• Latest
  • Trending
ମଞ୍ଚ ଉପରେ ‘ରାମ’ଙ୍କୁ ହାର୍ଟ ଆଟାକ୍‌!  ଚାଲିଗଲା ପ୍ରାଣ

ମଞ୍ଚ ଉପରେ ‘ରାମ’ଙ୍କୁ ହାର୍ଟ ଆଟାକ୍‌! ଚାଲିଗଲା ପ୍ରାଣ

October 6, 2024

ସ୍ବାସ୍ଥ୍ୟସେବାର ବିକେନ୍ଦ୍ରୀକରଣ ଆବଶ୍ୟକ

September 16, 2025
ସୁଭଦ୍ରା ଅଭିଯୋଗ ପୋର୍ଟାଲ ଆରମ୍ଭ

ସୁଭଦ୍ରା ଅଭିଯୋଗ ପୋର୍ଟାଲ ଆରମ୍ଭ

September 15, 2025
ଆତ୍ମନିର୍ଭର ଭାରତ ସଂକଳ୍ପ ଅଭିଯାନ ପାଇଁ ରାଜ୍ୟସ୍ତରୀୟ କର୍ମଶାଳା

ଆତ୍ମନିର୍ଭର ଭାରତ ସଂକଳ୍ପ ଅଭିଯାନ ପାଇଁ ରାଜ୍ୟସ୍ତରୀୟ କର୍ମଶାଳା

September 15, 2025

ସୁଭଦ୍ରାର ଏକ ବର୍ଷ ପୂର୍ତ୍ତି ଅବସରରେ ଓଡ଼ିଶା ପାଳିବ “ଧନ୍ୟବାଦ ମୋଦି” ଉତ୍ସବ

September 15, 2025

ବ୍ୟାପକ ଇଭି ବ୍ୟବହାର ଏବଂ ସବୁଜ ପଦକ୍ଷେପକୁ ଗୁରୁତ୍ୱ ଦେବା ପାଇଁ ରାଜ୍ୟପାଳଙ୍କ ଆହ୍ୱାନ

September 15, 2025
ଆଇଆଇଟି ଭୁବନେଶ୍ୱର ପକ୍ଷରୁ “ଚିନି, ଲୁଣ ଏବଂ ତେଲର ବ୍ୟବହାର ହ୍ରାସ କରିବା” ଶୀର୍ଷକ ବକ୍ତବ୍ୟ ଆୟୋଜିତ

ଆଇଆଇଟି ଭୁବନେଶ୍ୱର ପକ୍ଷରୁ “ଚିନି, ଲୁଣ ଏବଂ ତେଲର ବ୍ୟବହାର ହ୍ରାସ କରିବା” ଶୀର୍ଷକ ବକ୍ତବ୍ୟ ଆୟୋଜିତ

September 15, 2025
ପୁରୀରେ ଦ୍ୱିତୀୟ କୃଷି ବିଜ୍ଞାନ କେନ୍ଦ୍ର ସ୍ଥାପନ ପାଇଁ ବିଜେପି କୃଷକ ମୋର୍ଚ୍ଚାର ଦାବି

ପୁରୀରେ ଦ୍ୱିତୀୟ କୃଷି ବିଜ୍ଞାନ କେନ୍ଦ୍ର ସ୍ଥାପନ ପାଇଁ ବିଜେପି କୃଷକ ମୋର୍ଚ୍ଚାର ଦାବି

September 15, 2025
ଓଡ଼ିଶାରେ ବ୍ୟବସାୟକୁ ଜାତୀୟ ପରିଚୟ ଦେବା ପାଇଁ ଭଲ ସୁଯୋଗ ରହିଛି

ଓଡ଼ିଶାରେ ବ୍ୟବସାୟକୁ ଜାତୀୟ ପରିଚୟ ଦେବା ପାଇଁ ଭଲ ସୁଯୋଗ ରହିଛି

September 15, 2025
ମୋହନ ଭାଗବତ ଜୀଙ୍କୁ ଅଭିନନ୍ଦନ

ମୋହନ ଭାଗବତ ଜୀଙ୍କୁ ଅଭିନନ୍ଦନ

September 11, 2025
ଗୋପ-କୋଣାର୍କକୁ ମିଶାଇ ସ୍ୱତନ୍ତ୍ର ବିଧାନସଭା ଆସନ କରି “ପଦ୍ମକ୍ଷେତ୍ର” ନାମକରଣ ପ୍ରସ୍ତାବ

ଗୋପ-କୋଣାର୍କକୁ ମିଶାଇ ସ୍ୱତନ୍ତ୍ର ବିଧାନସଭା ଆସନ କରି “ପଦ୍ମକ୍ଷେତ୍ର” ନାମକରଣ ପ୍ରସ୍ତାବ

September 10, 2025
  • About
  • Careers
  • Contact Us
Wednesday, September 17, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ମଞ୍ଚ ଉପରେ ‘ରାମ’ଙ୍କୁ ହାର୍ଟ ଆଟାକ୍‌! ଚାଲିଗଲା ପ୍ରାଣ

by M M
October 6, 2024
in ଦେଶ ବିଦେଶ
0
ମଞ୍ଚ ଉପରେ ‘ରାମ’ଙ୍କୁ ହାର୍ଟ ଆଟାକ୍‌!  ଚାଲିଗଲା ପ୍ରାଣ
491
SHARES
1.4k
VIEWS
Share on FacebookShare on Twitter

ରାମଙ୍କ ଚରିତ୍ରରେ ଅଭିନୟ କରୁଥିଲେ । ହାର୍ଟ ଆଟାକରେ ଚାଲିଗଲା ପ୍ରାଣ । ଏଭଳି ଘଟଣା ଘଟିଛି ଦିଲ୍ଲୀ ବିଶ୍ବକର୍ମା ନଗରରେ ।  ମୃତ ଅଭିନେତା ଜଣକ ହେଲେ ସୁଶୀଲ କୌଶିକ। ଭିଡିଓରେ ଦେଖିବାକୁ ମିଳିଛି ଯେ, ୪୫ ବର୍ଷୀୟ ସୁଶୀଲ କୌଶିକ ମଞ୍ଚରେ ରାମ ଭୂମିକାରେ ଅଭିନୟ କରୁଛନ୍ତି। ଡାଏଲଗଗୁଡିକ ମଧ୍ୟ ସଠିକ୍ ଭାବରେ କହୁଛନ୍ତି। ଏହି ସମୟରେ ତାଙ୍କ ସହିତ ମଞ୍ଚରେ ଅନ୍ୟ କଳାକାରମାନେ ମଧ୍ୟ ଉପସ୍ଥିତ ଅଛନ୍ତି। ଏତିକି ବେଳେ ହଠାତ୍ ସୁଶୀଲ ନିଜ ଛାତିରେ ହାତ ରଖି ମଞ୍ଚ ପଛପଟକୁ ଯାଉଥିବାର ନଜର ଆସିଛନ୍ତି।  ଛାତିରେ ଯନ୍ତ୍ରଣା ହେବା ପରେ ସେ ଚେତାଶୂନ୍ୟ ହୋଇପଡିଥିଲେ। ଏହାପରେ ତାଙ୍କୁ ହସ୍ପିଟାଲ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ସୁଶୀଲ ବିଶ୍ୱକର୍ମା ନଗର ଅଞ୍ଚଳର ବାସିନ୍ଦା। ସେ ପେଶାରେ ଜଣେ ପ୍ରପର୍ଟି ଡିଲର ଥିଲେ। ସେ ଭଗବନା ରାମଙ୍କ ଜଣେ ବଡ଼ ଭକ୍ତ ମଧ୍ୟ ଥିଲେ। ଏହି ଘଟଣା ପରେ ପୂରା ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି।

ଦିଲ୍ଲୀର ଶାହାଦରା ଅଞ୍ଚଳର ବିଶ୍ୱକର୍ମା ନାଗରରେ ଏହାକୁ ନେଇ ଶୋକ ଖେଳିଯାଇଛି । ରାମ ଭୂମିକାରେ ଅଭିନୟ କରୁଥିବା ଜଣେ ଅଭିନେତାଙ୍କ ଏଭଳି ହୃଦ୍‌ଘାତକୁ ନେଇ ଗଭୀର ଶୋକ ପ୍ରକାଶ ପାଇଛି ।  ଏହି ଘଟଣାର ଭିଡିଓ ମଧ୍ୟ ସାମ୍ନାକୁ ଆସିଛି। ଯାହା ଭାଇରାଲ ହେବାରେ ଲାଗିଛି।

Share196Tweet123
M M

M M

  • Trending
  • Comments
  • Latest
ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

February 10, 2025
ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

July 9, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0

ସ୍ବାସ୍ଥ୍ୟସେବାର ବିକେନ୍ଦ୍ରୀକରଣ ଆବଶ୍ୟକ

September 16, 2025
ସୁଭଦ୍ରା ଅଭିଯୋଗ ପୋର୍ଟାଲ ଆରମ୍ଭ

ସୁଭଦ୍ରା ଅଭିଯୋଗ ପୋର୍ଟାଲ ଆରମ୍ଭ

September 15, 2025
ଆତ୍ମନିର୍ଭର ଭାରତ ସଂକଳ୍ପ ଅଭିଯାନ ପାଇଁ ରାଜ୍ୟସ୍ତରୀୟ କର୍ମଶାଳା

ଆତ୍ମନିର୍ଭର ଭାରତ ସଂକଳ୍ପ ଅଭିଯାନ ପାଇଁ ରାଜ୍ୟସ୍ତରୀୟ କର୍ମଶାଳା

September 15, 2025

Weather

Bhubaneswar
September 17, 2025, 11:34 am
 

S
Overcast
30°C
2.7 m/s
Apparent: 33°C
Pressure: 1008 mb
Humidity: 93%
Winds: 2.7 m/s S
Windgusts: 7.4 m/s
UV-Index: 0
Precip.: 0mm /43% / Rain
Sunrise: 5:34 am
Sunset: 5:47 pm
© 2025 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • About
  • Contact Us
  • Home 1
  • sitemap

Copyright © 2025 Odisha Newsroom