• Latest
  • Trending

ହତ୍ୟାକାରୀଙ୍କୁ ଉଗ୍ରବାଦୀ କହିଲେ ଅବଦୁଲ୍ଲା

Oct-21-2024 06:52 PM IST
ଆଜିର ରାଶିଫଳ; ସାବଧାନ ରୁହନ୍ତୁ ଏହି ୮ ରାଶିର ବ୍ୟକ୍ତି, ଜାଣନ୍ତୁ କେମିତି କଟିବ ଆଜିର ଦିନ?

ଆଜିର ରାଶିଫଳ; ସାବଧାନ ରୁହନ୍ତୁ ଏହି ୮ ରାଶିର ବ୍ୟକ୍ତି, ଜାଣନ୍ତୁ କେମିତି କଟିବ ଆଜିର ଦିନ?

May-08-2026 09:26 AM IST
ବଙ୍ଗୋପସାଗରରେ ଆସୁଛି ବଡ଼ ଲଘୁଚାପ ! ହେବ କି ବାତ୍ୟା ?

ବଙ୍ଗୋପସାଗରରେ ଆସୁଛି ବଡ଼ ଲଘୁଚାପ ! ହେବ କି ବାତ୍ୟା ?

May-07-2026 07:32 PM IST
ଦୁଇ ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ମୃତ୍ୟୁଦଣ୍ଡ ଦେଲା ଚୀନ୍, ଦୁର୍ନୀତି ମାମଲାରେ ରାଷ୍ଟ୍ରପତି ସି ଜିନପିଙ୍ଗ କଠୋର କାର୍ଯ୍ୟାନୁଷ୍ଠାନ

ଦୁଇ ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ମୃତ୍ୟୁଦଣ୍ଡ ଦେଲା ଚୀନ୍, ଦୁର୍ନୀତି ମାମଲାରେ ରାଷ୍ଟ୍ରପତି ସି ଜିନପିଙ୍ଗ କଠୋର କାର୍ଯ୍ୟାନୁଷ୍ଠାନ

May-07-2026 07:21 PM IST
ସାବଧାନ ! ଫ୍ରିଜରେ ଅଟା ଚକଟି ରଖୁଛନ୍ତି କି ?

ସାବଧାନ ! ଫ୍ରିଜରେ ଅଟା ଚକଟି ରଖୁଛନ୍ତି କି ?

May-07-2026 07:11 PM IST
ମୁଖ୍ୟମନ୍ତ୍ରୀ ହେବା ଆଗରୁ ବଡ ନିଷ୍ପତ୍ତି ନେଲେ ବିଜୟ, କହିଲେ…

ମୁଖ୍ୟମନ୍ତ୍ରୀ ହେବା ଆଗରୁ ବଡ ନିଷ୍ପତ୍ତି ନେଲେ ବିଜୟ, କହିଲେ…

May-07-2026 04:47 PM IST
ଦୂର ହେଲା ତାମିଲନାଡୁ ସିଏମ୍ ସସପେନ୍ସ ! ସରକାର ଗଠନ ପାଇଁ ବିଜୟଙ୍କୁ ଗ୍ରୀନ ସିଗନାଲ ଦେଲେ ରାଜ୍ୟପାଳ

ଦୂର ହେଲା ତାମିଲନାଡୁ ସିଏମ୍ ସସପେନ୍ସ ! ସରକାର ଗଠନ ପାଇଁ ବିଜୟଙ୍କୁ ଗ୍ରୀନ ସିଗନାଲ ଦେଲେ ରାଜ୍ୟପାଳ

May-07-2026 03:54 PM IST
ମମତାଙ୍କୁ ହରାଇଦେଲା ସୋସିଆଲ୍ ମିଡିଆ, ଜାଣନ୍ତୁ କେମିତି?

ମମତାଙ୍କୁ ହରାଇଦେଲା ସୋସିଆଲ୍ ମିଡିଆ, ଜାଣନ୍ତୁ କେମିତି?

May-07-2026 02:56 PM IST
ଗ୍ରୀଷ୍ମ ଋତୁରେ ଲେମ୍ବୁକୁ ଦୀର୍ଘ ସମୟ ପର୍ଯ୍ୟନ୍ତ ସଂରକ୍ଷଣ କରିବା ପାଇଁ ଆପଣାନ୍ତୁ ଏହି ୪ ଉପାୟ

ଗ୍ରୀଷ୍ମ ଋତୁରେ ଲେମ୍ବୁକୁ ଦୀର୍ଘ ସମୟ ପର୍ଯ୍ୟନ୍ତ ସଂରକ୍ଷଣ କରିବା ପାଇଁ ଆପଣାନ୍ତୁ ଏହି ୪ ଉପାୟ

May-07-2026 01:34 PM IST
odisha.newsroom.in

ତାମିଲନାଡୁରେ ‘ବିଜୟ’ ସରକାର…୧୧୮ ବିଧାୟକଙ୍କ ସମର୍ଥନ ମାଗିଲେ ରାଜ୍ୟପାଳ…

May-06-2026 06:03 PM IST
odisha.newsroom.in

TMC କାର୍ଯ୍ୟାଳୟ ଭଙ୍ଗାରୁଜା…କୋଲକାତା ନ୍ୟୁ ମାର୍କେଟରେ ବୁଲିଲା ବୁଲଡୋଜର…

May-06-2026 04:49 PM IST
  • About
  • Careers
  • Contact Us
Friday, May 8, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ହତ୍ୟାକାରୀଙ୍କୁ ଉଗ୍ରବାଦୀ କହିଲେ ଅବଦୁଲ୍ଲା

by M M
Oct-21-2024 06:52 PM IST
in ଦେଶ ବିଦେଶ
0
491
SHARES
1.4k
VIEWS
Share on FacebookShare on Twitter

ଜାମ୍ମୁକାଶ୍ମୀରରେ ନୂଆ ସରକାର ଗଠନ କରିଛନ୍ତି ଓମାର ଅବଦୁଲ୍ଲା । ନୂଆ ସରକାର ଗଠନ ହେବା ପରେ ଦୁଇ ଥର ଆତଙ୍କବାଦୀମାନେ ଆକ୍ରମଣକ କରି ନିରୀହ ଲୋକଙ୍କୁ ହତ୍ୟା କରିଛନ୍ତି ।

ଜମ୍ମୁ କଶ୍ମୀରରେ କ୍ରମାଗତ ଭାବେ ଆତଙ୍କବାଦୀ ଆକ୍ରମଣ ଘଟୁଥିବା ବେଳେ ଏହି ଆକ୍ରମଣକୁ ଉଗ୍ରବାଦୀ ଆକ୍ରମଣ ଦର୍ଶାଇଛନ୍ତି ମୁଖ୍ୟମନ୍ତ୍ରୀ । ଜମ୍ମୁ-କଶ୍ମୀରର ଗନ୍ଦବଲରେ ରବିବାର ଆତଙ୍କବାଦୀ ଆକ୍ରମଣରେ ୭ ଜଣଙ୍କର ମୃତ୍ୟୁ ଘଟିଛି। ଗନ୍ଦରବଲରେ ସ୍ଥାନୀୟ ଅଣ ଶ୍ରମିକଙ୍କ ଉପରେ ହୋଇଥିବା ଆକ୍ରମଣକୁ ନିନ୍ଦା କରି ଓମାର ଅବଦୁଲ୍ଲା ଏହାକୁ ଏକ ଉଗ୍ରବାଦୀ ଆକ୍ରମଣ ବୋଲି କହିଛନ୍ତି।

ଏହି ଆକ୍ରମଣ ପରେ ଅବଦୁଲ୍ଲା ଏକ ପୋଷ୍ଟ ଶେୟାର କରି କହିଛନ୍ତି, ମୁଁ ନୀରିହ ଲୋକଙ୍କ ଉପରେ ହୋଇଥିବା ଏହି ଆକ୍ରମଣକୁ ଦୃଢ ନିନ୍ଦା କରୁଛି ଏବଂ ସେମାନଙ୍କ ପ୍ରିୟଜନଙ୍କୁ ସମବେଦନା ଜଣାଉଛି। ମୁଁ ପ୍ରାର୍ଥନା କରୁଛି ଯେ ଆହତମାନେ ସମ୍ପୂର୍ଣ୍ଣ ସୁସ୍ଥ ହୁଅନ୍ତୁ।

ଓମାର ଅବଦୁଲ୍ଲାଙ୍କ ବିବୃତ୍ତି ପରେ ଲୋକମାନେ ସୋସିଆଲ ମିଡିଆରେ  ‘ଆତଙ୍କବାଦୀ’ ପରିବର୍ତ୍ତେ ‘ଉଗ୍ରବାଦୀ’ ଶବ୍ଦକୁ କିପରି ବ୍ୟବହାର କରିଛନ୍ତି ବୋଲି ପ୍ରଶ୍ନ କରୁଛନ୍ତି ।

Share196Tweet123
M M

M M

ଆଜିର ପାଗ

Bhubaneswar
May 8, 2026, 10:02 AM
 

SSW
Clear sky
32°C
3.4 m/s
Apparent: 32°C
Pressure: 1010 mb
Humidity: 96%
Winds: 3.4 m/s SSW
Windgusts: 8.6 m/s
UV-Index: 0
Precip.: 0mm /17% / Rain
Sunrise: 5:13 AM
Sunset: 6:12 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom