• Latest
  • Trending

ହରିୟାଣାରେ ବିଜେପି ନାଏବଙ୍କୁ କାହିଁକି ଦେଲା ମୁଖ୍ୟମନ୍ତ୍ରୀ ପଦ ?

Oct-16-2024 03:08 PM IST
ବଙ୍ଗୋପସାଗରରେ ଆସୁଛି ବଡ଼ ଲଘୁଚାପ ! ହେବ କି ବାତ୍ୟା ?

ବଙ୍ଗୋପସାଗରରେ ଆସୁଛି ବଡ଼ ଲଘୁଚାପ ! ହେବ କି ବାତ୍ୟା ?

May-07-2026 07:32 PM IST
ଦୁଇ ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ମୃତ୍ୟୁଦଣ୍ଡ ଦେଲା ଚୀନ୍, ଦୁର୍ନୀତି ମାମଲାରେ ରାଷ୍ଟ୍ରପତି ସି ଜିନପିଙ୍ଗ କଠୋର କାର୍ଯ୍ୟାନୁଷ୍ଠାନ

ଦୁଇ ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ମୃତ୍ୟୁଦଣ୍ଡ ଦେଲା ଚୀନ୍, ଦୁର୍ନୀତି ମାମଲାରେ ରାଷ୍ଟ୍ରପତି ସି ଜିନପିଙ୍ଗ କଠୋର କାର୍ଯ୍ୟାନୁଷ୍ଠାନ

May-07-2026 07:21 PM IST
ସାବଧାନ ! ଫ୍ରିଜରେ ଅଟା ଚକଟି ରଖୁଛନ୍ତି କି ?

ସାବଧାନ ! ଫ୍ରିଜରେ ଅଟା ଚକଟି ରଖୁଛନ୍ତି କି ?

May-07-2026 07:11 PM IST
ମୁଖ୍ୟମନ୍ତ୍ରୀ ହେବା ଆଗରୁ ବଡ ନିଷ୍ପତ୍ତି ନେଲେ ବିଜୟ, କହିଲେ…

ମୁଖ୍ୟମନ୍ତ୍ରୀ ହେବା ଆଗରୁ ବଡ ନିଷ୍ପତ୍ତି ନେଲେ ବିଜୟ, କହିଲେ…

May-07-2026 04:47 PM IST
ଦୂର ହେଲା ତାମିଲନାଡୁ ସିଏମ୍ ସସପେନ୍ସ ! ସରକାର ଗଠନ ପାଇଁ ବିଜୟଙ୍କୁ ଗ୍ରୀନ ସିଗନାଲ ଦେଲେ ରାଜ୍ୟପାଳ

ଦୂର ହେଲା ତାମିଲନାଡୁ ସିଏମ୍ ସସପେନ୍ସ ! ସରକାର ଗଠନ ପାଇଁ ବିଜୟଙ୍କୁ ଗ୍ରୀନ ସିଗନାଲ ଦେଲେ ରାଜ୍ୟପାଳ

May-07-2026 03:54 PM IST
ମମତାଙ୍କୁ ହରାଇଦେଲା ସୋସିଆଲ୍ ମିଡିଆ, ଜାଣନ୍ତୁ କେମିତି?

ମମତାଙ୍କୁ ହରାଇଦେଲା ସୋସିଆଲ୍ ମିଡିଆ, ଜାଣନ୍ତୁ କେମିତି?

May-07-2026 02:56 PM IST
ଗ୍ରୀଷ୍ମ ଋତୁରେ ଲେମ୍ବୁକୁ ଦୀର୍ଘ ସମୟ ପର୍ଯ୍ୟନ୍ତ ସଂରକ୍ଷଣ କରିବା ପାଇଁ ଆପଣାନ୍ତୁ ଏହି ୪ ଉପାୟ

ଗ୍ରୀଷ୍ମ ଋତୁରେ ଲେମ୍ବୁକୁ ଦୀର୍ଘ ସମୟ ପର୍ଯ୍ୟନ୍ତ ସଂରକ୍ଷଣ କରିବା ପାଇଁ ଆପଣାନ୍ତୁ ଏହି ୪ ଉପାୟ

May-07-2026 01:34 PM IST
odisha.newsroom.in

ତାମିଲନାଡୁରେ ‘ବିଜୟ’ ସରକାର…୧୧୮ ବିଧାୟକଙ୍କ ସମର୍ଥନ ମାଗିଲେ ରାଜ୍ୟପାଳ…

May-06-2026 06:03 PM IST
odisha.newsroom.in

TMC କାର୍ଯ୍ୟାଳୟ ଭଙ୍ଗାରୁଜା…କୋଲକାତା ନ୍ୟୁ ମାର୍କେଟରେ ବୁଲିଲା ବୁଲଡୋଜର…

May-06-2026 04:49 PM IST
odisha.newsroom.in

ମହୁ ସଂଗ୍ରହ କରିବାକୁ ପଥର ଖୋଲରେ ମୁଣ୍ଡ ପୂରାଇଦେଲେ ନାବାଳକ …କାଢ଼ିବାକୁ ଅଗ୍ନିଶମବାହିନୀ ନାକେଦମ

May-06-2026 03:58 PM IST
  • About
  • Careers
  • Contact Us
Friday, May 8, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ହରିୟାଣାରେ ବିଜେପି ନାଏବଙ୍କୁ କାହିଁକି ଦେଲା ମୁଖ୍ୟମନ୍ତ୍ରୀ ପଦ ?

by M M
Oct-16-2024 03:08 PM IST
in ଦେଶ ବିଦେଶ, ବଡ଼ ଖବର
0
491
SHARES
1.4k
VIEWS
Share on FacebookShare on Twitter

ଚଣ୍ଡିଗଡ଼: ହରିୟାଣାର ନୂତନ ମୁଖ୍ୟମନ୍ତ୍ରୀ କିଏ ହେବ ତାକୁ ନେଇ ଚର୍ଚା ଚାଲିଥିବା ବେଳେ ଏବେ   ନାଏବ ସାଇନି ହେବେ ପୁଣି ମୁଖ୍ୟମନ୍ତ୍ରୀ । ସେ ପଞ୍ଚକୁଲାର ବିଜେପି କାର୍ଯ୍ୟାଳୟରେ ବିଜେପି ବିଧାୟକ  ବୈଠକରେ ସର୍ବସମ୍ମତି କ୍ରମେ ନେତା ଭାବେ ନିର୍ବାଚିତ ହୋଇଛନ୍ତି। ଏହି ବୈଠକରେ ବିଜେପି ପର୍ଯ୍ୟବେକ୍ଷକ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏବଂ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ ଉପସ୍ଥିତ ଥିଲେ। ବିଧାୟକମାନେ ପ୍ରଥମେ ସାଇନିଙ୍କୁ ଧନ୍ୟବାଦ ଦେଇଥିଲେ । ପରେ ତାଙ୍କୁ ନେତା ନିର୍ବାଚିତ କରିଥିଲେ । କୁହାଯାଉଛି ହରିୟାଣାରେ ବିଜେପି ନାଏବଙ୍କ ନେତୃତ୍ବରେ ନିର୍ବାଚନ ଲଢ଼ିଥିଲା । ଦଳର ଇମେଜ ସେ ସଜାଡ଼ିଥିଲେ । ନାଏବଙ୍କ ପାଇଁ ଦଳ ପୁଣି ହାଟ୍ରିକ ବିଜୟ ହାସଲ କଲା । ଦଳରେ ନାଏବଙ୍କର ରହିଛି ଦବଦବା । ଏଥିପାଇଁ ଦଳ ତାଙ୍କୁ ପୁଣି ଦାୟିତ୍ବ ଦେଲା ।

ବୈଠକରେ ଅନୀଲ ବିଜ୍ ଏବଂ କୃଷ୍ଣ ବେଦୀଙ୍କ ଦ୍ୱାରା ସାଇନିଙ୍କ ନାମ ନେଇ ପ୍ରସ୍ତାବ ଆଗତ କରାଯାଇଥିଲା। ସାଇନି ଗୁରୁବାର ପଞ୍ଚକୁଲାରେ ଶପଥ ଗ୍ରହଣ କରିବେ। ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ଯୋଗଦେବେ।

Share196Tweet123
M M

M M

ଆଜିର ପାଗ

Bhubaneswar
May 8, 2026, 5:45 AM
 

SSE
Partly cloudy
26°C
1.7 m/s
Apparent: 32°C
Pressure: 1010 mb
Humidity: 96%
Winds: 1.7 m/s SSE
Windgusts: 8.6 m/s
UV-Index: 0
Precip.: 0mm /16% / Rain
Sunrise: 5:13 AM
Sunset: 6:12 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom