱପ୍ନ ପୁରଣ ପାଇଁ ମୋଦୀଜିଙ୍କ ସହ ରହିବାକୁ ହେବ: ବୈଜୟନ୍ତ ପଣ୍ଡା

Nov-02-2025 04:01 PM IST
NDA  ମେଣ୍ଟ ମୋଟ୍ ଭୋଟରଙ୍କ ମଧ୍ୟରୁ ୪୧ ପ୍ରତିଶତରୁ ୪୩ ପ୍ରତିଶତ ଭୋଟ୍ ପାଇବା ସମ୍ଭାବନା

NDA  ମେଣ୍ଟ ମୋଟ୍ ଭୋଟରଙ୍କ ମଧ୍ୟରୁ ୪୧ ପ୍ରତିଶତରୁ ୪୩ ପ୍ରତିଶତ ଭୋଟ୍ ପାଇବା ସମ୍ଭାବନା

Nov-02-2025 01:14 PM IST
ହସିନାଙ୍କ ସମେତ ୨୬୦ ଜଣ ପଳାତକ ଘୋଷିତ

ହସିନାଙ୍କ ସମେତ ୨୬୦ ଜଣ ପଳାତକ ଘୋଷିତ

Nov-02-2025 11:29 AM IST
ଓଡ଼ିଶା ପୁଲିସ SI ସ୍କାମ୍, ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟି ଗିରଫ

ଓଡ଼ିଶା ପୁଲିସ SI ସ୍କାମ୍, ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟି ଗିରଫ

Nov-02-2025 11:21 AM IST
କ’ଣ କହୁଛି ଆପଣଙ୍କ ରାଶିଫଳ

କ’ଣ କହୁଛି ଆପଣଙ୍କ ରାଶିଫଳ

Nov-02-2025 11:18 AM IST
ମୃତ୍ୟୁ ପୂର୍ବରୁ ୪୦ ଜୀବନ ବଞ୍ଚାଇଲେ ଡ୍ରାଇଭର ଶରତ ମାର୍ଥା

ମୃତ୍ୟୁ ପୂର୍ବରୁ ୪୦ ଜୀବନ ବଞ୍ଚାଇଲେ ଡ୍ରାଇଭର ଶରତ ମାର୍ଥା

Nov-01-2025 08:21 PM IST
  • About
  • Careers
  • Contact Us
Monday, November 3, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ନୂଆ ଡିସିପି ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ପିନାକ ମିଶ୍ର

by M M
Oct-03-2024 08:28 PM IST
in ବଡ଼ ଖବର, ରାଜ୍ୟ
0
ନୂଆ ଡିସିପି ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ପିନାକ ମିଶ୍ର
491
SHARES
1.4k
VIEWS
Share on FacebookShare on Twitter

ଭୁବନେଶ୍ଵରର: ଭୁବନେଶ୍ବରରେ ନୂଆ ଡିସିପି ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ପିନାକ ମିଶ୍ର। ସେ ସହରର ପୂର୍ବତନ ଡିସିପି ପ୍ରତୀକ ସିଂହଙ୍କ ସ୍ଥାନ ନେଇଛନ୍ତି। ଗୁରୁବାର ଦାୟିତ୍ୱ ଗ୍ରହଣ ଅବସରରେ ପିନାକ ମିଶ୍ରଙ୍କୁ କମିଶନରେଟ୍‌ ପୋଲିସ ପକ୍ଷରୁ ସ୍ଵାଗତ କରାଯାଇଛି। ତାଙ୍କ ଉପରେ ଏବେ ସହରର ସୁରକ୍ଷା ଦାୟିତ୍ବ ରହିଛି । କିଛି ଦିନ ତଳେ ରାଜ୍ୟ ସରକାର ଆଇପିଏସ୍‌ ସ୍ତରରେ ବଡ଼ ଅଦଳବଦଳ କରିଥିଲେ। ଏଥିରେ ଭୁବନେଶ୍ୱର ଡିସିପି ପ୍ରତୀକ ସିଂହଙ୍କୁ ମଧ୍ୟ ବଦଳି କରାଯାଇଥିଲା। ତାଙ୍କୁ କଟକ ଗ୍ରାମାଞ୍ଚଳର ଏସ୍‌ପି ଭାବେ ଦାୟିତ୍ୱ ଦିଆଯାଇଥିଲା। ଏହାସହ ପ୍ରତୀକ ସିଂହଙ୍କ ସ୍ଥାନରେ ପୁରୀ ଏସ୍‌ପି ଥିବା ପିନାକ ମିଶ୍ରଙ୍କୁ ବଦଳି କରାଯାଇଥିଲା।

ପିନାକ ମିଶ୍ର ୨୦୧୧ ବ୍ୟାଚର ଆଇପିଏସ୍ ଅଧିକାରୀ। ସେ ପୁରୀ ଏସ୍‌ପି ଭାବେ କାର୍ଯ୍ୟ କରିବା ପୂର୍ବରୁ ଅନେକ ସମୟ ଧରି କଟକର ଡିସିପି ମଧ୍ୟ ରହିଥିଲେ। ୨୦୨୨ ମସିହାରେ ସେ ପୁରୀ ଏସ୍‌ପି ଭାବେ ବଦଳି ହୋଇଥିଲେ। ଏଠାରେ ସେ ସାଧାରଣ ନିର୍ବାଚନ ଓ ରଥଯାତ୍ରା ସମୟରେ ଶାନ୍ତି ଶୃଙ୍ଖଳାର ରକ୍ଷା ପାଇଁ ବଡ଼ ଭୂମିକା ଗ୍ରହଣ କରିଥିଲେ।

Share196Tweet123
M M

M M

ଆଜିର ପାଗ

Bhubaneswar
November 3, 2025, 5:45 AM
 

NNW
Overcast
24°C
0.9 m/s
Apparent: 30°C
Pressure: 1009 mb
Humidity: 90%
Winds: 0.9 m/s NNW
Windgusts: 7 m/s
UV-Index: 0
Precip.: 0mm /8% / Rain
Sunrise: 5:49 AM
Sunset: 5:10 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
୩ୟ ଟି-୨୦ରେ ଭାରତର ଦମଦାର ବିଜୟ ; ସିରିଜ୍ ଏବେ ୧-୧ ବରାବର

୩ୟ ଟି-୨୦ରେ ଭାରତର ଦମଦାର ବିଜୟ ; ସିରିଜ୍ ଏବେ ୧-୧ ବରାବର

November 2, 2025
ମହିଳା କ୍ରିକେଟ୍ ବିଶ୍ବକପ୍‌ର ଫାଇନାଲ୍‌- ବ୍ୟାଟିଂ କରୁଛି ଭାରତ

ମହିଳା କ୍ରିକେଟ୍ ବିଶ୍ବକପ୍‌ର ଫାଇନାଲ୍‌- ବ୍ୟାଟିଂ କରୁଛି ଭାରତ

November 2, 2025
ମେକ୍ସିକୋରେ ଦୁଃଖଦ ଘଟଣା: ପାରିବାରିକ ଉତ୍ସବରେ ଅଗ୍ନିକାଣ୍ଡ, ୨୩ ମୃତ

ମେକ୍ସିକୋରେ ଦୁଃଖଦ ଘଟଣା: ପାରିବାରିକ ଉତ୍ସବରେ ଅଗ୍ନିକାଣ୍ଡ, ୨୩ ମୃତ

November 2, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom