• Latest
  • Trending
କେବେଠୁ ଆରମ୍ଭ ହେବ ଶୃଙ୍ଖଳିତ ଦର୍ଶନ , କାର୍ତ୍ତିକରେ ଲାଗିଛି ଭିଡ଼

କେବେଠୁ ଆରମ୍ଭ ହେବ ଶୃଙ୍ଖଳିତ ଦର୍ଶନ , କାର୍ତ୍ତିକରେ ଲାଗିଛି ଭିଡ଼

Oct-21-2024 06:02 PM IST
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

Feb-01-2026 06:32 PM IST
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

Feb-01-2026 06:29 PM IST
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

Feb-01-2026 06:26 PM IST
କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

Feb-01-2026 06:22 PM IST
ବଜେଟ ପରେ ସୁନା ବଢ଼ିଲା ନା କମିଲା ?

ବଜେଟ ପରେ ସୁନା ବଢ଼ିଲା ନା କମିଲା ?

Feb-01-2026 06:18 PM IST
ବଜେଟ୍ ୨୦୨୬ , ବଡ଼ ଆଶା

ବଜେଟ୍ ୨୦୨୬ , ବଡ଼ ଆଶା

Feb-01-2026 11:20 AM IST
ପର୍ଯ୍ୟଟନ ଶିଳ୍ପକୁ ଆଗକୁ ନେବ ‘ଗୋପାଳପୁର ବେଳାଭୂମି ମହୋତ୍ସବ

ପର୍ଯ୍ୟଟନ ଶିଳ୍ପକୁ ଆଗକୁ ନେବ ‘ଗୋପାଳପୁର ବେଳାଭୂମି ମହୋତ୍ସବ

Jan-31-2026 11:30 PM IST
T20 ବିଶ୍ବକପ ବିବାଦରେ ସମୟ ବିତୁଛି ; ଚିନ୍ତା ବଢୁଛି; ଡ୍ରାମା କରୁଛି ପାକିସ୍ତାନ

T20 ବିଶ୍ବକପ ବିବାଦରେ ସମୟ ବିତୁଛି ; ଚିନ୍ତା ବଢୁଛି; ଡ୍ରାମା କରୁଛି ପାକିସ୍ତାନ

Jan-31-2026 11:27 PM IST
ବିଜେଡି ବଞ୍ଚିବାର ଫର୍ମୁଲା କଣ ? ଇତିହାସ କହିଲେ ରାଜାରାମ

ବିଜେଡି ବଞ୍ଚିବାର ଫର୍ମୁଲା କଣ ? ଇତିହାସ କହିଲେ ରାଜାରାମ

Jan-31-2026 11:25 PM IST
ସୁଶାନ୍ତ ସିଂଙ୍କ ପରେ କଳିକେଶଙ୍କୁ ନେଇ ଚର୍ଚ୍ଚା; ପଛରେ କିଏ କରୁଛି ରାଜନୀତି ?

ସୁଶାନ୍ତ ସିଂଙ୍କ ପରେ କଳିକେଶଙ୍କୁ ନେଇ ଚର୍ଚ୍ଚା; ପଛରେ କିଏ କରୁଛି ରାଜନୀତି ?

Jan-31-2026 11:22 PM IST
  • About
  • Careers
  • Contact Us
Monday, February 2, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବିଶେଷ

କେବେଠୁ ଆରମ୍ଭ ହେବ ଶୃଙ୍ଖଳିତ ଦର୍ଶନ , କାର୍ତ୍ତିକରେ ଲାଗିଛି ଭିଡ଼

by M M
Oct-21-2024 06:02 PM IST
in ବିଶେଷ, ରାଜ୍ୟ
0
କେବେଠୁ ଆରମ୍ଭ ହେବ ଶୃଙ୍ଖଳିତ ଦର୍ଶନ , କାର୍ତ୍ତିକରେ ଲାଗିଛି ଭିଡ଼
491
SHARES
1.4k
VIEWS
Share on FacebookShare on Twitter
ଶ୍ରୀମନ୍ଦିର ଭିତରେ ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିବା କାଠିକାର ପାଠ । ଯେଉଁ ଠେଲାପେଲାରେ ଶ୍ରଦ୍ଧାଳୁମାନେ ଦର୍ଶନ କରୁଛନ୍ତି ତାହା ନକହିଲେ ଭଲ । ବାହାର ରାଜ୍ୟରେ ବ୍ୟବସ୍ଥିତ ଭାବେ ଠାକୁର ଦର୍ଶନ କରାଯାଉଥିବା ବେଳେ ପୁରୀରେ ଯେଉଁଭଳି ଦର୍ଶନ ହେଉଛି ତାହା ଦୁଃଖ ଦାୟକ । ତେବେ କାର୍ତ୍ତିକ ମାସରେ  ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପୁରୀ ଯାଇ ପୁଣି ସେହି ଶୃଙ୍ଖଳିତ ଦର୍ଶନ କଥା କହିଛନ୍ତି ।
 ରାଜ୍ୟର ବିଭିନ୍ନ ଜିଲ୍ଲାରୁ ପୁରୀରେ କାର୍ତ୍ତିକ ବ୍ରତ କରିବାକୁ ଆସିଥିବା ହବିଷ୍ୟାଳୀ ମା’ ମାନଙ୍କୁ ସୁବିଧା ମିଳିନଥିବା ଗଣମାଧ୍ୟମରେ ଚର୍ଚ୍ଚା ହୋଇଥିଲା । ଏହାକୁ ଧ୍ୟାନରେ ରଖି ମୁଖ୍ୟମନ୍ତ୍ରୀ ବ୍ରତ ସରଞ୍ଜାମ ପ୍ରଦାନ ହବିଷ୍ୟାଳୀ ମା ମାନଙ୍କୁ ପ୍ରଦାନ କରିଛନ୍ତି । 
ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଶ୍ରୀମନ୍ଦିର ଭିତରେ  ଅନେକ ସଂସ୍କାର ଆଣିବାକୁ ପଡିବ। ସବୁଠାରୁ ବଡ ସୁଧାର ହେଉଛି କିପରି ଭାବେ ଭକ୍ତଙ୍କ ପାଇଁ ଶୃଙ୍ଖଳିତ ଦର୍ଶନର ବ୍ୟବସ୍ଥା କରିହେବ। ଏହି ସଂସ୍କାର ପାଇଁ ଆମ ସେବାୟତମାନେ ମୁଖ୍ୟ ଭୂମିକା ଗ୍ରହଣ କରିବେ। ଶ୍ରୀମନ୍ଦିର ପ୍ରଶାସନ ଏ ଦିଗରେ କାର୍ଯ୍ୟରତ ଅଛନ୍ତି। ଆଗାମୀ କିଛି ଦିନ ଭିତରେ ଏସବୁ ସମାଧାନ ହୋଇପାରିବ ।
କାର୍ତ୍ତିକ ମାସରେ ସବୁଠାରୁ ଅଧିକ ଶ୍ରଦ୍ଧାଳୁ ମନ୍ଦିର ଭିତରେ ଜଗନ୍ନାଥଙ୍କୁ ଦର୍ଶନ କରିବା ପାଇଁ ଆସିଥାନ୍ତି। କାର୍ତ୍ତିକ ପୂର୍ଣ୍ଣମୀରେ ସୁନା ବେଶ ଦିନ  ମନ୍ଦିର ଭିତରେ ସବୁଠାରୁ ଅଧିକ ଭିଡ ହୋଇଥାଏ। ପ୍ରଭୁଙ୍କ କରୁଣାରୁ ସମସ୍ତ ଭକ୍ତ ଦର୍ଶନ କରନ୍ତି ।
ମହାପ୍ରଭୁ ଶ୍ରୀଜଗନ୍ନାଥ ଓ କାର୍ତ୍ତିକ ବ୍ରତର ମହାତ୍ମ୍ୟ ସମ୍ପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆମର ବିଶ୍ବାସ ଅଛି, କାଳିଆର ଡୋରୀ ନ ଲାଗିଲେ ଶ୍ରୀକ୍ଷେତ୍ର ଆସିବାର ସୁଯୋଗ ମିଳେନାହିଁ। ପବିତ୍ର କାର୍ତ୍ତିକ ମାସରେ ପବିତ୍ର ଜଗନ୍ନାଥ ଧାମରେ ଆଜି ଆସିବାର ସୁଯୋଗ ମିଳିଥିବାରୁ ମୁଁ ପ୍ରଭୁଙ୍କ ପାଖରେ କୃତକୃତ୍ୟ।
ଆମ ଓଡିଆ ସଂସ୍କୃତି ଓ ପରମ୍ପରାରେ କାର୍ତ୍ତିକ ମାସ ଏକ ପବିତ୍ର ଓ ଧାର୍ମିକ ମାସ ଭାବେ ଗଣା ଯାଏ। କାର୍ତ୍ତିକ ମାସ ପୂଣ୍ୟ ଅର୍ଜନର ମାସ। ଭଗବତ୍ ଗୀତାରେ ମଧ୍ୟ ଏ ବିଷୟରେ ବର୍ଣ୍ଣନା ଅଛି। ଶ୍ରୀକ୍ଷେତ୍ରରେ ଏହାର ସ୍ବତନ୍ତ୍ର ପାଳନ ବିଧି ରହିଛି। ଏହି ମାସରେ ଆମ ମା ଓ ମାଉସୀ ମାନେ ନିଷ୍ଠାର ସହ ପ୍ରତ୍ୟୁଷରୁ ସ୍ନାନ କରି ବ୍ରତ ପାଳନ ଓ ପୂଜା କରିଥାନ୍ତି। କାର୍ତ୍ତିକ ମାସ ସାରା ସେମାନେ ରାଇ ଦାମୋଦରଙ୍କ ପୂଜା, ତୁଳସୀ ଚଉରା ପୂଜା ସହ ହବିଷ ପାଳନ କରିଥାନ୍ତି। କାର୍ତ୍ତକ ମାସରେ ବିଷ୍ଣୁଙ୍କର ପ୍ରଧାନ ଆରାଧନା ହେଉଛି ରାଇ ଦାମୋଦର ବ୍ରତ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆପଣମାନଙ୍କ ସୁବିଧା ପାଇଁ ସ୍ବତନ୍ତ୍ର ଭାବେ ବୃନ୍ଦାବତୀ ନିବାସ ନାମରେ ଏକ ହବିଷ୍ୟାଳୀ ଭବନ କରାଯାଇଛି। ଚଳିତ ବର୍ଷ ବୃନ୍ଦାବତୀ ଭବନ ସହିତ ଅନ୍ୟ ତିନୋଟି କେନ୍ଦ୍ର ଯଥା – ଅକ୍ଷୟ ପାତ୍ର ପାଉଣ୍ଡେସନ, ବଗଲା ଧର୍ମଶାଳା, ମୋଚି ସାହି କଲ୍ୟାଣ ମଣ୍ଡପରେ ହବିଷ୍ୟାଳୀ ମା’ ମାନଙ୍କୁ ରଖାଯାଇଛି। ପୁରୀ ଜିଲ୍ଲା ପ୍ରଶାସନକୁ ମା’ ମାନଙ୍କର ସୁବିଧା ପାଇଁ ସମସ୍ତ ବ୍ୟବସ୍ଥା କରିବାକୁ ମୁଁ ନିର୍ଦ୍ଦେଶ ଦେଇଛି।
ସେ କହିଥିଲେ ଯେ, ଏ ସରକାର ଲୋକଙ୍କ ସରକାର, ମୁଖ୍ୟମନ୍ତ୍ରୀ ହେଉଛନ୍ତି ଲୋକଙ୍କର ସେବକ। ଏହି ସେବା ମନୋଭାବକୁ ଆପଣମାନେ ଆଶୀର୍ବାଦ ଦେବେ ବୋଲି ସେ ଆଶା ପ୍ରକାଶ କରିଥିଲେ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆପଣମାନେ ଭଲରେ ରୁହନ୍ତୁ, ଆନନ୍ଦରେ ରୁହନ୍ତୁ। ନିଜ ପରିବାର ତଥା ରାଜ୍ୟର ସମୃଦ୍ଧି ଓ ବିକାଶ ପାଇଁ ମହାପ୍ରଭୁଙ୍କୁ ପ୍ରାର୍ଥନା କରନ୍ତୁ।
ଓଡିଶା ବାହାରେ ଥିବା ସମୟରେ କିଛି ହବିଷ୍ୟାଳୀ ମା’ ମାନଙ୍କ ଅସୁବିଧା ସମ୍ପର୍କରେ ସୂଚନା ପାଇବା ପରେ ସେ ତୁରନ୍ତ ଏହାର ସମାଧାନ କରିବାକୁ ଜିଲ୍ଲା ପ୍ରଶାସନ, ଶ୍ରୀମନ୍ଦିର ପ୍ରଶାସନ ତଥା ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ ବୋଲି ସେ ପ୍ରକାଶ କରିଥିଲେ। ସେ ସବୁର ସମାଧାନ ହୋଇଯିବ ବୋଲି ସେ ଆଶା ପ୍ରକାଶ କରିଛନ୍ତି।
Share196Tweet123
M M

M M

ଆଜିର ପାଗ

Bhubaneswar
February 2, 2026, 5:25 PM
 

E
Mainly clear
27°C
1.2 m/s
Apparent: 23°C
Pressure: 1018 mb
Humidity: 88%
Winds: 1.2 m/s E
Windgusts: 6.3 m/s
UV-Index: 0
Precip.: 0mm /0% / Rain
Sunrise: 6:21 AM
Sunset: 5:38 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

February 1, 2026
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

February 1, 2026
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

February 1, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom