• Latest
  • Trending
ଅଲବିଦା ଭାରତ ‘ରତନ’ ଟାଟା

ଅଲବିଦା ଭାରତ ‘ରତନ’ ଟାଟା

October 10, 2024

କଂଗ୍ରେସର ଅନାସ୍ଥା ପ୍ରସ୍ତାବ ଦାବି- ବିଜେଡି କହିଲା ନିଷ୍ପତ୍ତି ହୋଇନି

July 23, 2025
ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

July 19, 2025

ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଲା ଇଂଲଣ୍ଡ

July 10, 2025

ହେମାନନ୍ଦ ବିଶ୍ୱାଳଙ୍କ ଝିଅ ସୁନୀତା ବିଶ୍ବାଳ କଂଗ୍ରେସରେ ଯୋଗ ଦେଇଛନ୍ତି

July 10, 2025
ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

July 9, 2025
ବିଜେପି ଭିତରେ ମନମୋହନଙ୍କ ଶକ୍ତି ବଢ଼ିଛି

ବିଜେପି ଭିତରେ ମନମୋହନଙ୍କ ଶକ୍ତି ବଢ଼ିଛି

July 10, 2025
ଲୋକଙ୍କ ସହ ଭଲ ବ୍ୟବହାର କରିବାକୁ ପଡ଼ିବ: ମନମୋହନ ସାମଲ

ଲୋକଙ୍କ ସହ ଭଲ ବ୍ୟବହାର କରିବାକୁ ପଡ଼ିବ: ମନମୋହନ ସାମଲ

July 8, 2025

ମନମୋହନ ସାମଲଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜୋରଦାର ପ୍ରଶଂସା

July 8, 2025

ଜୁଲାଇ ୭ରେ ଜନସାଧାରଣଙ୍କର ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

July 5, 2025
କିଏ ହେବେ ଦଲାଇଲାମାଙ୍କ ଉତ୍ତରାଧିକାରୀ

କିଏ ହେବେ ଦଲାଇଲାମାଙ୍କ ଉତ୍ତରାଧିକାରୀ

July 3, 2025
  • About
  • Careers
  • Contact Us
Tuesday, July 29, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ଅଲବିଦା ଭାରତ ‘ରତନ’ ଟାଟା

by M M
October 10, 2024
in ଦେଶ ବିଦେଶ, ଭିଡ଼ିଓ
0
491
SHARES
1.4k
VIEWS
Share on FacebookShare on Twitter

ଆଉ ନାହାନ୍ତି ଦେଶର ରତ୍ନ ରତନ ଟାଟା । କିଛି ସମୟ ଭିତରେ ପଞ୍ଚତତ୍ବରେ ବିଲୀନ ହୋଇଯିବେ ଭାରତର ରତନ ଟାଟା । ସାରା ଦେଶ ତାଙ୍କୁ ଆଜି ଅଶ୍ରୁପୂର୍ଣ୍ଣ ବିଦାୟ ଦେଉଛି । ରାଜକୀୟ ଅନ୍ତିମ ସଂସ୍କାର ପାଇଁ ସମସ୍ତ ପ୍ରସ୍ତୁତ ସରିଛି । ରରତନ ଟାଟାଙ୍କୁ ବିଦାୟ ଦେବା ପାଇଁ  ଅନେକ ଲୋକ ଏକାଠି ହୋଇଛନ୍ତି । ତାଙ୍କ ମୃତ୍ୟୁ ଅସାଧାରଣ, ଅପୂରଣୀୟ କ୍ଷତି କହିଲେ ଅତ୍ୟୁକ୍ତି ହେବ ନାହିଁ

ରତନ ଟାଟା ଥିଲେ ଅନେକଙ୍କ ପ୍ରେରଣା। ଆଉ କିଛି ସମୟ ପରେ ପଞ୍ଚଭୂତରେ ଲିନ ହେବେ ରତନ ଟାଟା। ରାଜକୀୟ ସମ୍ମାନ ସରିଛି । ସରିଛି ଶେଷ ଦର୍ଶନ । ଏବେ ସେ ଆମଠୁ ବିଦାୟ ନେଇଛନ୍ତି । ନିଉଜ ରୁମ ପରିବାର ପକ୍ଷରୁ ଗଭୀର ଶ୍ରଦ୍ଧାଞ୍ଜଳି ପ୍ରଦାନ କରାଯାଉଛି ।

ମହାରାଷ୍ଟ୍ରର ସିନ୍ଦେ ସରକାର ରତନ ଟାଟାଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରିବାକୁ ପ୍ରସ୍ତାବ ପାରିତ କରିଛନ୍ତି। ୨୦୦୦ ମସିହାରେ ତାଙ୍କୁ ପଦ୍ମ ଭୂଷଣ ସମ୍ମାନରେ ସମ୍ମାନିତ କରାଯାଇଥିବା ବେଳେ ୨୦୦୮ ମସିହାରେ ରତନ ଟାଟା ପଦ୍ମବିଭୂଷଣ ସମ୍ମାନ ପାଇଥିଲେ।

ଭାରତୀୟ ଶିଳ୍ପଜଗତର ଉଜ୍ଜ୍ବଳତମ ରତ୍ନ ରତନ ଟାଟାଙ୍କୁ ବିଦାୟ ପାଇଁ ବିଶିଷ୍ଟ ବ୍ୟକ୍ତିମାନେ ଅପେକ୍ଷା କରିଛନ୍ତି ।  ଶିଳ୍ପଜଗତର ଏହି ମହାନ ନାୟକଙ୍କୁ ଭାରତରତ୍ନ ଉପାଧି ମିଳିନି ସତ କିନ୍ତୁ ସେ ଥିଲେ ଭାରତର ଅସଲ ରତନ ।  ଅବିବାହିତ ରହିଥିବା ରତନ ଟାଟା ସର୍ବଦା ଦେଶର ମଙ୍ଗଳ ପାଇଁ କାମ କରିଆସିଛନ୍ତି । ସେ ସଦାବେଳେ ବଡ଼ ସ୍ବପ୍ନ ଦେଖିବାକୁ ଭୟ କରିନାହାଁନ୍ତି । ବଡ଼ ସ୍ବପ୍ନ ଦେଖି ସେ ପୂରଣ କରିବାକୁ ପରିଶ୍ରମ କରି ସଫଳ ହୋଇଛନ୍ତି । ଆଜି ଟାଟା ଏକ ଅନୁଷ୍ଠାନ ଭାବେ ସମସ୍ତଙ୍କ ହୃଦୟରେ ରାଜ କରୁଛି ।

 

Tags: nationalnewsnewsroom
Share196Tweet123
M M

M M

  • Trending
  • Comments
  • Latest
ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

February 10, 2025
ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

July 9, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0

କଂଗ୍ରେସର ଅନାସ୍ଥା ପ୍ରସ୍ତାବ ଦାବି- ବିଜେଡି କହିଲା ନିଷ୍ପତ୍ତି ହୋଇନି

July 23, 2025
ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

July 19, 2025

ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଲା ଇଂଲଣ୍ଡ

July 10, 2025

Weather

Bhubaneswar
July 29, 2025, 7:21 pm
 

SW
Slight rain
26°C
2.1 m/s
Apparent: 36°C
Pressure: 1000 mb
Humidity: 91%
Winds: 2.1 m/s SW
Windgusts: 8.9 m/s
UV-Index: 0
Precip.: 12.7mm /95% / Rain
Sunrise: 5:20 am
Sunset: 6:25 pm
© 2025 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • About
  • Contact Us
  • Home 1
  • sitemap

Copyright © 2025 Odisha Newsroom