• Latest
  • Trending
ବିଜେଡିର ପରାଜୟ ପାଇଁ ଦୋଷ ଦେବାର ଅଛି ତ ନବୀନ ପଟ୍ଟନାୟକଙ୍କୁ ଦିଅ

ବିଜେଡିର ପରାଜୟ ପାଇଁ ଦୋଷ ଦେବାର ଅଛି ତ ନବୀନ ପଟ୍ଟନାୟକଙ୍କୁ ଦିଅ

Oct-16-2024 03:30 PM IST

କୋହଭରା ପୋଷ୍ଟ କଲେ ରାଜୁ ଢୋଲକିଆଙ୍କ ପତ୍ନୀ; ମୋ ସ୍ୱାମୀଙ୍କୁ ପଚାରିଲନି

Nov-04-2025 05:16 PM IST
ରାଜନୀତିରେ ପରିବାରବାଦ, ଥରୁରଙ୍କ ମତକୁ ନେଇ ରାଜନୀତି ସରଗରମ

ରାଜନୀତିରେ ପରିବାରବାଦ, ଥରୁରଙ୍କ ମତକୁ ନେଇ ରାଜନୀତି ସରଗରମ

Nov-04-2025 04:21 PM IST
ଟ୍ରମ୍ପଙ୍କ ବଡ଼ ଦାବି: ପାକିସ୍ତାନ, ରୁଷ ଓ ଚୀନ୍ କରୁଛନ୍ତି ଗୁପ୍ତ ପରମାଣୁ ପରୀକ୍ଷଣ

ଟ୍ରମ୍ପଙ୍କ ବଡ଼ ଦାବି: ପାକିସ୍ତାନ, ରୁଷ ଓ ଚୀନ୍ କରୁଛନ୍ତି ଗୁପ୍ତ ପରମାଣୁ ପରୀକ୍ଷଣ

Nov-04-2025 04:04 PM IST
ନୂଆପଡ଼ା ଉପ-ନିର୍ବାଚନ:  ପ୍ରତିଷ୍ଠା ବଞ୍ଚାଇବାକୁ ତିନି ଦଳର ଜୋରଦାର ପ୍ରଚାର

ନୂଆପଡ଼ା ଉପ-ନିର୍ବାଚନ:  ପ୍ରତିଷ୍ଠା ବଞ୍ଚାଇବାକୁ ତିନି ଦଳର ଜୋରଦାର ପ୍ରଚାର

Nov-04-2025 09:38 AM IST
ବିହାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜି ସରିବ ପ୍ରଚାର

ବିହାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜି ସରିବ ପ୍ରଚାର

Nov-04-2025 09:03 AM IST
କ’ଣ କହୁଛି ଆଜିର ରାଶିଫଳ

କ’ଣ କହୁଛି ଆଜିର ରାଶିଫଳ

Nov-04-2025 08:55 AM IST
ରାଷ୍ଟ୍ରନିର୍ମାଣରେ ନିଜକୁ ନିୟୋଜିତ କରିବି : ଅମର

ରାଷ୍ଟ୍ରନିର୍ମାଣରେ ନିଜକୁ ନିୟୋଜିତ କରିବି : ଅମର

Nov-03-2025 03:11 PM IST
ବିଜେଡିକୁ ‘ଟାଇଟନିକ୍’ ପରି ବୁଡ଼ାଇବାକୁ ଯୋଜନା ଚାଲିଛି”: ଶ୍ରୀମୟୀ ମିଶ୍ର

ବିଜେଡିକୁ ‘ଟାଇଟନିକ୍’ ପରି ବୁଡ଼ାଇବାକୁ ଯୋଜନା ଚାଲିଛି”: ଶ୍ରୀମୟୀ ମିଶ୍ର

Nov-03-2025 11:05 AM IST
କ’ଣ କହୁଛି ଆପଣଙ୍କ ରାଶିଫଳ

କ’ଣ କହୁଛି ଆପଣଙ୍କ ରାଶିଫଳ

Nov-03-2025 10:35 AM IST
ଭାରତୀୟ ମହିଳା କ୍ରିକେଟ୍ ଦଳ ସର୍ବପ୍ରଥମ ବିଶ୍ବକପ୍‌ ଜିତିଲା

ଭାରତୀୟ ମହିଳା କ୍ରିକେଟ୍ ଦଳ ସର୍ବପ୍ରଥମ ବିଶ୍ବକପ୍‌ ଜିତିଲା

Nov-03-2025 10:26 AM IST
  • About
  • Careers
  • Contact Us
Tuesday, November 4, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ବିଜେଡିର ପରାଜୟ ପାଇଁ ଦୋଷ ଦେବାର ଅଛି ତ ନବୀନ ପଟ୍ଟନାୟକଙ୍କୁ ଦିଅ

by M M
Oct-16-2024 03:30 PM IST
in ବଡ଼ ଖବର
0
ବିଜେଡିର ପରାଜୟ ପାଇଁ ଦୋଷ ଦେବାର ଅଛି ତ ନବୀନ ପଟ୍ଟନାୟକଙ୍କୁ ଦିଅ
491
SHARES
1.4k
VIEWS
Share on FacebookShare on Twitter

ବିଜେଡିର ପରାଜୟ ପାଇଁ ଦାୟୀ କିଏ ?  ବିଜେଡି ପରାଜୟ ପାଇଁ କିଛି ନେତା ପାଣ୍ଡିଆନଙ୍କୁ ଦାୟୀ କରିଥିଲେ । ଏମାନଙ୍କ ମଧ୍ୟରେ ବରିଷ୍ଠ ନେତା ପ୍ରସନ୍ନ ପାଟ୍ଟଶାଣି ଓ ଅମର ଶତପଥୀ ମଧ୍ୟ ଅଛନ୍ତି । ଅମର ଶତପଥୀ ଓ ପ୍ରସନ୍ନ ପାଟଶାଣୀଙ୍କ ବିସ୍ପୋରକ ବୟାନ ଉପରେ ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ ମୁହଁ ଖୋଲି ସେମାନଙ୍କୁ ଟାର୍ଗେଟ କରିଛନ୍ତି । ଦେବାଶିଷ କହିଛନ୍ତି, ‘ପାଣ୍ଡିଆନ ଆମ ନେତା ନୁହନ୍ତି। ବିଜେଡିର ପରାଜୟ ପାଇଁ ତାଙ୍କୁ କାହିଁକି ଦାୟୀ କରାଯିବ । ଯଦି ଦୋଷ ଦେବାର ଅଛି ତ ଆମର ନେତା ନବୀନ ପଟ୍ଟନାୟକଙ୍କୁ ଦିଅ।

ପ୍ରସନ୍ନ ପାଟ୍ଟଶାଣୀ ଏଥର ଟିକେଟ ପାଇଲେ ନାହିଁ ବୋଲି ଏବେ ଏମିତି କହୁଥିବା ସେ ପ୍ରକାଶ କରିଛନ୍ତି। ପ୍ରସନ୍ନ ପାଟ୍ଟଶାଣିଙ୍କୁ ଦଳ ପୂର୍ବରୁ ଅନେକ ଥର ସାଂସଦ କରିଛି, ବହୁତ ଫାଇଦା ସେ ଦଳରୁ ପାଇଛନ୍ତି। ବିଜେଡିରୁ ଏବେ ଯିଏ ଛାଡ଼ି ଚାଲିଗଲେ ବି ଫରକ ପଡିବ ନାହିଁ  ବୋଲି କହିଛନ୍ତି ଦେବାଶିଷ ସାମନ୍ତରାୟ ।

ଦେବାଶିଷ ସାମନ୍ତରାୟ ଆହୁରି କହିଛନ୍ତି, ଅମର ଶତପଥୀ ବାରମ୍ବାର ଦଳ ପରିବର୍ତ୍ତନ କଲେ ତାଙ୍କ ଭୋଟର ହିଁ ତାଙ୍କୁ ଭଲ ନଜରରେ ଦେଖିବେ ନାହିଁ। ପୂର୍ବରୁ ଏନସିପିରେ ଥିଲା ବେଳେ ବି ସେ ବିଜେଡି ବିରୁଦ୍ଧରେ କହୁଥିଲେ। ପୁଣି କେମିତି ବିଜେଡକୁ ଫେରିଥିଲେ। ତାହା ସେ କହିପାରିବେ ।

 

Share196Tweet123
M M

M M

ଆଜିର ପାଗ

Bhubaneswar
November 4, 2025, 5:27 PM
 

NE
Mainly clear
26°C
0.9 m/s
Apparent: 26°C
Pressure: 1009 mb
Humidity: 79%
Winds: 0.9 m/s NE
Windgusts: 4.8 m/s
UV-Index: 0
Precip.: 0mm /0% / Rain
Sunrise: 5:49 AM
Sunset: 5:10 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0

କୋହଭରା ପୋଷ୍ଟ କଲେ ରାଜୁ ଢୋଲକିଆଙ୍କ ପତ୍ନୀ; ମୋ ସ୍ୱାମୀଙ୍କୁ ପଚାରିଲନି

November 4, 2025
ରାଜନୀତିରେ ପରିବାରବାଦ, ଥରୁରଙ୍କ ମତକୁ ନେଇ ରାଜନୀତି ସରଗରମ

ରାଜନୀତିରେ ପରିବାରବାଦ, ଥରୁରଙ୍କ ମତକୁ ନେଇ ରାଜନୀତି ସରଗରମ

November 4, 2025
ଟ୍ରମ୍ପଙ୍କ ବଡ଼ ଦାବି: ପାକିସ୍ତାନ, ରୁଷ ଓ ଚୀନ୍ କରୁଛନ୍ତି ଗୁପ୍ତ ପରମାଣୁ ପରୀକ୍ଷଣ

ଟ୍ରମ୍ପଙ୍କ ବଡ଼ ଦାବି: ପାକିସ୍ତାନ, ରୁଷ ଓ ଚୀନ୍ କରୁଛନ୍ତି ଗୁପ୍ତ ପରମାଣୁ ପରୀକ୍ଷଣ

November 4, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom